କୋରାପୁଟ,୩ା୪(ଅମିତାଭ ବେହେରା): ରାଜ୍ୟ ବିଜେଡି ପକ୍ଷରୁ ବୁଧବାର ଦ୍ୱିତୀୟ ପଯର୍ର୍ୟାୟରେ ୨୭ଟି ବିଧାନସଭା ଓ ୫ଟି ଲୋକ ସଭା ଆସନ ନିମନ୍ତେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି।…
ମାଲକାନଗିରି,୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ଟିକେଟ୍ ପାଇଁ ଶରତ ବୁରୁଦା ଆଶାୟୀ ଥିଲା ବେଳେ ଭୁବନେଶ୍ୱରଠାରେ ଏକ ଘରୋଇ…
ନୂଆଦିଲ୍ଲୀ,୩।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର କେରଳର ଓ୍ବାୟନାଡ଼ ଲୋକ ସଭା ଆସନରୁ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ରାହୁଲ ଦେଇଥିବା ଆଫିଡେଭିଟ୍ ଅନୁଯାୟୀ…
ଭୁବନେଶ୍ୱର,୩।୪:ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ନାଁ ଘୋଷଣା ପରେ ମୁଣ୍ଡ ଟେକିଚି ବିଦ୍ରୋହ। ଦଳର ଅନ୍ୟତମ ଆଶାୟୀ ଓ୍ବାର୍ଡ ନଂ.୫୯ର କର୍ପୋରେଟର ବିରଞ୍ଚତ୍…
ବିଶାଖାପାଟଣା,୩।୪: କ୍ରିକେଟରେ ନିଜର ବୋଲିଂ ଲାଗି ପରିଚିତ ଥିବା ସୁନୀଲ ନରେନ ଯେବେ ବ୍ୟାଟିଂ କରିବାକୁ ଆସନ୍ତି, ବିରୋଧି ଟିମ୍ର ବୋଲର୍ମାନେ ଛାନିଆ ହୁଅନ୍ତି। କିଛି ଏଭଳି…
ବିଶାଖାପାଟଣା,୩।୪: ଇଣ୍ଡିଆ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୪ର ୧୬ତମ ମ୍ୟାଚ୍ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ ଏବଂ କୋଲକାତା ନାଇଟ୍ ରାଇଡର୍ସ ମଧ୍ୟରେ ଖେଳାଯାଉଛି। ବିଶାଖାପାଟଣାରେ ଜାରି ଏହି ମ୍ୟାଚ୍ରେ…
ନୂଆଦିଲ୍ଲୀ,୩ା୪: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ତିହାର ଜେଲ୍ରେ ୬ ମାସ ରହିବା ପରେ ବରିଷ୍ଠ ଆମ୍ ଆଦ୍ମୀ ପାର୍ଟି(ଏଏପି)ନେତା ତଥା ରାଜ୍ୟ ସଭା ଏମ୍ପି ସଞ୍ଜୟ…
ଭୁବନେଶ୍ୱର,୩।୪: ରାଜ୍ୟରେ ଆସନ୍ତା କିଛିଦିନ ଧରି ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସନ୍ତା ୬ ତାରିଖ…
ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ୧୬ ନମ୍ବର ଜାତୀୟ ରାଜପଥ ଝlଡ଼କୁଦl ନିକଟସ୍ଥ ଶଙ୍ଖ ନୂଆଗାଁ ଓଭର ବ୍ରିଜ୍ ଉପରେ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକ ଗୁରୁତର ହୋଇଥିବା…
ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଆସନ୍ତା ମେ’ ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳର ରଣନୀତି ଆରମ୍ଭ ହେଲାଣି। ବିଭିନ୍ନ ରାଜନୈତିକ ଦଳଠାରୁ ଶାସକ ଦଳ ଆଗୁଆ…