୫ ରାଜ୍ୟର ଏକ୍‌ଜିଟ ପୋଲକୁ ନେଇ ବଡ଼ ଦାବି କଲା ଭାଜପା, କଂଗ୍ରେସ କହିଲା ସର୍ଭେ ଉପରେ ଭରସା ନାହିଁ

ନୂଆଦିଲ୍ଲୀ, ୧।୧୨: ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ, ତେଲଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ସରିଛି। ବର୍ତ୍ତମାନ ଡିସେମ୍ବର ୩ରେ ଭୋଟ ଗଣନାକୁ ଅପେକ୍ଷା କରାଯାଇଛି।…

ଚାଇନା ପରେ ଏବେ ଆମେରିକାରେ ବ୍ୟାପିଲାଣି ରହସ୍ୟମୟ ନିମୋନିଆ!

ଓ୍ବାଶିଂଟନ,୧।୧୨: ଆମେରିକାର ଓହିଓରେ ବହୁ ସଂଖ୍ୟକ ଶିଶୁ ରହସ୍ୟମୟ ନିମୋନିଆରେ ପୀଡିତ ହୋଇଥିବା କୁହାଯାଉଛି। ଏହି କାରଣରୁ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚାଇନାରେ ମଧ୍ୟ ରହସ୍ୟମୟ…

ଟ୍ରକକୁ ପଛରୁ ପିଟିଲା କାର: ଚାଲିଗଲା ଜଣଙ୍କ ଜୀବନ, ୪ ଗୁରୁତର

ଭଦ୍ରକ,୧।୧୨(ସନାତନ ରାଉତ)- ଭଦ୍ରକ୧୬ ନଂ ଜାତୀୟ ରାଜପଥ ଗେଲପୁର ଛକ ନିକଟରେ ସଡ଼କ ଦୁର୍ଘଟଣାରେ ଜଣକର ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ହୋଇଛନ୍ତି l ସୂଚନା…

ବଙ୍ଗୋପସାଗରରେ ଅବପାତ: ୪ରେ ଉପକୂଳ ଛୁଇଁବ ବାତ୍ୟା

ଭୁବନେଶ୍ୱର,୧।୧୨:ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନଠାରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଅବପାତରେ ପରିଣତ ହୋଇଛି। ଏହାପରେ ଅବପାତ ଆହୁରି ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ…

ପୁଣିଥରେ ଇସ୍ରାଏଲ ଗସ୍ତରେ ଆଣ୍ଟୋନି ବ୍ଲିଙ୍କେନ, କହିଲେ ସମସ୍ତ ବନ୍ଧକ ସେମାନଙ୍କ ପରିବାରକୁ ଫେରିବା ପର୍ଯ୍ୟନ୍ତ କାର୍ଯ୍ୟ ଜାରି ରହିବ

ଜେରୁଜେଲମ,୧।୧୨: ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ଇସ୍ରାଏଲ ଗସ୍ତରେ ଅଛନ୍ତି। ଏହି ସମୟରେ ସେ କହିଛନ୍ତି, ତାଙ୍କର ଧ୍ୟାନ ଯୁଦ୍ଧ ବିରାମକୁ ବୃଦ୍ଧି କରିବା ସହିତ…

କୁମାରୀ ମାତୃତ୍ୱ ପରେ ଆଖି ବୁଜିଲେ ମା’

ବ୍ରହ୍ମପୁର,୧ା୧୨(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲାରେ ଜଣେ ନାବାଳିକା ଗର୍ଭବତୀଙ୍କ ଯତ୍ନ ଅଭାବରୁ ପ୍ରସବ ପରେ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। ଅଙ୍ଗନୱାଡି…

ଗାନେମତ-ଅଙ୍ଗଦ ଯୋଡ଼ିଙ୍କୁ ଟାଇଟଲ

ନୂଆଦିଲ୍ଲୀ, ୧ା୧୨ (ପି.ଟି.):ଯୁବ ଶୁଟର ଗାନେମତ ସେଖନ ଓ ତାଙ୍କ ପାର୍ଟନର ଅଙ୍ଗଦ ବୀର ସିଂ ବାଜଓ୍ବା ଏଠାରେ ଚାଲିଥିବା ନ୍ୟାଶନାଲ ଶୁଟିଂ ଚାମ୍ପିୟନଶିପ୍‌ରେ ମିକ୍ସଡ ଟିମ୍‌…

ସେଲ୍‌ ହକି ଏକାଡେମୀକୁ ଡବଲ ଟାଇଟଲ

ଭୁବନେଶ୍ୱର, ୧।୧୨(ତପନ ସ୍ବାଇଁ):ତାମିଲନାଡୁର କୋଭିଲପଟ୍ଟିଠାରେ ଅନୁଷ୍ଠିତ ସର୍ବପ୍ରଥମ ହକି ଇଣ୍ଡିଆ ଏକାଡେମୀ ଚାମ୍ପିୟନଶିପ୍‌ (ଜୋନ-ବି)ରେ ସେଲ୍‌ ହକି ଏକାଡେମୀ ଡବଲ ଟାଇଟଲ ହାସଲ କରିଛି। ଏହି ଦଳ…

‘ଓଡ଼ିଶାର ସବୁଜିମା ବିମୋହିତ କରିଛି’

ଢେଙ୍କାନାଳ,୧ା୧୨(ରତନ ନାୟାର):ନେଦରଲାଣ୍ଡ ଆର୍ମଷ୍ଟ୍ରଙ୍ଗ୍‌ର ଦମ୍ପତି ସାଇମନ ଆଣ୍ଡରସନ୍‌(୭୦) ଓ ଏକ୍‌ଜାନିଆ ହେନେରୀ(୬୦) ବାଇକ୍‌ରେ ଭାରତ ଭ୍ରମଣ କରୁଛନ୍ତି। ଏହି ଅବସରରେ ଦୁହେଁ ଗୁରୁବାର ଢେଙ୍କାନାଳ ସହରରେ ପହଞ୍ଚି…

୩୫ଜଣଙ୍କୁ ନିଯୁକ୍ତି ଦେଇଛନ୍ତି କିରଣ

ରାୟଗଡ଼ା, (ଭାଗ୍ୟଶ୍ରୀ ମିଶ୍ର):ଆଜିର ଯୁବପିଢ଼ି ଉଚ୍ଚଶିକ୍ଷା ପରେ ଚାକିରି ପାଇଁ ଦେଶ ଛାଡ଼ି ବିଦେଶ ଚାଲିଯାଉଛନ୍ତି। ଏହାଦ୍ୱାରା ଦେଶର ଭବିଷ୍ୟତ ଓ ବିକାଶରେ ପ୍ରତିବନ୍ଧକ ସୃଷ୍ଟି ହେଉଛି।…