ଅଟୋ ଡ୍ରାଇଭର ହେବେ ହୁମା କୁରେଶୀ

ମୁମ୍ବାଇ: ଅଭିନେତ୍ରୀ ହୁମା କୁରେଶୀ ତାଙ୍କ ଆଗାମୀ ଚଳଚ୍ଚିତ୍ରରେ ଜଣେ ଅଟୋରିକ୍ସା ଡ୍ରାଇଭର ଭୂମିକାରେ ନଜରକୁ ଆସିବେ। ଅନ୍ତର୍ଜାତୀୟ ମହିଳା ଦିବସ ଅବସରେ ଜିଓ ଷ୍ଟୁଡିଓ ଏବଂ…

କାମିୟାଙ୍କୁ ନ୍ୟାଶନାଲ କ୍ରିଏଟର୍ସ ଆଓ୍ବାର୍ଡ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୯ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୟୁଟ୍ୟୁବର କାମିୟା ଜାନିଙ୍କୁ ପ୍ରଥମ ନ୍ୟାଶନାଲ କ୍ରିଏଟର୍ସ ଆଓ୍ବାର୍ଡ ଦେଇଛନ୍ତି। ୩୨ ବର୍ଷୀୟା କାମିୟା ହେଉଛନ୍ତି, ସେହି ୟୁଟ୍ୟୁବର, ଯାହାଙ୍କ…

ନମାଜ ପଢ଼ୁଥିବା ଲୋକଙ୍କୁ ଗୋଇଠା ମାରି ପୋଲିସ ଅଫିସର ନିଲମ୍ବିତ

ନୂଆଦିଲ୍ଲୀ,୯।୩: ଉତ୍ତର ଦିଲ୍ଲୀର ଇନ୍ଦରଲୋକ ଅଞ୍ଚଳରେ ରାସ୍ତାରେ ନମାଜ ପାଠ କରୁଥିବା କେତେକ ଲୋକଙ୍କୁ ଗୋଇଠା ମାରିଥିବା ଜଣେ ସବ୍‌ଇନ୍ସପେକ୍ଟରଙ୍କୁ ଦିଲ୍ଲୀ ପୋଲିସ ଶୁକ୍ରବାର ନିଲମ୍ବନ କରିଛି। ଅପରାହ୍ନ…

କଂଗ୍ରେସକୁ ଆଇଟି ଟ୍ରିବ୍ୟୁନାଲ ଝଟକା

ନୂଆଦିଲ୍ଲୀ,୯।୩: କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟ ଉପରେ ଆୟକର (ଆଇଟି) ବିଭାଗର କାର୍ଯ୍ୟାନୁଷ୍ଠାନ ବନ୍ଦ ଲାଗି ଦଳ ପକ୍ଷରୁ କରାଯାଇଥିବା ଆବେଦନକୁ ଆୟକର ଆପିଲେଟ୍‌ ଟ୍ରିବ୍ୟୁନାଲ ଶୁକ୍ରବାର ଖାରଜ କରିଦେଇଛନ୍ତି।…

ଅମିତାଭ ଘୋଷଙ୍କୁ ଇରାସ୍ମସ୍‌ ପ୍ରାଇଜ୍‌

କୋଟା,୯।୩: ଜଳବାୟୁ ପରିବର୍ତ୍ତନ ଉପରେ ଲେଖୁଥିବା ଖ୍ୟାତନାମା ଲେଖକ ଅମିତାଭ ଘୋଷଙ୍କୁ ଚଳିତ ବର୍ଷ ନିମନ୍ତେ ସମ୍ମାନଜନକ ଇରାସ୍ମସ୍‌ ପୁରସ୍କାର ପ୍ରଦାନ କରାଯାଇଛି। ‘ଇମାଜିନିଂ ଦ ଅନ୍‌ଥିଙ୍କେବଲ୍‌’…

ଭାଜପା, ଟିଡିପି, ଜନସେନା ଆସନ ବୁଝାମଣା ଚୂଡ଼ାନ୍ତ

ନୂଆଦିଲ୍ଲୀ,୯ା୩: ଆନ୍ଧ୍ର ପ୍ରଦେଶରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡୁଙ୍କ ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ଏବଂ ଅଭିନେତାରୁ ରାଜନେତା ସାଜିଥିବା ପବନ କଲ୍ୟାଣଙ୍କ ଜନସେନା ସହ…

ବିଏମ୍‌ସିକୁ କ୍ୟାନ୍‌ସର ଗ୍ରାଣ୍ଡ ଚ୍ୟାଲେଞ୍ଜେସ୍‌ ଆଓ୍ବାର୍ଡ

ଭୁବନେଶ୍ୱର,୯।୩: ଦେଶର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ବେଦାନ୍ତ ଗ୍ରୁପ୍‌ର ବାଲ୍‌କୋ ମେଡିକାଲ ସେଣ୍ଟର (ବିଏମ୍‌ସି)କୁ ନିକଟରେ ଆଉ ଏକ ଅନ୍ତର୍ଜାତୀୟ ସମ୍ମାନ ‘କ୍ୟାନ୍‌ସର ଗ୍ରାଣ୍ଡ ଚ୍ୟାଲେଞ୍ଜେସ୍‌…

ବ୍ରହ୍ମପୁରରେ ଅଜନ୍ତା ଶୁଜ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୯।୩ (ଅଭୟ ଦାଶ): ଅଜନ୍ତା ଶୁଜ୍‌ସ(ଇଣ୍ଡିଆ) ପ୍ରାଇଭେଟ୍‌ ଲିମିଟେଡ୍‌ ବା ଅଜନ୍ତା ଫୁଟ୍‌କେୟାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ବ୍ରହ୍ମପୁର ପୁରୁଣା ବସ୍‌ଷ୍ଟାଣ୍ଟ ନିକଟସ୍ଥ ଅନ୍ନପୂର୍ଣ୍ଣା ମାକେର୍ଟଠାରେ ଉଦ୍‌ଘାଟିତ ହୋଇଯାଇଛି।…

କ୍ରେଡାଇ ଓଡ଼ିଶାର ନୂତନ ଚାପ୍ଟର

ଭୁବନେଶ୍ୱର,୯।୩: ଦି କନ୍‌ଫେଡେରେଶନ ଅଫ୍‌ ରିଅଲ ଇଷ୍ଟେଟ ଡେଭେଲପର୍ସ ଆସୋସିଏଶନ ଅଫ୍‌ ଇଣ୍ଡିଆ (ସିଆର୍‌ଇଡିଏଆଇ ବା କେଡ୍ରାଇ)ର ଓଡ଼ିଶା ଶାଖା ବା କ୍ରେଡାଇ ଓଡ଼ିଶାର ନୂତନ ଚାପ୍ଟର ‘କ୍ରେଡାଇ…

ଟିଏସ୍‌କେକୁ ସିଆଇଆଇ ଏସ୍‌ଏଚ୍‌ଇ ଉତ୍କର୍ଷ ପୁରସ୍କାର

ଭୁବନେଶ୍ୱର,୯।୩: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଟାଟା ଷ୍ଟିଲ୍‌ର ଅଗ୍ରଣୀ ୟୁନିଟ୍‌ ଟାଟା ଷ୍ଟିଲ୍‌ କଳିଙ୍ଗନଗର (ଟିଏସ୍‌କେ)କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ଓ ପୁରସ୍କାର…