ଶହୀଦ ଯବାନଙ୍କ ବୀରତ୍ୱକୁ ମନେ ପକାଇ ଶ୍ରଦ୍ଧାଞ୍ଜଳି

କୋରାପୁଟ,୧୮।୩(ଅମିତାଭ ବେହେରା ): କୋରାପୁଟ ପୋଲିସ ପଡ଼ିଆରେ ଜିଲା ପୋଲିସ ପକ୍ଷରୁ ଶହୀଦ ଯବାନଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି କରାଯାଇଛି। ଏହି ଅବସରରେ କୋରାପୁଟ ଏସ୍‌ପି ଅଭିନବ ସୋନକର…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୬ ଜଣଙ୍କୁ କୋର୍ଟ ଚାଲାଣ

ଗୋପାଳପୁର,୧୮।୩(ନବୀନ ରାଜ ଆଚାରୀ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକକୁ ଖଣ୍ଡା ଓ କାତିରେ ମରଣାନ୍ତକ ଆକ୍ରମଣ କରିବା ମାମଲାରେ ସୋମବାର ଗୋଳନ୍ଥରା ଥାନା ପୋଲିସ ଜ୍ୱାଇଁ…

ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୮।୩: ଓଡ଼ିଶା ଉପକୂଳ ସଂଲଗ୍ନ ବଙ୍ଗୋପସାଗରରେ ଗୁରୁଚାପ ବଳୟ ରହୁଥିବାରୁ ବାୟୁମଣ୍ଡଳର ମଧ୍ୟଭାଗରୁ ଉପରଭାଗ ମଧ୍ୟରେ ନିମ୍ନଚାପରେଖା ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ…

ହଠାତ୍‌ ଯୁବକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ଅଢେଇ ଲକ୍ଷ ଟଙ୍କା: ଖୁସି ହେବା ପରିବର୍ତ୍ତେ କଲେ ଏମିତି କାମ

କୋରାପୁଟ,୧୮।୩(ଅମିତାଭ ବେହେରା): ସମାଜରେ ଆଜି ବି ବଞ୍ଚି ରହିଛି ମାନବିକତା। ନିଜ ବ୍ୟାଙ୍କ ଆକାଉଣ୍ଟକୁ ଭୁଲ୍‌ରେ ଆସିଥିବା ଟଙ୍କା ଫେରାଇ ମାନବିକତାର ପରିଚୟ ଦେଲେ କୋରାପୁଟର ଯୁବକ…

ବିଧାୟକ ବିଜୟଶଙ୍କରଙ୍କ ସହ ପ୍ରେମସମ୍ପର୍କ ମାମଲା: ହାଇକୋର୍ଟ ଗଲେ ସୋମାଲିକା

କଟକ,୧୮ା୩(କାର୍ତ୍ତିକ ସାହୁ): ପୁଣି ଚର୍ଚ୍ଚାରେ ବିଜେଡି ବିଧାୟକ ବିଜୟଶଙ୍କର ଦାସ। ଜଗତସିଂହପୁର ଥାନାରେ ବିଧାୟକ ବିଜୟଶଙ୍କରଙ୍କ ବିରୋଧରେ ହୋଇଥିବା ମାମଲାରେ ପୋଲିସ ଠିକ ଭାବରେ ତଦନ୍ତ କରୁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟିହେବ। ପଡ଼ୋଶୀଙ୍କ ସହାନୁଭୂତିରୁ ପାରିବାରିକ ଜୀବନରେ ଟେନ୍‌ସନ ଟିକିଏ ମାତ୍ରରେ କମିଯିବ। ପ୍ରତ୍ୟେକ କାମରେ ସହଯୋଗ…

ବିଜ୍ଞାପନରେ ଶଙ୍ଖ ଚିହ୍ନ ବ୍ୟବହାର ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

କଟକ,୧୮ା୩(କାର୍ତ୍ତିକ ସାହୁ): ସରକାରୀ ବିଜ୍ଞାପନରେ ବିଜୁ ଜନତା ଦଳର ଶଙ୍ଖ ଚିହ୍ନ ବ୍ୟବହାରକୁ ବିରୋଧ କରି ହାଇକୋର୍ଟରେ ରୁଜୁ ମାମଲାର ଅନ୍ତ ଘଟିଛି। ନିର୍ବାଚନ କମିଶନର (ଇସି)ଙ୍କ…

ଭାଜପାର ୩ୟ ତାଲିକାରେ ପୁରୁଖା ନେତାଙ୍କୁ ମିଳିବ ସୁଯୋଗ, କାହାର ହେବ କ୍ଷତି, କାହାକୁ ମିଳିବ ଫାଇଦା, ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୩: ଲୋକ ସଭା ନିର୍ବାଚନ ଘୋଷଣା ହେବା ସହିତ ଭାରତୀୟ ଜନତା ପାର୍ଟି ଆକ୍ଟିଭ୍‌ ମୋଡରେ ଥିବା ଜଣାପଡିଛି। ଭାଜପା ଖୁବ୍‌ଶୀଘ୍ର ପ୍ରାର୍ଥୀଙ୍କ ତୃତୀୟ ତାଲିକା ପ୍ରକାଶ…

ଖୁସିରେ ଝୁମିଲେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା

ନୂଆଦିଲ୍ଲୀ,୧୮।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମହିଳା ପ୍ରିମିୟର ଲିଗ (ଡବ୍ଲ୍ୟୁପିଏଲ) ୨୦୨୪ ଟାଇଟଲ ଜିତି ଫ୍ରାଞ୍ଚାଇଜ ଟ୍ରଫି ମରୁଡ଼ିକୁ ସମାପ୍ତ କରିଛି। ପୁରୁଷ ଦଳ ଏପର୍ଯ୍ୟନ୍ତ ଇଣ୍ଡିଆନ…

ଯିଏ ୪୨୦, ସିଏ ୪୦୦ ଆସନ ଜିତିବା କଥା କହୁଛନ୍ତି: ପ୍ରକାଶ ରାଜ

ନୂଆଦିଲ୍ଲୀ,୧୮।୩: ଅଭିନେତା ପ୍ରକାଶ ରାଜ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ପ୍ରକାଶ ରାଜ କହିଛନ୍ତି, ଯେଉଁମାନେ ୪୨୦, ସେମାନେ ଆସନ୍ତା ଲୋକ ସଭା ନିର୍ବାଚନରେ ୪୦୦ଟି ସିଟ୍‌ ଜିତିବା…