ଜିଲା ମୁଖ୍ୟ ଚିକିତ୍ସାଳୟରେ ସୁଇପର କଲେ ଚିକିତ୍ସା

ସମ୍ବଲପୁର,୧୯ା୨(ଭବାନୀ ଶଙ୍କର ଭୋଇ):ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ସୁଇପର ରୋଗୀଚିକିତ୍ସା କରୁଥିବା ଅଭିଯୋଗ ହୋଇଛି। ଅଭିଯୋଗକ୍ରମେ ଶନିବାର ଯୁଯୁମୁରା ହାତୀବାରିରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୭ଜଣ…

ଏନ୍‌ଏସ୍‌ଡିସି ସହ ରିଲାଏନ୍ସ ଫାଉଣ୍ଡେଶନର ସହଭାଗିତା

ଭୁବନେଶ୍ୱର,୧୯।୨ (ଅଭୟ ଦାଶ): ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡର ସାମାଜିକ ସଂସ୍ଥା ରିଲାଏନ୍ସ ଫାଉଣ୍ଡେଶନ ଏବଂ ଜାତୀୟ ଦକ୍ଷତା ବିକାଶ ନିଗମ (ଏନ୍‌ଏସ୍‌ଡିସି) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା…

ଜ୍ଞାନ ଆହରଣ ପାଇଁ ବାହାର ରାଜ୍ୟକୁ ଯିବେ ଚାଷୀ

ଭୁବନେଶ୍ୱର, ୧୯।୨(ଅସମାପିକା ସାହୁ):ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା ୨୦୨୪ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉତ୍ସବରେ ସଭାପତିତ୍ୱ କରି କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ…

ବଢୁଛି ହାଇବ୍ରିଡ୍‌ ମ୍ୟୁଚୁଆଲ୍‌ ଫଣ୍ଡ ସ୍କିମ୍‌ର ଚାହିଦା, ଜାନୁଆରୀରେ ୨୦,୬୩୪ କୋଟିର କାରବାର

ଭୁବନେଶ୍ୱର,୧୯ା୨: କ୍ରମାଗତ ଭାବେ ଘରୋଇ ବଜାରରେ ହାଇବ୍ରିଡ୍‌ ମ୍ୟୁଚୁଆଲ୍‌ ଫଣ୍ଡ ସ୍କିମ୍‌ର ଚାହିଦା ବୃଦ୍ଧି ପାଉଛି, ଏପରିକି ନିବେଶକମାନଙ୍କ ମଧ୍ୟରେ ଏହାର ଲୋକପ୍ରିୟତା ବଢୁଥିବାବେଳେ ଚଳିତ ବର୍ଷ…

ଓଡ଼ିଶାରେ ୩୩% ଲୋକ ମୋଟା

ଭୁବନେଶ୍ୱର,୧୯ା୨(ଅସମାପିକା ସାହୁ): ଆଜିର ସମୟରେ ଆମ ଖାଦ୍ୟଶୈଳୀ ଠିକ୍‌ ନ ଥିବାରୁ ମୋଟାପଣ ବଢ଼ୁଛି। ଦେଶ ତୁଳନାରେ ଓଡ଼ିଶାରେ ଅଧିକ ଲୋକ ଏପରି ଶାରୀରିକ ଅସନ୍ତୁଳନତାର ଶିକାର…

ୟୁକ୍ରେନର ଅବଦିଭକା ସହରକୁ ଦଖଲ କଲେ ରୁଷିଆ ସୈନ୍ୟ, ପୁଟିନ କଲେ ପ୍ରଶଂସା…

ମସ୍କୋ/କିଭ,୧୯।୨ : ରୁଷିଆର ପ୍ରତିରକ୍ଷା ମନ୍ତ୍ରୀ ସର୍ଗେଇ ଶୋଏଗୁ କହିଛନ୍ତି ରୁଷିଆ ସୈନ୍ୟ ୟୁକ୍ରେନର ଅବଦିଭକା ସହରକୁ ସମ୍ପୂର୍ଣ୍ଣ ଭାବେ ନିଜ ଦଖଲକୁ ନେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରଣାଳୟ…

ଯାଜପୁରରେ ପୋଲିସକୁ ଧକ୍କା ଦେଇ କଏଦୀଙ୍କୁ ଛଡ଼ାଇନେଲେ ସହଯୋଗୀ

ଯାଜପୁର/କୋରେଇ (ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୧୯ା୨: ପୋଲିସକୁ ଧକ୍କା ଦେଇ ଜଣେ ବିଚାରାଧୀନ କଏଦୀଙ୍କୁ ଛଡ଼ାଇ ନେଇଛନ୍ତି ତାଙ୍କର ୨ଜଣ ସହଯୋଗୀ। ଉକ୍ତ କଏଦୀ ଜଣକ ହେଲେ ଯାଜପୁର…

ପିଓକେରେ ଚାଇନା ପ୍ରଯୁକ୍ତି, ପାକିସ୍ତାନୀ ଟାଓ୍ବାର

ନୂଆଦିଲ୍ଲୀ,୧୯ା୨(ପି.ଟି.):ଆତଙ୍କବାଦୀ ଓ ସେମାନଙ୍କ ସହଯୋଗୀଙ୍କୁ କଶ୍ମୀର ଭିତରକୁ ଅନୁପ୍ରବେଶ କରାଇବା ଉଦ୍ଦେଶ୍ୟରେ ପାକ୍‌-ଅଧିକୃତ କଶ୍ମୀର (ପିଓକେ) ସଂଲଗ୍ନ ନିୟନ୍ତ୍ରଣରେଖାରେ ପାକିସ୍ତାନ ଲଗାତର ଭାବେ ଟେଲିକମ୍‌ ଟାଓ୍ବାର ବଢ଼ାଇଚାଲିଛି।…

ଭାରତୀୟ ମହିଳା ଦଳକୁ ଐତିହାସିକ ସ୍ବର୍ଣ୍ଣ

ଶାହା ଆଲାମ (ମାଲେସିଆ), ୧୯ା୨(ପି.ଟି):ବ୍ୟାଡ୍‌ମିଣ୍ଟନ ଏସିଆ ଟିମ୍‌ ଚାମ୍ପିୟନଶିପ୍‌ରେ ଭାରତୀୟ ମହିଳା ଦଳ ଐତିହାସିକ ସ୍ବର୍ଣ୍ଣ ପଦକ ହାସଲ କରିଛି। ରବିବାର ସ୍ଥାନୀୟ ସେଟିଆ ସିଟି କନ୍‌ଭେନଶନ…

ଚଣ୍ଡିଗଡ଼ରେ ଚାଷୀନେତାଙ୍କ ସହ ଚତୁର୍ଥ ପର୍ଯ୍ୟାୟ ଆଲୋଚନା

ଚଣ୍ଡିଗଡ଼,୧୮।୨: ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଉପରେ ଗ୍ୟାରେଣ୍ଟି ଦାବି ନେଇ ଚାଷୀ ଆନ୍ଦୋଳନ ଜାରି ରହିଥିବା ବେଳେ ରବିବାର ରାତିରେ କେନ୍ଦ୍ରମନ୍ତ୍ରୀମାନଙ୍କ ଏକ କମିଟି…