ସାତକୋଶିଆରେ ବଢ଼ିଛି କୁମ୍ଭୀର ସଂଖ୍ୟା, କମିଛନ୍ତି ପକ୍ଷୀ

ଅନୁଗୋଳ,୧୩ା୧(ଅମିତ କୁମାର ସାମଲ): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ଟିକରପଡ଼ା ମହାନଦୀ ଗଣ୍ଡରେ ଚଳିତବର୍ଷ କୁମ୍ଭୀର ଓ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତ ୬ରୁ…

VIRAL VIDEO: ଶିକାର କରିବାକୁ ଯାଇ ଫସିଲା ଚିତାବାଘ, ଜୀବନ ନେଇଗଲେ ଜଙ୍ଗଲୀ ବାର୍‌ହା

ଜଙ୍ଗଲରେ ଚିତାବାଘକୁ ସବୁଠାରୁ ଶିକାରୀ ଜନ୍ତୁଙ୍କ ମଧ୍ୟରେ ଗଣାଯାଏ।  ବିଶେଷକରି ଏହାର ଫୁର୍ତ୍ତି ଏବଂ ଶକ୍ତି ଅନ୍ୟ ଜୀବଜନ୍ତୁଠାରୁ ଅଧିକ। ଥରେ ଚିତାବାଘ ଶିକାର ପଛରେ ପଡ଼ିଲେ…

ପ୍ରେମିକଙ୍କ ସହ ବୁଲିବାକୁ ଯାଇ ଅଙ୍ଗନଓ୍ବାଡି କର୍ମୀଙ୍କ ମୃତ୍ୟୁ, ବଳାତ୍କାର ପରେ ହତ୍ୟା ଅଭିଯୋଗ ଆଣିଲେ ମା’

ଗୋପାଳପୁର,୧୩ା୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ଅଟୋନଗର ଅଞ୍ଚଳରେ ଜଣେ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ବୈଶାଳୀ ପାଣ୍ଡେ…

ବ୍ରିଟେନ୍‌ ରାଷ୍ଟ୍ରଦୂତଙ୍କ ପିଓକେ ଗସ୍ତକୁ ନେଇ ଭାରତ ଖପ୍ପା, ବିଦେଶ ମନ୍ତ୍ରଣାଳୟ କହିଲା- ଏଭଳି ପଦକ୍ଷେପ ଆମ ସୀମାନ୍ତ ଅଖଣ୍ଡତାର ଉଲ୍ଲଂଘନ

ନୂଆଦିଲ୍ଲୀ,୧୩।୧: ପାକିସ୍ତାନରେ ବ୍ରିଟେନ୍‌ ରାଷ୍ଟ୍ରଦୂତ ଜାନେ ମାରିଅଟ୍‌ଙ୍କ ପିଓକେ(ପାକିସ୍ତାନ ଅଧିକୃତ କଶ୍ମୀର) ଯାତ୍ରାକୁ ନେଇ ଭାରତ ଆପତ୍ତି ଉଠାଇଛି। ଏଭଳି ଆଭିମୁଖ୍ୟ ଭାରତର ସଂପ୍ରଭୂତା ଏବଂ ସୀମାନ୍ତ…

ଅଯୋଧ୍ୟା ଯିବ ୩ ଟ୍ରକ୍‌ ଲଡୁ, ପ୍ରସ୍ତୁତିରେ ଲାଗିଛନ୍ତି ୧୦୦ କାରିଗର

ଭୋପାଳ,୧୩ା୧: ଅଯୋଧ୍ୟାରେ ଭଗବାନ ଶ୍ରୀ ରାମଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ଆସନ୍ତା ୨୨ ତାରିଖରେ ଆୟୋଜିତ ହେବାକୁ ଯାଉଛି। ଏହି ସମାରୋହରେ ମଧ୍ୟପ୍ରଦେଶର ଉଜେନରୁ ବାବା ମହାକାଳଙ୍କ…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ୮ମ ସମନ ପଠାଇଲା ଇଡ଼ି, ହାଜର ନହେଲେ ବଢ଼ିପାରେ ଅଡ଼ୁଆ

ରାଞ୍ଚି,୧୩।୧: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ପୁଣି ସମନ ପଠାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ତାଙ୍କୁ ପୂର୍ବରୁ ୭ଥର…

ଓଲଟିଲା ଧାନବୋଝେଇ ଟ୍ରାକ୍ଟର: ଜଣେ ଶ୍ରମିକ ମୃତ, ଜଣେ ଆହତ

ଛତ୍ରପୁର,୧୩ା୧(ଦିଲ୍ଲୀପ ସାମଲ): ଭାରସାମ୍ୟ ହରାଇ ଏକ ଧାନବୋଝେଇ ଟ୍ରାକ୍ଟର ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି। ଆହତ ଜଣଙ୍କ…

କୋଡ଼ି ମାଡ଼ରେ ଜଣଙ୍କ ଜୀବନ ଗଲା, ଅଭିଯୁକ୍ତ ଗିରଫ

ହିଞ୍ଜିଳିକାଟୁ,୧୩ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗଣ୍ଡଳା ଗ୍ରାମରେ ଶନିବାର କୋଡ଼ି ମାଡ଼ରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ବିଜୟ ପାଣିଗ୍ରାହୀ…

ଗୋଟିଏ ଓଢ଼ଣୀରେ ଝୁଲିପଡ଼ିଲେ ପ୍ରେମୀଯୁଗଳ

କୋରାପୁଟ,୧୩ା୧(ଅମିତାଭ ବେହେରା): କୋରାପୁଟ ଜିଲା ଦଶମନ୍ତପୁର ଥାନା ଅନ୍ତର୍ଗତ ଚଣାବାଡ଼ ପଞ୍ଚାୟତସ୍ଥିତ ଯୋଡ଼ିପାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁରେ ଶନିବାର ପ୍ରେମୀଯୁଗଳ ଆତ୍ମହତ୍ୟା…

ବଡ଼ଧରଣର ଅଗ୍ନିକାଣ୍ଡ: ଜଳିଗଲା ୬ ମହଲା କୋଠା

ମୁମ୍ବାଇ,୧୩ା୧: ମୁମ୍ବାଇର ଡୋମ୍ବିଭଲିରେ ଥିବା ଏକ ବହୁ ମହଲା କୋଠାରେ ବଡ଼ଧରଣର ଅଗ୍ନିକାଣ୍ଡ ଘଟି ୬ ମହଲା ଜଳିଯାଇଛି। ଡୋମ୍ବିଭଲି ଲୋଢା ଫେଜ୍‌-୨ ଖୋନା ଏଷ୍ଟ୍ରେଲା ଟାଓ୍ବାରରେ…