ଚନ୍ଦ୍ରଶେଖର ଆଜାଦଙ୍କ ଦଳର ନେତାଙ୍କୁ ଘରେ ପଶି ଗୁଳି କଲେ ଦୁର୍ବୁତ୍ତ

କନ୍ନୌଜ,୩୦।୧୧: ଉତ୍ତର ପ୍ରଦେଶର କନ୍ନୌଜରେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ଦଳ ଆଜାଦ ସମାଜ ପାର୍ଟିର ସାଧାରଣ ସମ୍ପାଦକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।…

ସପ୍ତାହେ ହେଲା ରାଜପଥରେ ଛିଡ଼ାହୋଇ ରହିଛନ୍ତି ହାତୀପଲ

ରାଞ୍ଚି,୩୦।୧୧: ଝାଡ଼ଖଣ୍ଡର ଦ୍ୱାରସେନି ଘାଟିରେ ଏକ ହାତୀପଲ ସପ୍ତାହେ ହେଲା ଛିଡ଼ାହୋଇ ରହିଛନ୍ତି। ଫଳରେ ପାଲାମୁ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳ ଦେଇ ଯାଇଥିବା ୯ ନମ୍ବର ରାଜ୍ୟ…

ଜ୍ଞାନବାପି ମାମଲାରେ ଏଏସ୍‌ଆଇକୁ ମିଳିଲା ଆଉ ୧୦ ଦିନ ସମୟ, ବାରାଣସୀ କୋର୍ଟର ନିଷ୍ପତ୍ତି

ବାରାଣସୀ,୩୦୧୧: ଜ୍ଞାନବାପି ମସ୍‌ଜିଦ୍‌ କମ୍ପ୍ଲେକ୍ସର ବିସ୍ତୃତ ବିଜ୍ଞାନସମ୍ମତ ସର୍ଭେ ରିପୋର୍ଟ ଦାଖଲ କରିବା ଲାଗି ବାରାଣସୀ ଜିଲା କୋର୍ଟ ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ଗୁରୁବାର…

ଇମ୍ରାନ୍‌ ଖାନଙ୍କ ବିରୋଧରେ ଜେଲରେ ହେବ ଶୁଣାଣି, ସ୍ବତନ୍ତ୍ର ଅଦାଲତର ନିଷ୍ପତ୍ତି ପରେ କ୍ୟାବିନେଟ ଦେଲା ସବୁଜ ସଙ୍କେତ

ଇସଲାମାବାଦ,୩୦।୧୧: ସାଇଫର ମାମଲାରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ଜେଲ ଶୁଣାଣିକୁ ପାକିସ୍ତାନର କ୍ୟାବିନେଟ ଅନୁମୋଦନ କରିଛି। ସୁରକ୍ଷା କାରଣରୁ ଜେଲରେ କାର୍ଯ୍ୟ ପ୍ରକ୍ରିୟା ଚାଲିବାକୁ…

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା, ରୋହିତ, କୋହଲି ନୁହନ୍ତି ରାହୁଲ ସମ୍ଭାଳିବେ ଅଧିନିୟକତ୍ୱ

ନୂଆଦିଲ୍ଲୀ,୩୦।୧୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ଦିନିକିଆ ଦଳର ଦାୟିତ୍ୱ କେ.ଏଲ ରାହୁଲଙ୍କୁ…

ଦୁବାଇ ଯିବେ ମୋଦି

ନୂଆଦିଲ୍ଲୀ,୩୦।୧୧: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବିଶ୍ୱ ଜଳବାୟୁ ଆକ୍ସନ ସମ୍ମିଳନୀର ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରବାର କାର୍ଯ୍ୟକ୍ରମ ରହିଛି। ସେ…

ମୁଁ ଏ ପର୍ଯ୍ୟନ୍ତ ଚୁକ୍ତିପତ୍ରରେ ସ୍ବାକ୍ଷର କରିନାହିଁ: ବିସିସିଆଇର କାର୍ଯ୍ୟକାଳ ବୃଦ୍ଧି ଘୋଷଣା ଉପରେ ଦ୍ରାବିଡଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୩୦।୧୧: ଭାରତୀୟ କ୍ରିକେଟ ଦଳ ସହ ଜଡିତ ଏକ ବଡ ଖବର ସାମ୍ନାକୁ ଆସିଛି। ବୁଧବାର ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ବୃଦ୍ଧି କରିବାକୁ ବିସିସିଆଇ ଘୋଷଣା କରିଥିଲା।…

ଆସିଲା ଏକଜିଟ୍‌ ପୋଲ: ଭାଜପାକୁ ଟକ୍କର ଦେବ କଂଗ୍ରେସ

ନୂଆଦିଲ୍ଲୀ,୩୦।୧୧: ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ମିଜୋରାମ, ତେଲଙ୍ଗାନା ୫ ରାଜ୍ୟରେ ନିର୍ବାଚନ ଶେଷ ହୋଇଛି। ଗୁରୁବାର ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍‌ ପୋଲ ଆକଳନ ସାମ୍ନାକୁ…

ପଞ୍ଜାବରେ ଭାଜପାକୁ ଝଟ୍‌କା

ଚଣ୍ଡିଗଡ଼,୩୦।୧୧: ଭାରତୀୟ ଜନତା ପାର୍ଟିକୁ ବୁଧବାର ଏକ ବଡ ଝଟକା ଲାଗିଛି। ପଞ୍ଜାବ ବିଧାନସଭାର ପୂର୍ବତନ ଉପ ବାଚସ୍ପତି ଅଜାୟିବ ସିଂହ ଭଟ୍ଟି ଓ ପୂର୍ବତନ ଏମଏସପି…

ରୋହିତଙ୍କ ଟି-୨୦ରେ ପ୍ରତ୍ୟାବର୍ତ୍ତନ! ରାହୁଲ ଦିନିକିଆରେ ସମ୍ଭାଳିବେ ଅଧିନାୟକତ୍ୱ

ନୂଆଦିଲ୍ଲୀ,୩୦।୧୧: ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ଭାରତୀୟ ଦଳ ଖୁବ ଶୀଘ୍ର ଘୋଷଣା ହେବାକୁ ଯାଉଛି। ରିପୋର୍ଟ ଅନୁଯାୟୀ, ଗୁରୁବାର ବିସିସିଆଇର ବରିଷ୍ଠ ଅଧିକାରୀ, ମୁଖ୍ୟ କୋଚ୍‌…