କୋହଲି ନ ଖେଳିବା ନେଇ ଆଣ୍ଡରସନ କାହିଁକି କହିଲେ ‘It’s a Shame’

ନୂଆଦିଲ୍ଲୀ,୨।୩: ବିରାଟ କୋହଲି ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳୁ ନାହାନ୍ତି। ବ୍ୟକ୍ତିଗତ କାରଣରୁ କୋହଲି ସିରିଜ ପୂର୍ବରୁ ତାଙ୍କ ନାମ ପ୍ରତ୍ୟାହାର…

Video: ପ୍ରଧାନମନ୍ତ୍ରୀଙ୍କ ମହାନତା, ସଭା ମଝିରେ କୁନି ଝିଅଠାରୁ ଜଗନ୍ନାଥ ଫଟୋ ନେଲେ ଉପହାର

ନୂଆଦିଲ୍ଲୀ,୨।୩: ଲୋକସଭା ୨୦୨୪ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ମାର୍ଚ୍ଚ ୧ ରେ ଦିନିକିଆ ଗସ୍ତରେ ପଶ୍ଚିମବଙ୍ଗ ଯାଇଥିଲେ। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଅରାମବାଗରେ…

ଇଂଲଣ୍ଡର ଏହି ଖେଳାଳିଙ୍କୁ ଉପହାରରେ ମିଳିଥିଲା ୧୦୦ ବୋତଲ ମଦ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨।୩: ଯେତେବେଳେ ଜଣେ ଖେଳାଳୀ ଅବସର ନିଅନ୍ତି, ତାଙ୍କୁ ସାଥୀ କ୍ରିକେଟରମାନେ କିଛି ଉପହାର ଦିଅନ୍ତି। ଇଂଲଣ୍ଡର ପୂର୍ବତନ ଅଧିନାୟକ ଆଣ୍ଡ୍ରିୟୁ ଷ୍ଟ୍ରସ ଅବସର ନେବା ପରେ…

କେନ୍ଦୁଝରରେ ମେଡିକାଲ କଲେଜ, ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାରଠାରୁ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ରୋଗୀ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍ସିଂ ଜରିଆରେ…

ମଥୁରାରୁ ନିର୍ବାଚନ ଲଢ଼ିବେ ହେମାମାଳିନୀ

ମୁମ୍ବାଇ: ଲୋକ ସଭା ନିର୍ବାଚନକୁ ନେଇ ଉତ୍ସାହ ଦେଖାଦେଇଛି। ଶନିବାର ସନ୍ଧ୍ୟାରେ ଭାରତୀୟ ଜନତା ପାର୍ଟି(ଭାଜପା) ଲୋକ ସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ…

ଲୋକସଭା ନିର୍ବାଚନ ଲଢ଼ିବେ ମଧ୍ୟପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ

ନୂଆଦିଲ୍ଲୀ,୨।୩: ସବୁ ପ୍ରତିକ୍ଷାର ଅନ୍ତ ଘଟାଇ ଭାଜପା ପକ୍ଷରୁ ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ମଧ୍ୟପ୍ରଦେଶର ଲୋକସଭା ୨୯ ଆସନ…

ଏଣିକି ୮୫ରୁ କମ୍‌ ବୟସ ଭୋଟରଙ୍କୁ ମିଳିବ ନାହିଁ ପୋଷ୍ଟାଲ-ବାଲାଟ୍‌ ସୁବିଧା, ନିୟମ ବଦଳାଇଲେ ସରକାର…

ନୂଆଦିଲ୍ଲୀ,୨।୩: ଆସନ୍ତା ଲୋକ ସଭା ଏବଂ ରାଜ୍ୟ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପୋଷ୍ଟାଲ ବାଲାଟ୍‌ ନିୟମ ସଂଶୋଧନ କରିଛନ୍ତି। ପୂର୍ବରୁ ୮୦ ବର୍ଷରୁ…

ଆମେରିକାରେ ଭାରତୀୟ ନୃତ୍ୟଶିଳ୍ପୀଙ୍କୁ ଗୁଳିକରି ହତ୍ୟା, ମୋଦିଙ୍କୁ ଗୁହାରି କଲେ ‘ଗୋପି ବୋହୂ’

ନୂଆଦିଲ୍ଲୀ,୨।୩: ଆମେରିକାରେ ପୁଣି ଜଣେ ଭାରତୀୟଙ୍କୁ ଗୁଳିକରି ହତ୍ୟା। କୋଲକାତାର ଭରତନାଟ୍ୟମ ଓ କୁଚିପୁଡି ଡ୍ୟାନ୍ସର ଅମରନାଥ ଘୋଷଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏନେଇ ଲୋକପ୍ରିୟ…

ଭଦ୍ରକରେ ଭାଇର ଆତ୍ମହତ୍ୟା ଖବର ଶୁଣି ଜୀବନ ହାରିଲା ଭଉଣୀ

ଭୁବନେଶ୍ୱର,୨।୩: ଏକ ଆଶ୍ଚର୍ଯ୍ୟଜନକ ଘଟଣା କ୍ରମେ ଭଦ୍ରକ ଜିଲାରେ ଭାଇ ଭଉଣୀ ଗୋଟିଏ ଦିନରେ ଆତ୍ମହତ୍ୟା କରିଛନ୍ତି। ରିପୋର୍ଟ ଅନୁଯାୟୀ ପ୍ରଥମେ ଭାଇ ଆତ୍ମହତ୍ୟା କରିଥିଲେ ଏବଂ…

ବାରାଣସୀରୁ ନିର୍ବାଚନ ଲଢ଼ିବେ ମୋଦି

ନୂଆଦିଲ୍ଲୀ,୨ା୩: ଭାରତୀୟ ଜନତା ପାର୍ଟି (ଭାଜପା) ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ଶନିବାର ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ…