‘ଟିମ୍‌ ଇଣ୍ଡିଆର ସମସ୍ତ ଖେଳାଳି ମଦ୍ୟପାନ କରନ୍ତି, କେବଳ ମୋତେ ବଦ୍‌ନାମ କରାଗଲା’

ନୂଆଦିଲ୍ଲୀ,୧୦।୧: ଟିମ୍‌ ଇଣ୍ଡିଆର ସମସ୍ତ ଖେଳାଳି ମଦ୍ୟପାନ କରନ୍ତି। ହେଲେ ତାଙ୍କ ଛବିକୁ ମଳିନ କରିବାକୁ ପ୍ରଚେଷ୍ଟା କରାଯାଇଥିବା ଅଭିଯୋଗ କରିଛନ୍ତି ଦଳର ପୂର୍ବତନ ଦ୍ରୁତ ବୋଲର୍‌…

ଭିତରକନିକାର ୪ଟି ରେଞ୍ଜରେ  ଚାଲିଛି କୁମ୍ଭୀର ଗଣନା 

କେନ୍ଦ୍ରାପଡ଼ା,୧୦।୧: କେନ୍ଦ୍ରାପଡ଼ା  ଜିଲା ଭିତରକନିକାର ୪ଟି ରେଞ୍ଜରେ କୁମ୍ଭୀର ଗଣନା କାର୍ଯ୍ୟ ବୁଧବାର  ସକାଳୁ ଆରମ୍ଭ ହୋଇଛି। ଗହିରମଥା, ଭିତରକନିକା, ରାଜନଗର ଓ ମହାକାଳପଡ଼ା ଗଣନା କାର୍ଯ୍ୟରେ…

ରାମଲଲାଙ୍କୁ ଦର୍ଶନ କରିବାକୁ ଯାଉଥିବା ଟୁରିଷ୍ଟ ବସ ଓଲଟିଲା, ବହୁ ଆହତ…

ବଳରାମପୁର,୧୦।୧ : ଉତ୍ତରପ୍ରଦେଶର ବଳରାମପୁର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଯେଉଁଠାରେ ଘନ କୁହୁଡ଼ି ଯୋଗୁଁ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ବସ ଓଲଟି ପଡିଛି।…

ମାଗଣାରେ ମିଳିବାରୁ ଖାଇଗଲେ ଓ୍ବାଶିଂ ପାଉଡର, ପରେ ହେଲା ଏପରି…

ତାଇପେ,୧୦।୧ : ତାଇୱାନ ଦେଶରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ବାସ୍ତବରେ, ତାଇୱାନରେ ନିର୍ବାଚନ ପ୍ରଚାର ସମୟରେ ୩ ଜଣ ବ୍ୟକ୍ତ ଭୁଲରେ ଓ୍ବାଶିଂ ପାଉଡର…

କଟକ ଡିୟର ପାର୍କର ୨୭୬ ହରିଣ ସ୍ଥାନାନ୍ତର

କଟକ,୧୦।୧: କଟକ ଡିୟର ପାର୍କରୁ ଚନ୍ଦକା ଭରତପୁର ଓ ଅମ୍ବିଲୋକୁ ୨୭୬ଟି ହରିଣ ସ୍ଥାନାନ୍ତର ହୋଇଛନ୍ତି । ତେବେ ସେମାନଙ୍କ ମଧ୍ୟରୁ ୨ଟି ହରିଣଙ୍କର ମୃତ୍ୟୁ ଘଟିଛି।…

ରାଜ୍ୟରେ ବଢ଼ିବ ଶୀତ 

ଭୁବନେଶ୍ୱର,୧୦।୧: ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ। ରାତିର ତାପମାତ୍ରା  ୨ରୁ ୩ ଡିଗ୍ରୀ  ପର୍ଯ୍ୟନ୍ତ ଖସିବ।  ତେବେ ରାଜ୍ୟରେ ଶୀତର ପ୍ରକୋପ ଆହୁରି ବଢ଼ିବା ନେଇ  ଭୁବନେଶ୍ୱର…

ଚାରମିନାର ଏକ୍ସପ୍ରେସର ୩ ବଗି ଲାଇନଚ୍ୟୁତ: ୫ ଆହତ…

ହାଇଦ୍ରାବାଦ,୧୦।୧ : କ୍ରମାଗତ ରେଳ ଦୁର୍ଘଟଣା ଭାରତୀୟ ରେଳବାଇର ଚିନ୍ତା ବଢ଼ାଇ ଦେଇଛି। କିଛି ଦିନ ପୂର୍ବରୁ ରେଳବାଇ ଦୁର୍ଘଟଣାକୁ ରୋକିବା ପାଇଁ କବଚ ସୁରକ୍ଷା ବ୍ୟବସ୍ଥା…

ରାମମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ ରଣଦୀପ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣଦୀପ ହୁଡ୍ଡା ପ୍ରାୟତଃ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। କିଛିଦିନ ଆଗରୁ ସେ ତାଙ୍କ ବିବାହକୁ ନେଇ ଚର୍ଚ୍ଚାରେ ଥିଲେ। ଆସନ୍ତା ୨୨ ତାରିଖରେ…

ହାଇଟେକରୁ ଗାଁକୁ ନେବା ପରେ ଦିଲ୍ଲୀପଙ୍କର ହେଲା  ଅନ୍ତିମ ସଂସ୍କାର

ଭୁବନେଶ୍ୱର,୧୦।୧: ହାଇଟେକ ଟ୍ରାଜେଡିରେ ଡିଏନ୍‌ଏ ରିପୋର୍ଟ ଆସିବା ପରେ ମୃତଦେହକୁ ଧରି ଗାଁକୁ ଫେରିଛନ୍ତି ମୃତକ ଦିଲୀପ ସାମନ୍ତରାୟଙ୍କ ପରିବାର ଲୋକେ।  ଗାଁକୁ ନେବା ପରେ ଦିଲ୍ଲୀପଙ୍କର…

କରସେବକଙ୍କ ଉପରେ ଗୁଳି ଚଳାଇବା ସରକାରଙ୍କ ନିଷ୍ପତ୍ତି ଠିକ ଥିଲା: ଏସପି ନେତାଙ୍କ ବିବାଦୀୟ ମନ୍ତବ୍ୟର ଭିଡିଓ ଭାଇରାଲ…

ଲକ୍ଷ୍ନୌ,୧୦।୧ : ସମାଜବାଦୀ ପାର୍ଟିର ବରିଷ୍ଠ ନେତା ତଥା ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ସ୍ବମୀ ପ୍ରସାଦ ମୌର୍ଯ୍ୟ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ସେ କାସଗଞ୍ଜରେ…