୨୬ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୩(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟ୍‌ସ କମ୍ପ୍ଲେକ୍ସର ଉଦ୍‌ଘାଟନ କରିବା ସହ ୧୨ଟି ଜିଲାରେ ୨୬ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମର…

ଦୋହଲିଲା ବିଜେଡି ଗଡ଼

ଚାନ୍ଦବାଲି,୧୪ା୩(କିଷାନ ପାତ୍ର): ନିର୍ବାଚନ ପୂର୍ବରୁ ଦଳ ବଦଳ ଚାଲିଥିବା ବେଳେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ବିଧାନସଭା କ୍ଷେତ୍ର ଚାନ୍ଦବାଲିରେ ବିଜେଡିି ଛାଡ଼ି ହଜାରରୁ ଊର୍ଦ୍ଧ୍ୱ…

ସୋନପୁରକୁ ଗଡ଼ିବ ୪ ଟ୍ରେନ

ଭୁବନେଶ୍ୱର,୧୪।୩(ଅନୁରାଧା ମହାରଣା)ବଲାଙ୍ଗୀର ପାର୍ଶ୍ୱରୁ ସୋନପୁର ପର୍ଯ୍ୟନ୍ତ ଟ୍ରେନ ଲାଇନ୍‌ କାର୍ଯ୍ୟକ୍ଷମ ହୋଇଛି। ଏବେ ସୋନପୁରକୁ ୪ଟି ଟ୍ରେନ୍‌ ଚଳାଚଳ କରିବ। ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଏକ୍ସପ୍ରେସ ଏବଂ ଦୁଇ ଯୋଡା…

ପାଟକୁରା ଉପରେ ଭାଜପାର ନଜର,ଆଶାୟୀ ପ୍ରାର୍ଥୀ ଭାବେ ଚର୍ଚ୍ଚାରେ ତେଜେଶ୍ୱର

ଡେରାବିଶ, ୧୪ା୩ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ଗୁରୁତ୍ୱପୂର୍ଣ୍ଣ ପାଟକୁରା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସର ଆଶାୟୀ ପ୍ରାର୍ଥୀମାନେ ଏବେ ଗାଁରେ ନିଜ ଦଳର…

ଅତିଥିଙ୍କୁ ସକାରାତ୍ମକ ଅନୁଭୂତି ଦେବା ଆମର ଲକ୍ଷ୍ୟ

୨୦୦୩ରେ ‘ନିର୍ମାଲ୍ୟ ହୋଟେଲ’ ନାମକ ଏକ ଫ୍ୟାମିଲି ହୋଟେଲରୁ ବ୍ୟବସାୟିକ ଯାତ୍ରା ଆରମ୍ଭ କରି ନିର୍ମାଲ୍ୟ ଗ୍ରୁପ୍‌ ଅଫ୍‌ ହୋଟେଲ ପ୍ରତିଷ୍ଠା କରିଛନ୍ତି ସନ୍ତୋଷ କୁମାର ପାଢ଼ୀ।…

ମୋବାଇଲ ପାଇଁ କବାଡ଼ିଆଙ୍କୁ ହତ୍ୟା

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର)ସାମାନ୍ୟ ଏକ ମୋବାଇଲ ପାଇଁ ଜଣେ କବାଡ଼ିଆବାଲାଙ୍କୁ ହତ୍ୟା କରାଯିବା ଘଟଣା ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ କତରବଗା ଥାନା ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି।…

ପ୍ରଶାନ୍ତଙ୍କୁ ନେଇ ଅଡ଼ୁଆରେ ଭାଜପା

ଖୋର୍ଦ୍ଧା,୧୪ା୩ (ପ୍ରଭାତ ପାଣିଗ୍ରାହୀ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେଡିରୁ ବହିଷ୍କୃତ ହେବା ପରେ ପୁଣି ଦଳକୁ ଫେରିବେ ବୋଲି ଆଶା ବାନ୍ଧିଥିଲେ। ଦଳୀୟ କର୍ମୀ, ନେତାଙ୍କ…

୬ ବର୍ଷ ପରେ ପୁଣି ଦେଖାଗଲା ବ୍ଲାକ୍‌ ପାନ୍ଥର

ଭୁବନେଶ୍ୱର, ୧୪।୩(ଅସମାପିକା ସାହୁ)ଓଡ଼ିଶାରେ ପୁଣି ଦେଖିବାକୁ ମିଳିଛି ବ୍ଲାକ ପାନ୍ଥର ବା କଳା କଲରାପତରିଆ ବାଘ। ସୁନ୍ଦରଗଡ଼ ହେମଗିରି ବନାଞ୍ଚଳରେ ଏହି ବିରଳ ବାଘ ରହିଥିବା ନେଇ…

ଆଜି ହଟିପାରେ ମେଣ୍ଟ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୧୪।୩(ସୁନିତ୍‌ ମିଶ୍ର) ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଓଡ଼ିଶାରେ ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ଯେଉଁ ଚର୍ଚ୍ଚା ଚାଲିଛି ସେକଥାର ସ୍ପଷ୍ଟ ଚିତ୍ର ଏ ପର୍ଯ୍ୟନ୍ତ…

ଓମେନ୍ସ ପ୍ରିମିୟର ଲିଗ୍‌: ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୧୩ା୩: ଓମେନ୍ସ ପ୍ରିମିୟର ଲିଗ୍‌ର ଦ୍ୱିତୀୟ ସଂସ୍କରଣର ଫାଇନାଲରେ ପ୍ରବେଶ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ଗୁଜରାଟ ଜାଏଣ୍ଟ୍ସ ବିପକ୍ଷ ମ୍ୟାଚ୍‌କୁ ୭ ଉଇକେଟରେ ଜିତିବା ସହିତ ଦିଲ୍ଲୀ…