ଉତ୍ସବ ମନାଇ ୭ କଶ୍ମୀରୀ ଛାତ୍ର ଗିରଫ

ଶ୍ରୀନଗର,୨୯ା୧୧: ବିଶ୍ୱକପ୍‌ କ୍ରିକେଟ ଫାଇନାଲ ମ୍ୟାଚ୍‌ରେ ଭାରତର ପରାଜୟକୁ ନେଇ ଉତ୍ସବ ମନାଇବା ସହ ଭାରତ ବିରୋଧୀ ଓ ପାକିସ୍ତାନ ସପକ୍ଷରେ ସ୍ଲୋଗାନ ଦେଇଥିବା ଜମ୍ମୁ-କଶ୍ମୀରର ୭…

ମଣିପୁର ହିଂସା ମୃତକଙ୍କ ଶେଷକୃତ୍ୟ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୯ା୧୧(ପି.ଟି.): ମଣିପୁର ଜାତିଆଣ ହିଂସାରେ ପ୍ରାଣ ହରାଇଥିବା ଲୋକଙ୍କ ମୃତଦେହ ଶବାଗାରରେ ପଡ଼ିରହିଥିବାରୁ ସେଗୁଡ଼ିକର ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର…

କପ୍‌୨୮: ୟୁଏଇ ଆୟୋଜକ

ଅଗ୍ରଣୀ ତୈଳ ଉତ୍ପାଦନକାରୀ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଚଳିତ ବର୍ଷ କପ୍‌୨୮ର ଆୟୋଜନ କରୁଛି। ଦୁବାଇରେ ଗୁରୁବାର ଆରମ୍ଭ ହେବାକୁ ଥିବା ବୈଶ୍ୱିକ ଜଳବାୟୁ ସମ୍ମିଳନୀରେ…

୫ ଓଡ଼ିଆ ସୁରକ୍ଷିତ ଉଦ୍ଧାର

ଭୁବନେଶ୍ୱର,୨୯ା୧୧: ଉତ୍ତରକାଶୀ ସୁଡ଼ଙ୍ଗ ମଧ୍ୟରୁ ୪୧ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ୫ ଓଡ଼ିଆ ରହିଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଜିଲା ବଡ଼କୁଦରର ଧୀରେନ…

ଅଷ୍ଟ୍ରେଲିଆ ବିଜୟୀ

ଗୁଆହାଟୀ,୨୮ା୧୧: ଗ୍ଲେନ୍‌ ମ୍ୟାକ୍ସଓ୍ବେଲଙ୍କ ଦମଦାର ଶତକ ବଳରେ ଭାରତ ବିପକ୍ଷ ତୃତୀୟ ଟି୨୦ ମ୍ୟାଚକୁ ୫ ଉଇକେଟରେ ଜିତି ନେଇଛି ଅଷ୍ଟ୍ରେଲିଆ। ଓପନର ଋତୁରାଜ ଗାଏକ୍ୱାଡଙ୍କ ପ୍ରଥମ…

ଛାଡପତ୍ର ମାମଲାରେ ଚିହିଁକି ଉଠିଲେ କୋର୍ଟ, କହିଦେଲେ ଏମିତି…

ଅହମ୍ମଦବାଦ,୨୮।୧୧: ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ହେଉଥିବା ଛୋଟ ଛୋଟ ଝଗଡା ଯଦି ଆଇନ ଅନୁସାରେ କ୍ରୁରତା ରୂପ ଧାରଣ କରାଯାଏ ବୋଲି ମାନି ନିଆଯାଏ ତେବେ ସବୁ ବିବାହ…

ବିରାଟଙ୍କ ରେକର୍ଡ ଭାଙ୍ଗିଲେ ଋତୁରାଜ…

ଗୁଆହାଟୀ,୨୮।୧୧ : ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବିସ୍ଫୋରକ ବ୍ୟାଟିଂ କରି ଟିମ୍‌ ଇଣ୍ଡିଆର ଋତୁରାଜ ଗାଇକ୍ୱାଡ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ସେ ୫୭ ବଲରେ…

ଏ ସାର୍ଟିଫିକେଟ ଥିଲେ ବି ଆନିମଲରୁ କଟିବ ୫ ସିନ୍‌, ସାର୍ଟିଫିକେଟ ଭାଇରାଲ…

ମୁମ୍ବାଇ : ରଣବୀର କପୁରଙ୍କ ଅଭିନୀତ ସନ୍ଦୀପ ରେଡ୍ଡୀ ଭଙ୍ଗାଙ୍କ ଚଳଚ୍ଚିତ୍ର ଆନିମଲ ଏ ସାର୍ଟିଫିକେଟ ସହିତ ସେନସର ବୋର୍ଡ ଦ୍ୱାରା ପାସ ହୋଇଛି, କିନ୍ତୁ ଏହା…

ଅନ୍ଧାରୀ ଟନେଲରୁ ଫେରିଲା ଜୀବନ: ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ବରିଷ୍ଠ ବ୍ୟକ୍ତି

ନୂଆଦିଲ୍ଲୀ,୨୮।୧୧: ଉତ୍ତରାଖଣ୍ଡର ଉତ୍ତରକାଶୀର ସିଲକ୍ୟାରା ସୁଡଙ୍ଗରୁ ରେସ୍କ୍ୟୁ ହୋଇଛନ୍ତି ୪୧ଶ୍ରମିକ। ଅନ୍ଧାରୀ ଟନେଲରୁ ଫେରିଛି ଜୀବନ। ୧୭ଦିନ ପୂର୍ବେ ଏହି ଜୀବନ ରହିବ କି ନାହିଁ ତାହା…