ପୁନଃ ଟେଣ୍ଡର କରି ଶୀଘ୍ର କାମ ଶେଷ କର

ଯାଜପୁର,୧୩ା୨(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳର ମାଙ୍କଡ଼ିଆ ସମ୍ପ୍ରଦାୟ ଜନଜାତିଙ୍କ ପାଇଁ ନିର୍ମାଣାଧୀନ ବସତି କଲୋନୀରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗ ଉପରେ ଲୋକାୟୁକ୍ତଙ୍କ ଚୂଡ଼ାନ୍ତ ରାୟ…

ସାକ୍ଷରତା ଅନୁସାରେ ନିଯୁକ୍ତି ନାହିଁ

କେନ୍ଦ୍ରାପଡ଼ା, ୧୩ା୨ (ଜଗନ୍ନାଥ ଧଳ):ରାଜ୍ୟର ଅନ୍ୟ ଜିଲା ତୁଳନାରେ କେନ୍ଦ୍ରାପଡ଼ାରେ ସାକ୍ଷରଙ୍କ ସଂଖ୍ୟା କମ୍‌ ନୁହେଁ। ଏଠାରେ ୮୫.୯୩ ପ୍ରତିଶତ ସାକ୍ଷର। ୫୭ହଜାରରୁ ଅଧିକ ସ୍ନାତକ ଓ…

ସୁଦୃଢ଼ କଂକ୍ରିଟ ରାସ୍ତା ଉପରେ କଂକ୍ରିଟ

ଯାଜପୁର,୧୩ା୨(ହର୍ଷବର୍ଦ୍ଧନ ବେହେରା):ଖଣି ପ୍ରଭାବିତ ଅଞ୍ଚଳ ଏବଂ ଅଞ୍ଚଳବାସୀଙ୍କ ବିକାଶ ପାଇଁ ଡିଏମ୍‌ଏଫ୍‌(ଜିଲା ଖଣିଜ ପ୍ରତିଷ୍ଠାନ) ପାଣ୍ଠି ଗଠିତ ହୋଇଛି। ଖଣିରୁ ଆଦାୟ ହେଉଥିବା ରାଜସ୍ବର ୩୦ ପ୍ରତିଶତ…

‘ଇ-ମମତା ୨.୦’କୁ ସିଲ୍‌ଭର୍‌ ସ୍କଚ୍‌ ଆୱାର୍ଡ

ଭୁବନେଶ୍ୱର, ୧୩।୨(ଅସମାପିକା ସାହୁ):ମହିଳା ଓ ଶିଶୁ ବିକାଶ ବିଭାଗର ‘ଇ-ମମତା ୨.୦’କୁ ଦିଲ୍ଲୀର ସମ୍ବିଧାନ କ୍ଲବରେ ଜାତୀୟସ୍ତରରେ ସମ୍ମାନଜନକ ସିଲ୍‌ଭର୍‌ ସ୍କଚ୍‌ ଆୱାର୍ଡ ମିଳିଛି। ଓଡ଼ିଶାର ମା’…

ନିଶା ବେପାରୀଙ୍କୁ ୩୦ କି.ମି. ଗୋଡ଼ାଇ ଧରିଲା ପୋଲିସ

ଭୁବନେଶ୍ୱର,୧୩।୨(ସୂର୍ଯ୍ୟକାନ୍ତ ବେହେରା):ଦାମୀ କାର୍‌ରେ ଗଞ୍ଜେଇ ଚାଲାଣବେଳେ କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ ୩୦ କି.ମି ପିଛା କରି ୩ ଆନ୍ତଃରାଜ୍ୟ ନିଶାବେପାରୀଙ୍କୁ ଭୁବନେଶ୍ୱର ଉପକଣ୍ଠ ପାହାଳରୁ…

ବାହାଘର ବେଳେ ଚୋରି ରୋକିବାକୁ ପୋଲିସର ଟିପ୍ସ

ଭୁବନେଶ୍ୱର,୧୩।୨(ସତ୍ୟଜିତ୍‌ ରାଉତ): ରାଜଧାନୀରେ ବିଭିନ୍ନ ମଣ୍ଡପରେ ବାହାଘର ଆଦି କାର୍ଯ୍ୟକ୍ରମରେ ଲୁଟେରାମାନେ ଲୁଟ୍‌ପାଟ୍‌ ଓ ଚୋରି କରୁଛନ୍ତି। ଏହାକୁ ନଜରରେ ରଖି ଲୁଟ୍‌ ଓ ଚୋରି ରୋକିବାକୁ…

୧୬ରେ ରାଜ୍ୟବ୍ୟାପୀ ଭେଣ୍ଡିଂଜୋନ୍‌, ଉଠାଦୋକାନ ବନ୍ଦ

ଭୁବନେଶ୍ୱର, ୧୩।୨(ବନ୍ଦନା ସେଠୀ): ଆସନ୍ତା ୧୬ ତାରିଖରେ ହେବାକୁ ଥିବା ସର୍ବଭାରତୀୟ ଧର୍ମଘଟକୁ ସମର୍ଥନ ଜଣାଇ ସମ୍ପୃକ୍ତ ଦିନ ପ୍ରାତଃ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ…

ପ୍ରଥମ ଥର ହେବ ମତ୍ସ୍ୟ-ପ୍ରାଣୀ ସମାବେଶ

ଭୁବନେଶ୍ୱର, ୧୩।୨(ଅସମାପିକା ସାହୁ):ମତ୍ସ୍ୟ ଓ ପ୍ରାଣୀପାଳନ କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି କୃଷକଙ୍କୁ ଉତ୍ପାଦନ ଓ ଉତ୍ପାଦକତା ବୃଦ୍ଧି ବିଷୟରେ ସଚେତନ କରାଇବା ପାଇଁ ରାଜ୍ୟ…

ଜୀ-ସାର୍ଥକର ‘ପାର୍ବଣରେ ସୁନାର ବର୍ଷା’

ଭୁବନେଶ୍ୱର,୧୩।୨(ଅନୁରାଧା ମହାରଣା):ଗତ ପାର୍ବଣ ମହୋତ୍ସବରେ ଲୋକପ୍ରିୟ ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ଜୀ-ସାର୍ଥକରେ ‘ପାର୍ବଣରେ ସୁନାର ବର୍ଷା’ ପ୍ରତିଯୋଗିତା ହୋଇଥିଲା। ଲାଲ୍‌ଚାନ୍ଦ ଜୁଏଲର୍ସ ପ୍ରାୟୋଜିତ ଏହି ମେଗା ପ୍ରତିଯୋଗିତା…

ବାଟ ଓଗାଳିଲା ବାଘ

ବାରିପଦା,୧୩ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏକ କଲରାପତରିଆ ବାଘ ପର୍ଯ୍ୟଟକଙ୍କ ବାଟ ଓଗାଳିବା ଚର୍ଚ୍ଚାର ବିଷୟ ହୋଇଛି। ପର୍ଯ୍ୟଟକଙ୍କ ଗାଡ଼ି ଆଗରେ ବାଘଟି ଅଧ…