ଜାନୁଆରୀରେ ଖୁଚୁରା ମୁଦ୍ରାସ୍ଫୀତି ୫.୧%

ନୂଆଦିଲ୍ଲୀ,୧୩।୨: କ୍ରମାଗତ ଭାବେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ହାରରେ ହ୍ରାସ ପାଉଛି। ଏପରିକି ୨୦୨୪ ଜାନୁଆରୀରେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ହାର ହ୍ରାସ ହୋଇ ୫.୧% ହୋଇଛି।…

ଟିକେଟକୁ ନେଇ ଚର୍ଚ୍ଚାରେ ଅରିନ୍ଦମ

କଟକ, ୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ପାଖେଇ ଆସୁଥିବାବେଳେ ରାଜନୀତିରେ ନୂଆ ପରୀକ୍ଷଣ ହେଉଛି। ଏଭଳି ଘଟଣା ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀରେ ଦେଖିବାକୁ ମିଳିଛି। ପୂର୍ବତନ ବିଧାୟକ ତଥା…

ପୁରୁଷଙ୍କଠାରେ ଏହି କ୍ୟାନସର୍‌ ହେବା ଆଶଙ୍କା ଅଧିକ: ଜାଣନ୍ତୁ ଏହାର ଲକ୍ଷଣ, ଚିକିତ୍ସା

ନୂଆଦିଲ୍ଲୀ,୧୩।୨: କ୍ୟାନସର୍‌ ରୋଗର ନାମ ଶୁଣିବା ମାତ୍ରେ ମନରେ ଚିନ୍ତା ଘାରି ବସେ। ପୁରୁଷମାନଙ୍କ ଠାରେ ସବୁଠୁ ଅଧିକ ମାତ୍ରାରେ ପ୍ରୋଷ୍ଟେଟ କ୍ୟାନସର୍‌ ହେବାର ଆଶଙ୍କା ଥାଏ।…

ଆଜି ଆସୁଛନ୍ତି ଶିବରାଜ: ଆଗକୁ ଆସିବେ ଗଡକରୀ, ରାଜନାଥ

ଭୁବନେଶ୍ୱର,୧୩।୨(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ଭାଜପା ନିଜର ରାଜନୈତିକ ପ୍ରସ୍ତୁତିକୁ ଜୋରଦାର କରିଛି। ଦଳର କେନ୍ଦ୍ରୀୟ ନେତାମାନେ ସରକାର ଗଠନ କରିବାର…

ଦଳୀୟ କନ୍ଦଳ ସଭିଙ୍କୁ ଅଡ଼ୁଆ

ବରଗଡ଼,୧୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବରଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରମୁଖ ୩ ଦଳ ବିଜେଡି, ଭାଜପା ଓ କଂଗ୍ରେସରୁ ଆଶାୟୀମାନେ ଟିକେଟ ପାଇବା ପାଇଁ ନିଜସ୍ବ ଢଙ୍ଗରେ…

ରଣ୍‌ଜୀ ଟ୍ରଫି: ଉତ୍ତରାଖଣ୍ଡଠାରୁ ହାରିଲା ଓଡ଼ିଶା

ଭୁବନେଶ୍ୱର, ୧୩।୨(ତପନ ସ୍ବାଇଁ): ଚଳିତ ସିଜନରେ ପ୍ରଦର୍ଶନରେ ସ୍ଥିରତାର ଅଭାବ ଓଡ଼ିଶା ରଣ୍‌ଜୀ ଦଳ ପାଇଁ ମହଙ୍ଗା ପଡ଼ିଛି। କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ସୋମବାର ଶେଷ ହୋଇଥିବା…

ଚାଇନାଠୁ ଭାରତ ପୁଣି ହାରିଲା

ରାଉରକେଲା,୧୩।୨(ଦିନେଶ ମିଶ୍ର): ରାଉରକେଲା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ସୋମବାର ମହିଳା ହକି ପ୍ରୋ ଲିଗ୍‌ର ଦ୍ୱିତୀୟ ମ୍ୟାଚ୍‌ ଭାରତ ଓ ଚାଇନା ମଧ୍ୟରେ ଖେଳାଯାଇଥିଲା।…

ଅଲିମ୍ପିକ୍ସ ଯୋଗ୍ୟତା ଅର୍ଜନରେ ବ୍ରାଜିଲ ବିଫଳ

କାରାକାସ୍‌,୧୩ା୨(ପି.ଟି.): ଫୁଟବଲର ପାଓ୍ବାର ହାଉସ୍‌ ବ୍ରାଜିଲ୍‌ ଫୁଟବଲ ଦଳ ପ୍ୟାରିସ୍‌ ୨୦୨୪ ପାଇଁ ଯୋଗ୍ୟତା ଅର୍ଜନରେ ବିଫଳ ହୋଇଛି। ସୋମବାର ଆର୍ଜେଣ୍ଟିନା ୨୩ ବର୍ଷରୁ କମ୍‌ ଦଳ…

ଗାଡ଼ି ଚଳାଉଛନ୍ତି ୯୫ ବର୍ଷୀୟା

କୋହିମା: ଶିଖିବାର କୌଣସି ବୟସ ନ ଥାଏ। ଏହି ଅର୍ଥକୁ ସାର୍ଥକ କରୁଥିବା ଏକ ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଣେ…