ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୨: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ…

PM KISAN: ଖାତାକୁ ଆସିଲା ଟଙ୍କା

ନୂଆଦିଲ୍ଲୀ,୨୯।୨: ଚାଷୀଙ୍କ ପାଇଁ ଖୁସି ଖବର । ଖାତାକୁ ଆସିଲା ଟଙ୍କା । PM KISAN ଯୋଜନାରେ କୋଟି କୋଟି ଚାଷୀଙ୍କ ଆକାଉଣ୍ଟକୁ ଆସିଛି ଟଙ୍କା। ପ୍ରଧାନମନ୍ତ୍ରୀ…

ଲିପ୍‌ ଇୟରକୁ ନେଇ ଗୁଗ୍‌ଲ କଲା ସ୍ବତନ୍ତ୍ର ଡୁଡ୍‌ଲ

ଗୁଗ୍‌ଲର ଡୁଡ୍‌ଲରେ ଫେବୃଆରୀ ୨୮ ଏବଂ ମାର୍ଚ୍ଚ ୧ ତାରିଖ ସହିତ ଜଡ଼ିତ ଏକ ସେଟିଂ ମଧ୍ୟରେ ଲିପ୍‌ ଡେ’ ସେଟ ସହିତ ଏକ ବେଙ୍ଗର ଫଟୋ…

ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖୁସି ଖବର: ଆଇପିଏଲ୍‌ ପୂର୍ବରୁ ବିସ୍ପୋରକ ଇନିଂସ ଖେଳିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୯।୨: ଆଇପିଏଲ୍‌ ୨୦୨୪ ଆରମ୍ଭ ପାଇଁ କେବଳ କିଛି ଦିନ ବାକି ଅଛି। ଏହି ସିଜିନର ପ୍ରଥମ ମ୍ୟାଚ ୨୨ ମାର୍ଚ୍ଚରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ…

ଶେଷ ଟେଷ୍ଟରେ ଏହି କ୍ରିକେଟର୍‌ଙ୍କୁ ମିଳିପାରେ ଡେବ୍ୟୁ ସୁଯୋଗ

ନୂଆଦିଲ୍ଲୀ,୨୯।୨: ମାର୍ଚ୍ଚ ୭ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ ଖେଳାଯିବ। ଏହି ମ୍ୟାଚ ଧର୍ମଶାଳାରେ ଅନୁଷ୍ଠିତ ହେବ। ଏହି…

ପ୍ରତି ୪ ବର୍ଷରେ ଫେବୃଆରୀ ୨୮ କାହିଁକି ହୁଏ ୨୯, ଜାଣନ୍ତୁ ଏହା ପଛର ରହସ୍ୟ

ପୂର୍ବ ହେଉ କି ପଶ୍ଚିମ, ଜ୍ୟୋତିର୍ବିଜ୍ଞାନୀମାନେ କ୍ୟାଲେଣ୍ଡରର ଉନ୍ନତି ପାଇଁ ସର୍ବଦା ଚେଷ୍ଟା କରନ୍ତି। ଭାରତର ହିନ୍ଦୁ ପାଞ୍ଜି କିମ୍ବା କ୍ୟାଲେଣ୍ଡରରେ ଏହା ଦାବି କରାଯାଇଛି ଯେ,…

ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ଓଡିଶା ଭାଜପା ସଭାପତି ମନମୋହନ ସାମଲ ଏହି ପ୍ରସଙ୍ଗରେ…

ସରକାରଙ୍କ ବଡ ଘୋଷଣା: ଦଶମ ଛାତ୍ରୀଛାତ୍ରଙ୍କୁ ଦେଲେ ଖୁସି ଖବର, ପରୀକ୍ଷା ପାଇଁ କରିପାରିବେ ମାଗଣା ବସ୍‌ଯାତ୍ରା

ନୂଆଦିଲ୍ଲୀ,୨୯।୨: ଛାତ୍ରାଛାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ବସରେ ଗଲେ ଦେବାକୁ ପଡ଼ିବନି ବସ ଭଡ଼ା। ପରୀକ୍ଷା କେନ୍ଦ୍ରକୁ ଏଥର ମାଗଣାରେ ଯାତ୍ରା କରିପାରିବେ। କିଛି…

ଜଳୁଛି ଟେକ୍ସାସ ଜଙ୍ଗଲ: ପରମାଣୁ ଅସ୍ତ୍ରଶସ୍ତ୍ର ୟୁନିଟ୍‌ରେ କାମ ବନ୍ଦ

ଓ୍ବାଶିଂଟନ,୨୯ା୨: ଟେକ୍ସାସ ଜଙ୍ଗଲରେ ଭୟଙ୍କର ନିଆଁ ଲାଗିଛି। ଫଳରେ ପ୍ରଭାବିତ ଅଞ୍ଚଳରୁ ଲୋକଙ୍କୁ ବୁଧବାର ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଏହା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରି…

ଏହି ଭାରତୀୟ ବୋଲରଙ୍କୁ ଦେଖି ଶିଖୁଥିଲେ ଜେମ୍ସ ଆଣ୍ଡରସନ: କଲେ ଖୁଲାସା

ନୂଆଦିଲ୍ଲୀ,୨୯।୨: ଇଂଲଣ୍ଡର କିମ୍ବଦନ୍ତୀ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଟେଷ୍ଟରେ ପାଖାପାଖି ୭୦୦ ଉଇକେଟ ନେଇଛନ୍ତି। ସେ ୧୮୬ ଟେଷ୍ଟ ମ୍ୟାଚରେ ୬୯୮ ଉଇକେଟ ନେଇଛନ୍ତି। ୪୧…