ଆଜିଠୁ ଓଡ଼ିଶା ଓମେନ୍ସ ଲିଗ୍‌ ଫୁଟ୍‌ବଲ

ଭୁବନେଶ୍ୱର, ୬।୧୨(ତପନ ସ୍ବାଇଁ):ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ସହଯୋଗରେ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଓଡ଼ିଶା ଓମେନ୍ସ ଲିଗ୍‌ ଫୁଟବଲ ପ୍ରତିଯୋଗିତା ବୁଧବାରଠାରୁ ଆରମ୍ଭ…

ମୁମ୍ବାଇକୁ ହରାଇଲା ଓଡ଼ିଶା

ଭୁବନେଶ୍ୱର, ୬।୧୨(ତପନ ସ୍ବାଇଁ):ଚଳିତ ବିଜୟ ହଜାରେ ଟ୍ରଫି ଘରୋଇ ଦିନିକିଆ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା ମଙ୍ଗଳବାର ଶକ୍ତିଶାଳୀ ମୁମ୍ବାଇକୁ ହରାଇ ବଡ଼ ସଫଳତା ପାଇଛି। କାର୍ତ୍ତିକ ବିଶ୍ୱାଳଙ୍କ…

ଅରାଇଜିତ୍‌ଙ୍କ ହ୍ୟାଟ୍ରିକ୍‌: ବିଜୟରୁ ଭାରତର ଅଭିଯାନ

କୁଆଲାଲମ୍ପୁର,୬ା୧୨(ପି.ଟି.):ମାଲେସିଆରେ ଆରମ୍ଭ ହୋଇଥିବା ପୁରୁଷ ଜୁନିୟର ହକି ବିଶ୍ୱକପ୍‌ରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ। ଫରଓ୍ବାର୍ଡ ଅରାଇଜିତ୍‌ ସିଂ ହୁଣ୍ଡାଲଙ୍କ ହ୍ୟାଟ୍ରିକ୍‌ ବଳରେ ଭାରତ ୪-୨ରେ…

ସୁଚିତ୍ରାଙ୍କୁ ସ୍ବର୍ଣ୍ଣ, ଜୟନ୍ତୀଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୬।୧୨(ତପନ ସ୍ବାଇଁ):ଥାଇଲାଣ୍ଡର ନାଖୋନ ରାଚାସିମାରେ ଚାଲିଥିବା ଓ୍ବାଲର୍‌ଡ ଆବିଲିଟି ସ୍ପୋର୍ଟ ଗେମ୍ସରେ ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ଦେଇଛନ୍ତି ଓଡ଼ିଶାର ସୁଚିତ୍ରା ପରିଡ଼ା। ସେ ମହିଳା…

ମାଈ ହାତୀର ଗଳିତ ମୃତଦେହ ଜବତ ଘଟଣା: ତଦନ୍ତ କଲା ମିଳିତ ଟାସ୍କଫୋର୍ସ

ଚମ୍ପୁଆ,୬।୧୨(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ କାଳିକାପ୍ରସାଦ ରିଜର୍ଭ ଫରେଷ୍ଟରେ ୩୦ ବର୍ଷୀୟ ମାଈ ହାତୀର ଗଳିତ ମୃତଦେହ ଜବତ ଘଟଣାରେ ମଙ୍ଗଳବାର ଜଏଣ୍ଟ୍‌ ଟାସ୍କ…

ରେକର୍ଡ ସୁଧାରିବା ଲକ୍ଷ୍ୟରେ ଭାରତ

ମୁମ୍ବାଇ,୬ା୧୨(ପି.ଟି.):ବୁଧବାର ଭାରତ ଓ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଖେଳାଯିବ। ଘରୋଇ ଦର୍ଶକଙ୍କ ସମ୍ମୁଖରେ ଇଂଲଣ୍ଡ…

ସାଇକେଲରେ ବୁଲି ଲୋକଙ୍କ ସମସ୍ୟା ବୁଝୁଛନ୍ତି ଏନ୍‌ଏସି ନିର୍ବାହୀ ଅଧିକାରୀ

ଧାମନଗର, ୬।୧୨(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଏନ୍‌ଏସିରେ ନିକଟରେ ଯୋଗ ଦେଇଥିବା ନୂତନ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ନାୟକ ସାଇକେଲରେ ଓ୍ବାର୍ଡ ବୁଲି ଲୋକଙ୍କ…

ବିଓଏମ୍‌ର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୬।୧୨:ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ନୂତନ ଶାଖା (ଭଞ୍ଜନଗର ଶାଖା) ନିକଟରେ ଗଞ୍ଜାମ ଜିଲାର ଭଞ୍ଜନଗର ମେନ୍‌ ରୋଡ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ…

୧୫୩୮ ଶିକ୍ଷାନୁଷ୍ଠାନ ପରିସରରୁ ହଟିଲା ଟ୍ରାନ୍ସଫର୍ମର

ବାଲେଶ୍ୱର,୬।୧୨(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ଗୋଲେଇସ୍ଥିତ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏନ୍‌ଓଡିଏଲ୍‌) ବିଦ୍ୟୁତ୍‌ ସେବା ବିତରଣରେ ସୁରକ୍ଷା ତଥା ନିରାପତ୍ତାକୁ ସର୍ବଦା ପ୍ରାଥମିକତା…

ନାଲ୍‌କୋ ଆଲୁମିନା ରିଫାଇନେରିକୁ ବ୍ୟବସାୟ ଉତ୍କର୍ଷ ପୁରସ୍କାର

ଦାମନଯୋଡି,୬ା୧୨(ନରସିଂହ ବ୍ରହ୍ମା):ନବରତ୍ନ ରାଷ୍ଟ୍ରୀୟ ଉଦ୍ୟୋଗ ନାଲ୍‌କୋର ଦାମନଯୋଡିସ୍ଥିତ ଆଲୁମିନା ରିଫାଇନାରି ପ୍ଲାଣ୍ଟ,ବ୍ୟବସାୟ ଉତ୍କର୍ଷ ଅଭ୍ୟାସ ପାଇଁ ସର୍ବୋଚ୍ଚ ସମ୍ମାନ ‘ସିଆଇଆଇ ଏକ୍ସିମ୍‌ ବ୍ୟାଙ୍କ ବିଜ୍‌ନେସ୍‌ ଏକ୍ସିଲେନ୍ସ ପୁରସ୍କାର…