ଶହୀଦଙ୍କ ବଳିଦାନକୁ ସର୍ବଦା ମନେ ରଖିବ ଦେଶ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୨।୧୨: ଜମ୍ମୁ କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୪ ଜଣ ସୈନିକ ଶହୀଦ ହୋଇଛନ୍ତି। କଂଗ୍ରେସ ନେତା ରାହୁଲ ମଧ୍ୟ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି…

ଆଇଆଇପିଏଲ୍‌ ସହ ଏୟାରଟେଲର ବୁଝାମଣା

ଭୁବନେଶ୍ୱର,୨୧।୧୨: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ ସଂସ୍ଥା (କମ୍ପାନୀ) ଭାରତୀ ଏୟାରଟେଲ (ଏୟାରଟେଲ) ଏବଂ ଇଣ୍ଟେଲିସ୍ମାର୍ଟ ଇନ୍‌ଫ୍ରାଷ୍ଟ୍ରକ୍ଚର ପ୍ରାଇଭେଟ୍‌ ଲିମିଟେଡ୍‌ (ଆଇଆଇପିଏଲ୍‌) ମଧ୍ୟରେ ଏକ…

କୋଣାର୍କ ବୁଲିବାକୁ ଆସି ଓଲଟିଲା ଭ୍ୟାନ୍‌, ଗୋଟିଏ ପରିବାରର ୧୨ ଆହତ

କୋଣାର୍କ,୨୨ା୧୨: ଭଦ୍ରକ ଜିଲା ତିହିଡ଼ି ଅଞ୍ଚଳର ଗୋଟିଏ ପରିବାର ଶୁକ୍ରବାର ସକାଳେ କୋଣାର୍କ ବୁଲିବାକୁ ଆସିଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛନ୍ତି। ଆଜି ସକାଳେ ଭ୍ୟାନ୍‌ଟି ଜୁଣେଇ…

ଟାଟା ପାଓ୍ବାର ପକ୍ଷରୁ ସମ୍ବର୍ଦ୍ଧନା ସଭା

ଭୁବନେଶ୍ୱର ,୨୧।୧୨: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟାଟା ପାୱାର ନେତୃତ୍ୱାଧୀନ ଡିସ୍‌କମ୍‌ଗୁଡ଼ିକ ପକ୍ଷରୁ ‘ଓଃ ମାଇଁ ବିଉଟିଫୁଲ୍‌ ଓଡ଼ିଶା’ ଫଟୋଗ୍ରାଫି…

ଇସ୍ରାଏଲ ଉପରେ ୩୦ ରକେଟ ମାଡ଼ କଲା ହମାସ

ଜେରୁଜେଲମ,୨୨।୧୨: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଗୁରୁବାର ବିଳମ୍ବିତ ରାତିରେ ହମାସ ଇସ୍ରାଏଲରେ ଗୋଟିଏ ପରେ ଗୋଟିଏ ୩୦ଟି ରକେଟ ମାଡ଼ କରିଛି।…

ଆଗକୁ ବଢ଼ିବ ଇଲେକ୍ଟ୍ରି କାର୍‌ ଚାହିଦା: ୨୦୨୪ରେ ୩୦ରୁ ୪୦% ବିକ୍ରି ବୃଦ୍ଧି ଆକଳନ

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଗତ କିଛି ବର୍ଷ ହେଲା କ୍ରମାଗତ ଭାବେ ଘରୋଇ ବଜାରରେ ଇଲେକ୍ଟ୍ରି ଭେଇକିଲ (ଇଭି) ଯାନର ଚାହିଦା ବୃଦ୍ଧି ପାଇଛି। ଏପରିକି ଆଗକୁ…

ରାଜ୍ୟରେ ଖୁବ ଶୀଘ୍ର ପ୍ରକାଶ ପାଇବ ୧୦୦୮ଟି ଉଚ୍ଚ ମାଧ୍ୟମିକ ପିଜିଟି ପଦବୀ, ଘୋଷଣା କଲେ ସରକାର

ଭୁବନେଶ୍ୱର,୨୧।୧୨: ରାଜ୍ୟରେ ଖୁବ ଶୀଘ୍ର ପ୍ରକାଶ ପାଇବାକୁ ଯାଉଛି ୧୦୦୮ଟି ଉଚ୍ଚ ମାଧ୍ୟମିକ ପିଜିଟି ପଦବୀ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାରମ୍ଭିକ ପଦ୍ଧତି…

ବଢୁଛି କରୋନା ଭୟ: ଇଂଲଣ୍ଡରେ ପ୍ରତି ୨୪ ଜଣରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ/ଇଂଲଣ୍ଡ,୨୨।୧୨: କରୋନା ଭାଇରସର ନୂତନ JN.1 ଭାରିଆଣ୍ଟ ବିପଦ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ)ର ପୂର୍ବତନ ମୁଖ୍ୟ ବୈଜ୍ଞାନିକ ଡା. ସ୍ବାମ୍ୟା…

ଗ୍ରାହକଙ୍କ ପାଇଁ ଖୁସି ଖବର: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୨୨।୧୨: ଏଲପିଜି ସିଲିଣ୍ଡର ଗ୍ରାହକଙ୍କୁ ଏକ ଖୁସି ଖବର ମିଳିଛି। ସରକାରୀ ତୈଳ ମାର୍କେଟିଂ କମ୍ପାନୀଗୁଡିକ କମର୍ସିଆଲ୍‌ ଏଲପିଜି ସିଲିଣ୍ଡରର ମୂଲ୍ୟ ପ୍ରାୟ ୪୦ ଟଙ୍କା ହ୍ରାସ…

ଘରେ ପଶି ପୂର୍ବତନ ସିଡିଏମ୍‌ଓଙ୍କୁ ଛୁରାମାଡ଼

ଭଦ୍ରକ,୨୨ା୧୨: ଜଣେ ଅବସରପ୍ରାପ୍ତ ସିଡିଏମ୍‌ଓଙ୍କ ଘରେ ପଶି ଦୁର୍ବୃତ୍ତମାନେ ଛୁରାମାଡ଼ କରିଛନ୍ତି। ଏପରି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲାର ଟାଉନଥାନା ଅନ୍ତର୍ଗତ ଚାରିଘରିଆରେ। ଯାଜପୁରର ପୂର୍ବତନ…