ସମୂହ ଛୁଟିରେ ରହି ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ: ସେବା ନ ପାଇ ଲୋକେ ହଟହଟା

ବରଗଡ଼,୮।୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ପ୍ରାଣୀ ଚିକିତ୍ସା ସେବା ସଂଘ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏଥିରେ ସଂଘର ବରଗଡ଼ ଜିଲା ଶାଖା ମଧ୍ୟ ସାମିଲ ହୋଇଛି ।…

ଫେସବୁକ ଲାଇଭ କରି ଉଦ୍ଧବ ଗ୍ରୁପ ନେତାଙ୍କୁ ହତ୍ୟା, ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୮।୨: ମୁମ୍ବାଇରେ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଗୁରୁବାର (ଫେବୃଆରୀ ୮) ସାରେ ମୁମ୍ବାଇର ଦହିସର ଅଞ୍ଚଳରେ ଉଦ୍ଧବ ଠାକରେ ଗୋଷ୍ଠୀ ନେତା ଅଭିଷେକ ଘୋଷାଲକରଙ୍କୁ…

ଦମ୍ପତିଙ୍କ ଉପରକୁ ବୋମାମାଡ଼

ବ୍ରହ୍ମପୁର,୮ା୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅଧୀନ ଆସିକା ରୋଡ଼ ଶ୍ରୀରାମନଗର ନିକଟସ୍ଥ ଜଗନ୍ନାଥ ବିହାର ଚତୁର୍ଥ ଲାଇନ୍‌ରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ…

୪୦ ହଜାର ଫୁଟ ଉପରେ ରେଳମନ୍ତ୍ରୀଙ୍କୁ ନାପକିନରେ ଲେଖି ଦିଆଗଲା ପ୍ରସ୍ତାବ, ୬ ମିନିଟ ପରେ ମିଳିଲା ସରପ୍ରାଇଜ

ନୂଆଦିଲ୍ଲୀ,୮।୨: ଅକ୍ଷୟ ସତନାଲିୱାଲା କଳ୍ପନା କରି ନଥିବେ ଯେ ବିମାନ ଉଡ଼ାଣ ସମୟରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଏକ କାଗଜ ନାପକିନ ଉପରେ ପ୍ରସ୍ତାବ ଦେବା ପରେ…

ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ଇମ୍ରାନ ଖାଁଙ୍କ ସମର୍ଥକ ଆଗରେ, ପିଟିଆଇ ୧୧୧, ପିଏମଏଲ ୪୨, ପିପିପି ୨୪

ଇସଲାମାବାଦ,୮।୨: ପାକିସ୍ତାନରେ ସାଧାରଣ ନିର୍ବାଚନ ପାଇଁ ମତଦାନ ଗୁରୁବାର ଶେଷ ହେବା ପରେ ଭୋଟ ଗଣତି ଆରମ୍ଭ ହୋଇଛି। ଆତଙ୍କବାଦୀ ଆକ୍ରମଣକୁ ରୋକିବା ପାଇଁ ସରକାର ମୋବାଇଲ…

ମଦ ପାଇଁ ଟଙ୍କା ନ ଦେବାରୁ ତାମିଲ ଅଭିନେତ୍ରୀଙ୍କୁ ପିଟି ପିଟି ହତ୍ୟା କଲେ ପୁଅ

ଚେନ୍ନାଇ: ତାମିଲରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସାଉଥ ସିନେମାର ଫିଲ୍ମ ‘କାଦାଇସି ଭିଭାସାୟୀ’ରେ ଚମତ୍କାର ଭୂମିକା ଗ୍ରହଣ କରିଥିବା ଅଭିନେତ୍ରୀ କାସିଆମ୍ମଲ (୭୪)ଏହି ଦୁନିଆରେ…

ଭାରତ-ପାକିସ୍ତାନ ସହ ଖେଳିବ ନାହିଁ ଫାଇନାଲ ମ୍ୟାଚ

ନୂଆଦିଲ୍ଲୀ,୮।୨: ହାରିଯାଇଥିବା ଖେଳକୁ ଓଲଟାଇ ଦେଇ ଅଷ୍ଟ୍ରେଲିଆ ଅଣ୍ଡର -୧୯ ବିଶ୍ୱକପ ୨୦୨୪ର ସେମିଫାଇନାଲରେ ଜିତିଲା। ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଅଷ୍ଟ୍ରେଲିଆ ୧ ୱିକେଟରେ ଜିତିଥିଲା।…

ଉଦ୍ଧବ ଗ୍ରୁପଙ୍କ ନେତାଙ୍କ ଉପରେ ୪ ରାଉଣ୍ଡ ଗୁଳି! ପ୍ରବକ୍ତା ଆନନ୍ଦ କହିଲେ ଏବେ କେହି ନୁହେଁ ସୁରକ୍ଷିତ

ମୁମ୍ବାଇ,୮।୨: ମୁମ୍ବାଇର ଦହିସର ଅଞ୍ଚଳରେ ଘଟିଥିବା ଗୁଳି ବିନିମୟରେ ଶିବସେନା (ୟୁବିଟି) ନେତା ଅଭିଷେକ ଘୋଷାଲକରଙ୍କୁ ଗୁଳି କରାଯାଇଥିଲା। ତତକ୍ଷଣାତ୍‌ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମୁମ୍ବାଇ…

କଂଗ୍ରେସ ଏମ୍‌ପି ଧୀରଜ ପ୍ରସାଦ ସାହୁଙ୍କ ବିଏମ୍‌ଡବ୍ଲ୍ୟୁ ହେମନ୍ତଙ୍କ ଦିଲ୍ଲୀ ଘରୁ ଜବତ

ରାଞ୍ଚି/ନୂଆଦିଲ୍ଲୀ,୮।୨: ମନିଲଣ୍ଡରିଂ ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ଝାଡ଼ଖଣ୍ଡର କଂଗ୍ରେସ ଏମ୍‌ପି ଧୀରଜ ପ୍ରସାଦ ସାହୁଙ୍କୁ ସମନ ଜାରି କରିଛି। ଉକ୍ତ ମାମଲାରେ…

ଗରିବ ଦିନକୁ ଦିନ ଗରିବ ହୋଇଚାଲିଛି: ରାହୁଲ

ବ୍ରଜରାଜନଗର,୮ା୨(ବିଜୟ ବରାଡ଼)- ଓଡ଼ିଶାରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାର ତୃତୀୟ ଦିବସରେ ଗୁରୁବାର ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଝାରସୁଗୁଡ଼ାରେ ରୋଡ୍‌ ଶୋ କରିଥିଲେ। ସକାଳ…