ଶ୍ରୀକୃଷ୍ଣ ମନ୍ଦିର ଭାଙ୍ଗିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ…

ଇସଲାମାବାଦ,୨।୧୨ : ପାକିସ୍ତାନର ପଞ୍ଜାବର ସାଦିକାବାଦର ଅହମ୍ମଦପୁର ଲୁମ୍ମା ସହରର ଏକ ଶ୍ରୀକୃଷ୍ଣ ମନ୍ଦିର ଭାଙ୍ଗି ଏହାକୁ ମଦ୍ରାସାରେ ପରିଣତ କରିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ…

ଅଟୋ ଚଳାଇବାବେଳେ ମହମ୍ମଦ ରଫିଙ୍କ ଗୀତ ଗାଇଲେ ଡ୍ରାଇଭର, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨।୧୨: କିଏ ପ୍ୟାଶନ ଭାବେ ଗୀତ ବୋଲିଥାଏ ତ କାହାକୁ ଖୁସି ଲାଗିଲେ ଗୀତ ବୋଲିଥାଏ। ହେଲେ ନିକଟରେ ଏକ ଏପରି ଏକ ଭିଡିଓ ଭାଇରାଲ ହୋଇଛି…

ଯୁବବର୍ଗଙ୍କ ହାତରେ ଭାରତର ଭବିଷ୍ୟତ: ଜାତିସଂଘରେ ଚର୍ଚ୍ଚା…

ଜେନେଭା,୨।୧୨: ମିଳିତ ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ ଏକ କାର୍ଯ୍ୟକ୍ରମରେ ତାଙ୍କ ଅଭିଭାଷଣରେ କହିଛନ୍ତି ଭାରତର ଯୁବବର୍ଗଙ୍କ ଜନସଂଖ୍ୟା ବିଶ୍ୱରେ ସର୍ବାଧିକ। କାମ୍ବୋଜ କହିଛନ୍ତି…

ଅନିଶ୍ଚିତତାରେ ପୋର୍ଟାଲ ଫ୍ରେମ୍‌ ବ୍ରିଜ୍‌

ସୋନପୁର,୨।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରକୁ ମହାନଦୀ ଓ ତେଲନଦୀର ବନ୍ୟା ଦାଉରୁ ରକ୍ଷା ପାଇଁ ରିଂ ରୋଡର ପରିକଳ୍ପନା କରାଯାଇଥିଲା। ୨୦୧୧ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟକଙ୍କ ସୁରକ୍ଷା ଯାଞ୍ଚ: ୧୦ ଗ୍ୟାସ୍‌ ସିଲିଣ୍ଡର ଜବତ, ୨୭ ହଜାର ଜରିମାନା

ଦାରିଙ୍ଗବାଡ଼ି,୨।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଅଞ୍ଚଳରେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ହୋଟେଲ ରହିଥିବା ବେଳେ ଏକାଧିକ ଜଳଖିଆ ଦୋକାନ…

ଇମ୍ରାନଙ୍କ ପରିବର୍ତ୍ତେ ପିଟିଆଇ ଅଧ୍ୟକ୍ଷ ହେଲେ ଗୋହର ଅଲ୍ଲୀ ଖାନ୍‌

ଇସଲାମବାଦ,୨।୧୨: ପାକିସ୍ତାନ ରାଜନୈତିକ ହଲଚଲ ଦେଖିବାକୁ ମିଳିଛି। ଜେଲରେ କଏଦ ଥିବା ଇମ୍ରାନ ଖାନଙ୍କ ବଦଳରେ ବାରିଷ୍ଟର ଗୋହର ଅଲ୍ଲୀ ଖାନଙ୍କୁ ପାକିସ୍ତାନ ତେହରିକ-ଇ-ଇନସାଫ(ପିଟିଆଇ)ର ଅଧ୍ୟକ୍ଷ କରାଯାଇଛି।…

ନ୍ୟାଶନାଲ ମେଡିକାଲ କମିଶନର ନୂଆ ଲୋଗୋ ବିବାଦ: ଇଣ୍ଡିଆ ପରିବର୍ତ୍ତେ ଲେଖାଗଲା ଭାରତ, ଅଶୋକଚକ୍ର ହଟାଇ ରଖାଗଲା ହିନ୍ଦୁ ଦେବତାଙ୍କ ଫଟୋ

ନୂଆଦିଲ୍ଲୀ,୨।୧୨: ରାଷ୍ଟ୍ରୀୟ ଚିକିତ୍ସା ଆୟୋଗ(ଏନଏମସି) ନିଜ ଆଧିକାରିକ ଲୋଗ ପରିବର୍ତ୍ତନ କରିଛି। ଏଥିରେ ଏବେ ଇଣ୍ଡିଆ ପରିବର୍ତ୍ତେ ଭାରତ ଲେଖାଯାଇଛି। ଏଥିସହ ଆୟୁର୍ବେଦ ଦେବତା ଧନ୍ବନ୍ତରୀଙ୍କ ଏକ…

ପ୍ରଥମ ଦିନରେ ଇତିହାସ ରଚିଲା ଆନିମଲ, ବିଶ୍ୱବ୍ୟାପୀ କଲା ବମ୍ପର ରୋଜଗାର, ଭାଙ୍ଗିଲା ପଠାନ ରେକର୍ଡ

ମୁମ୍ବାଇ: ଅଭିନେତା ରଣବୀର କପୁରଙ୍କ ଫିଲ୍ମ ଆନିମଲ କେବଳ ଦେଶରେ ନୁହେଁ ସମଗ୍ର ବିଶ୍ୱରେ ଜବରଦସ୍ତ ପ୍ରତିକ୍ରିୟା ପାଇଛି। ଫିଲ୍ମଟି ଶୁକ୍ରବାର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିବା ବେଳେ…

ରେଳଟ୍ରାକରେ ଶୋଇଗଲେ ବୃଦ୍ଧ, ଉପର ଦେଇ ମାଡିଗଲା ଟ୍ରେନ; ହେଲେ ଜିଅନ୍ତା ଫେରିଲେ!

ଗୁନା,୨।୧୨: ମଧ୍ୟପ୍ରଦେଶର ଗୁନା ରେଲଓ୍ବେ ଷ୍ଟେଶନରେ ଏପରି କିଛି ଘଟଣା ଘଟିଛି ଯାହାକୁ ଦେଖିଲେ ଆପଣଙ୍କ ଶରୀରର ରୁମ ଟାଙ୍କୁରି ଉଠିବ। ହଠାତ୍‌ ଜଣେ ୭୦ବର୍ଷିୟ ବୃଦ୍ଧ…

ଈର୍ଷା କରୁଛନ୍ତି ଆଲିଆ!

ମୁମ୍ବାଇ: ରଣବୀର କପୁରଙ୍କ ଫିଲ୍ମ ‘ଆନିମଲ’ ବର୍ତ୍ତମାନ ରିଲିଜ ହୋଇଛି। ଏହି ଫିଲ୍ମ ଦର୍ଶକଙ୍କ ଜବରଦସ୍ତ ପ୍ରତିକ୍ରିୟା ପାଇବାରେ ଲାଗିଛି। ଗୁରୁବାର ରାତିରେ ମୁମ୍ବାଇରେ ଫିଲ୍ମର ସ୍କ୍ରିନିଂ…