ଆଦର୍ଶ ଆଚରଣ ବିଧି ମାନୁନି ବିଜେଡି, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ଭାଜପା

ଭୁବନେଶ୍ୱର,୨୨।୩:(ସୁନିତ୍‌ ମିଶ୍ର): ଆଗାମୀ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ବିଜ୍ଞପ୍ତି ପ୍ରକାଶ କରିବା ମାତ୍ରେ ସମଗ୍ର ଦେଶରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇସାରିଲାଣି ା…

ପାଇଖାନା ନିର୍ମାଣରେ ଅନିୟମିତତା

ଖଣ୍ଡପଡ଼ା,୨୨ା୩(ଅଜୟ କୁମାର ମହାରଣା): ଖଣ୍ଡପଡ଼ା ବ୍ଲକ୍‌ ଅଧୀନ ୨୨ ପଞ୍ଚାୟତରେ ସ୍ବଚ୍ଛ ଭାରତ ମିଶନ କାର୍ଯ୍ୟକ୍ରମ ଯୋଜନାରେ ୨୨ ହଜାର ପାଇଖାନା ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ…

ଆଜିଠାରୁ ଯୁକ୍ତ ୨ ଖାତାଦେଖା

ଭୁବନେଶ୍ୱର,୨୨।୩(ଅନୁରାଧା ମହାରଣା):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବାର୍ଷିକ ପରୀକ୍ଷା ଖାତା ମୂଲ୍ୟାୟନ ଶୁକ୍ରବାରଠାରୁ ଆରମ୍ଭ ହେବ। ଚଳିତଥର ୨ଟି ପର୍ଯ୍ୟାୟରେ ଖାତା…

୧୦ ବର୍ଷରେ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଓଡ଼ିଶାରେ ବୈପ୍ଳବିକ ପରିବର୍ତ୍ତନ ଆସିଛି: ଭାଜପା

ଭୁବନେଶ୍ୱର, ୨୨।୩(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ରେ ଶାସନକୁ ଆସିବା ପରେ ଆଇଟି ତଥା ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଭାରତବର୍ଷରେ ଏକ ବୈପ୍ଳବିକ ପରିବର୍ତ୍ତନ ଆସିଛି।…

ଛତ୍ରପୁର ସହରାଞ୍ଚଳର ପରିମଳ ବିପର୍ଯ୍ୟସ୍ତ

ଛତ୍ରପୁର,୨୨ା୩ (ସନ୍ତୋଷ ପାଢ଼ୀ):ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନଏସି ଏବେ ମୁନିସିପାଲିଟି ଘୋଷଣା ହୋଇଛି। ମାତ୍ର କିଛି ଦିନ ହେଲା ଏଠାରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ଅବସ୍ଥାରେ…

ନିଶା କବଳରେ ଯୁବଗୋଷ୍ଠୀ, ବଢୁଛି ଅପରାଧ

ପଟ୍ଟାମୁଣ୍ଡାଇ,୨୨ା୩ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଦିନକୁ ଦିନ ନିଶା କାରବାର ବଢ଼଼ି ଚାଲିଛି। ନିଶାସେବନକାରୀଙ୍କ ସଂଖ୍ୟା ବି ବଢ଼ିଛି। ହାତ ପାହାନ୍ତାରେ ନିଶାଦ୍ରବ୍ୟ ସହଜରେ ମିଳିଯାଉଥିବାରୁ…

ରାଜନୈତିକ ସମୀକରଣ ଦେଖି ରଣନୀତି

ଆଠମଲ୍ଲିକ,୨୨।୩(ଉଦୀପ୍ତ ପୁରୋହିତ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ପରଠାରୁ ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ନେଇ ସାଧାରଣରେ ବହୁ ଆଲୋଚନା ଚାଲିଛି। ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀ…

ଲୁଣା ନଦୀର ଜଳସ୍ତର କମୁଛି

କେନ୍ଦ୍ରାପଡ଼ା,୨୨ା୩ (ଜଗନ୍ନାଥ ଧଳ): ଗତ ଡିସେମ୍ବର ମାସରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣା ନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳର ପିଇବା…

ବିଜେଡି ନେତାଙ୍କ ଶ୍ରୀଜଗନ୍ନାଥ ଦର୍ଶନ

ପୁରୀ,,୨୨।୩(ଅଜିତ୍‌ ମହାନ୍ତି) କିଛି ଦିନ ତଳେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ସଂସଦୀୟ ଦଳର ନେତାଙ୍କ ସହ ଆଲୋଚନା କରିଥିଲେ। ଏପରି କି…

କ୍ଷମତାକୁ ଆସିଲେ ୨୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ଦେବୁ: କଂଗ୍ରେସ

ଭୁବନେଶ୍ୱର,୨୨।୩(ସୁନିତ୍‌ ମିଶ୍ର):‘ସମସ୍ତଙ୍କ ପାଇଁ ସ୍ବାସ୍ଥ୍ୟ’ ଏଭଳି ଏକ ବାର୍ତ୍ତା ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି) ପକ୍ଷରୁ ନିର୍ବାଚନ ପୂର୍ବରୁ ଜାରି କରାଯାଇଥିବା ଇସ୍ତାହାର ମଧ୍ୟରେ ସ୍ବାସ୍ଥ୍ୟସେବା…