କୋହଲିଙ୍କ ରେକର୍ଡ ଭାଙ୍ଗିଦେଲେ ଯଶସ୍ବୀ ଜୟସ୍ବାଲ

ଧର୍ମଶାଳା,୮।୩: ଧର୍ମଶାଳାରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପଞ୍ଚମ ଟେଷ୍ଟରେ ଯଶସ୍ବୀ ଜୟସ୍ବାଲ ପୁଣି ଥରେ ଚମତ୍କାର ବ୍ୟାଟିଂ କରିଥିଲେ। ସେ ୫ ଚୌକା ଓ…

ଆଜି କପିଳାସରେ ପ୍ରସିଦ୍ଧ ଜାଗର ଯାତ୍ରା: ରାତି ୩ଟା ୫୫ରେ ଉଠିବ ମହାଦୀପ

ଢେଙ୍କାନାଳ,୮ା୩(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ଶୁକ୍ରବାର ମହା ଶିବରାତ୍ରି ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ…

ସଂଯୋଗ ବିଚ୍ଛିନ୍ନ ପରେ ପ୍ରଶାସନର ତନାଘନା

ଅନୁଗୋଳ,୮ା୩(ଅମିତ କୁମାର ସାମଲ): ଅନୁଗୋଳରେ ନିର୍ମାଣ ହୋଇଛି ବିଶ୍ୱସ୍ତରୀୟ ଲାଇବ୍ରେରି ବ୍ଲାକ ଡାଇମଣ୍ଡ। ହରିମୌରି ଛକ ନିକଟରେ ନିର୍ମିତ ଏହି ଲାଇବ୍ରେରି ଗତ ଡିସେମ୍ବର ୮ରେ ଉଦ୍‌ଘାଟିତ…

ହଠାତ୍‌ ଅନର୍ଜାତୀୟ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୮।୩:ଆଫଗାନିସ୍ତାନର ବ୍ୟାଟ୍ସମ୍ୟାନ ନୁର ଅଲି ଜାଦ୍ରାନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅନେକ ସମୟରେ ଆଫଗାନିସ୍ତାନ ପାଇଁ ନୁର ଅଲି ଭଲ ପ୍ରଦର୍ଶନ କରିଛନ୍ତି। କିନ୍ତୁ…

ଆଜି ଅନ୍ତର୍ଜାତୀୟ ମହିଳା ଦିବସ: ସଫଳ ମହିଳା ରୀତାରାଣୀ

ରାୟଗଡ଼ା,୮।୩ (ଭାଗ୍ୟଶ୍ରୀ ମିଶ୍ର): ନାରୀମାନେ ଏବେ ସବୁ କ୍ଷେତ୍ରରେ ସଫଳ। ପ୍ରତ୍ୟେକ କାର୍ଯ୍ୟରେ ମହିଳାମାନେ ଆଗରେ। ନାରୀମାନେ ନିଜେ ଆଗକୁ ବଢ଼ିବା ସହ ଅନ୍ୟମାନଙ୍କୁ ମଧ୍ୟ ରାସ୍ତା…

ବଡ଼ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: କୌଣସି ଏସିଆନ୍‌ ବ୍ୟାଟ୍ସମ୍ୟାନ୍‌ ଏମିତି କରିପାରିନାହାନ୍ତି

ଧର୍ମଶାଳା,୮।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଶେଷ ଟେଷ୍ଟର ପ୍ରଥମ ଇନିଂସରେ ଇଂଲଣ୍ଡ ଦଳ ୨୧୮ ରନରେ ଅଲଆଉଟ ହୋଇଥିଲେ। ଏହାର ଜବାବରେ ଭାରତ ଗୋଟିଏ…

ଷୋଳସାପାଣ୍ଠ ଜମିରେ ଲଙ୍ଗଳରେ ଚାଷ କରିଥିଲେ ମହାଦେବ

କାଳିପଦା, ୮।୩(ରାଜଶ୍ରୀ ପାଣିଗ୍ରାହୀ): ବାଲେଶ୍ୱର ଜିଲାରେ ଥିବା ପ୍ରାଚୀନ ଶୈବପୀଠ ମଧ୍ୟରୁ ବାବା ଲଙ୍ଗଳେଶ୍ୱର ପୀଠରେ ପୂଜା ପାଉଛନ୍ତି ଉଭୟ ମହାଦେବ ଓ ମାତା ପାର୍ବତୀ। ବାଲେଶ୍ୱର…

ଜଳସେଚନ ପାଇଁ ୩ ବର୍ଷ ଲଢ଼େଇ

ନୟାଗଡ଼,୮।୩(ଲୋକନାଥ ମିଶ୍ର): ଉଠାଜଳସେଚନ ବିଭାଜନର ନିର୍ବାହୀଯନ୍ତ୍ରୀଙ୍କ ମନମାନି ଓ ଅସହଯୋଗ କାରଣରୁ ଜିଲାରେ ୧୨୦ ଗଭୀର ନଳକୂପ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇ ନ ପାରି ଅନିଶ୍ଚିତତା ଘେରରେ…

ପିଏନ୍‌ବିର ସିଏସ୍‌ଆର୍‌ କାର୍ଯ୍ୟକ୍ରମ

ଭୁବନେଶ୍ୱର,୮।୩:ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ବ୍ରହ୍ମପୁର ମଣ୍ଡଳ କାର୍ଯ୍ୟାଳୟ ପକ୍ଷରୁ ହେଲେନ୍‌ କେଲର ରେଡ୍‌କ୍ରସ୍‌ ସ୍କୁଲ ଫର୍‌ ଦି ଡେଫ୍‌ ବିଦ୍ୟାଳୟକୁ ଏକ ୱାଟର ପ୍ୟୁରିଫାୟାର ପ୍ରଦାନ…

ଟିପିସିଓଡିଏଲ୍‌ର ନୈତିକତା ସପ୍ତାହ

ଭୁବନେଶ୍ୱର,୮।୩:ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌(ଟିପିସିଓଡିଏଲ୍‌)ର ନୈତିକତା ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ଏପରିକି ଭୁବନେଶ୍ୱର ସ୍ଥିତ ମ୍ୟାନେଜମେଣ୍ଟ ଡେଭେଲପ୍‌ମେଣ୍ଟ ସେଣ୍ଟର ଓ ଟିପିସିଓଡିଏଲ୍‌ର ସମସ୍ତ ସର୍କଲ,…