ବ୍ରାହ୍ମଣବରଣ କଲେ ଗଜପତି

ପୁରୀ,୧୩ା୧(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବର ଆଦ୍ୟପର୍ବ ୧୨ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ସନ୍ଧ୍ୟାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀନଅରରେ ବ୍ରାହ୍ମଣବରଣ ଓ…

ଆଜି ଚେନ୍ନାଇ-ଗୁଜରାଟ ଫାଇନାଲ ମୁକାବିଲା

ଭୁବନେଶ୍ୱର, ୧୩।୧(ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଚାଲିଥିବା ଅଲ୍‌ଟିମେଟ ଖୋ ଖୋ ସିଜନ-୨ର ଫାଇନାଲ ଶନିବାର ଚେନ୍ନାଇ କୁଇକ୍‌ ଗନ୍ସ ଓ ଗୁଜରାଟ ଜାଏଣ୍ସ…

ପାକିସ୍ତାନରେ ଲିଭ-ଇନ୍‌ରେ ରହିପାରିବେନି ପ୍ରେମୀଯୁଗଳ

ଇସ୍‌ଲାମାବାଦ୍‌: ଦୁନିଆରେ ଅନେକ ଦେଶ ଅଛି, ଯେଉଁଠି ବିଭିନ୍ନ ଆଇନ କାନୁନ ରହିଛି। କେଉଁଠି କେଶ କାଟିବାକୁ ଅନୁମତି ନିଆଯାଏ ତ ଆଉ କେଉଁଠି ଟିଭି ଚଳାଇବାକୁ ନିଆଯାଏ…

ଦେଶର ଦୀର୍ଘତମ ସାମୁଦ୍ରିକ ବ୍ରିଜ୍‌

ମୁମ୍ବାଇ,୧୩ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମୁମ୍ବାଇ ଟ୍ରାନ୍ସ ହାର୍ବର ଲିଙ୍କ୍‌ (ଏମ୍‌ଟିଏଚ୍‌ଏଲ୍‌)ର ଉଦ୍‌ଘାଟନ କରିଛନ୍ତି। ଦେଶର ଭିତ୍ତିଭୂମି କ୍ଷେତ୍ରରେ ନୂଆ ମାଇଲଖୁଣ୍ଟ କୁହାଯାଉଥିବା ଏହି ବ୍ରିଜ୍‌ର ନାମକରଣ…

ଭକ୍ତ କୌଣସି ଦିନ ଅଯୋଧ୍ୟା ଯାଇପାରିବେ: ଖାର୍ଗେ

ନୂଆଦିଲ୍ଲୀ,୧୩ା୧: ଜାନୁଆରୀ ୨୨ରେ ହେବାକୁ ଥିବା ଅଯୋଧ୍ୟା ରାମମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବରେ ଯୋଗଦେବା ପାଇଁ କଂଗ୍ରେସ ମନା କରିବା ପରେ ଭାଜପା ନେତାମାନେ ବିରୋଧୀ ଦଳକୁ ସମାଲୋଚନା…

୭ ଜଣଙ୍କ ବିରୋଧରେ ଗଣବଳାତ୍କାର ମାମଲା

ହାଭେରି,୧୩।୧: କର୍ନାଟକର ହାଭେରି ଜିଲାରେ ଏକ ହୋଟେଲ ମଧ୍ୟରେ ଜବରଦସ୍ତ ପ୍ରବେଶ କରି ଆନ୍ତଃଧର୍ମ ଦମ୍ପତିଙ୍କୁ ମାଡ଼ ମାରିଥିବା ୭ ଅଭିଯୁକ୍ତଙ୍କ ବିରୋଧରେ ଗଣବଳାତ୍କାର ମାମଲା ରୁଜୁ ହୋଇଛି।…

ବିଲ୍‌କିସ୍‌ ବଳାତ୍କାରୀ ଫେରାର

ଅହମଦାବାଦ,୧୩।୧: ବିଲ୍‌କିସ୍‌ ବାନୋ ଗଣବଳାତ୍କାର ମାମଲାରେ ୧୧ ଅପରାଧୀଙ୍କୁ ଦିଆଯାଇଥିବା କ୍ଷମାକୁ ସୁପ୍ରିମକୋର୍ଟ ଗତ ସୋମବାର ଖାରଜ କରିଦେଇ ସେମାନଙ୍କୁ ଜେଲ୍‌କୁ ଫେରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେମାନେ ଏପର୍ଯ୍ୟନ୍ତ…

‘କୋହଲି ଏବେ ଯେଉଁଭଳି ଖେଳୁଛନ୍ତି, ସହଜରେ ସଚିନଙ୍କ ୧୦୦ ଶତକର ରେକର୍ଡ ଭାଙ୍ଗିବେ’

ନୂଆଦିଲ୍ଲୀ,୧୨।୧: ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କୁ ନିଜ ଆଦର୍ଶ ବୋଲି ମନେ କରନ୍ତି ଭାରତୀୟ କ୍ରିକେଟର ବିରାଟ କୋହଲି। ସଚିନଙ୍କ ନାମରେ ଅନ୍ତର୍ଜାତୀୟସ୍ତରରେ ୧୦୦ ଶତକ ରେକର୍ଡ…

ବଏକଟ ପ୍ରଭାବ,ଦୈନିକ ୮.୬୪ କୋଟି ଟଙ୍କାର କ୍ଷତି ସହୁଛି ମାଳଦ୍ୱୀପ

ନୂଆଦିଲ୍ଲୀ,୧୨।୧: ନିକଟରେ ମାଳଦ୍ୱୀପ ସରକାରଙ୍କ କିଛି ଅଧିକାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲକ୍ଷାଦ୍ୱୀପ ଗସ୍ତକୁ ନେଇ ଆପତ୍ତିଜନକ ଟିପ୍ପଣୀ କରିଥିଲେ। ଏହାପରଠାରୁ ‘ବଏକଟ ମାଳଦ୍ୱୀପ’ ଟ୍ରେଣ୍ଡ କରି…