ଭାରତୀୟ କ୍ରିକେଟ ଦଳକୁ ମିଳିଗଲା ନୂଆ ଏମଏସ ଧୋନୀ!

ବିଶାଖାପାଟନମ,୨୪।୧୧:ବିଶ୍ୱକପ ଶେଷ ହେବା ପରେ ଟିମ ଇଣ୍ଡିଆ ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଘରୋଇ ଟି-୨୦ ସିରିଜ ଖେଳୁଛି। ପ୍ରଥମ ମ୍ୟାଚ ବିଶାଖାପାଟନମରେ ଖେଳାଯାଇଥିଲା। ଏଥିରେ…

ଚାକିରି ଦେବା ନାଁରେ ବଡ଼ ଧରଣର ଠକେଇ, ୨ ଗିରଫ

ଭୁବନେଶ୍ୱର,୨୪।୧୧(ସୂର୍ଯ୍ୟକାନ୍ତ ବେହେରା): ମୁମ୍ବାଇ ପୋର୍ଟ ଟ୍ରଷ୍ଟ ନାମରେ ନକଲି ୱେବ୍‌ସାଇଟ ଖୋଲି ଚାକିରି ଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକିଥିବା ଏକ ଗ୍ୟାଙ୍ଗର ୨ ଜଣ…

ଘରେ ସାପ ଛାଡ଼ି ସ୍ତ୍ରୀ, ଝିଅଙ୍କୁ ହତ୍ୟା

କବିସୂର୍ଯ୍ୟନଗର,୨୪ା୧୧ (କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଢେଇବର ଗାଁରେ ସାପ କାମୁଡ଼ାରେ ମା’ ଓ ଝିଅଙ୍କ ମୃତ୍ୟୁ ଘଟଣା ଭିନ୍ନମୋଡ଼ ନେଇଛି। ଦେଢ଼ମାସ ପରେ…

ଭୂ-ସଂସ୍କାର ସଂଶୋଧନ ବିଲ୍‌ ବିଧାନସଭାରେ ଗୃହୀତ

ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ରାଜ୍ୟରେ ସିକିମ ଭାବେ ରେକର୍ଡ ହୋଇଥିବା ଜମିକୁ ଦଖଲ କରୁଥିବା ଉପ-ରୟତ କିମ୍ବା ଅଧସ୍ତନ-ରୟତ କିମ୍ବା ସେମାନଙ୍କ ଉତ୍ତରାଧିକାରୀମାନଙ୍କୁ ସେହି ଜମି ଉପରେ ସ୍ବତ୍ୱ/ରୟତି…

୫୦ ବର୍ଷରେ ପଦାର୍ପଣ କଲା ‘ଧରିତ୍ରୀ’ ଖବରକାଗଜ: ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର,୨୪।୧୧: ‘ଧରିତ୍ରୀ’ ଖବରକାଗଜ ୫୦ ବର୍ଷରେ ପଦାର୍ପଣ କରିଛି। ଏହି ଅବସରରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ନିଆରା ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି। ଏହି…

ରାଷ୍ଟ୍ରପତି ପୁରସ୍କାର ପାଇବେ କିନ୍ନର ଦୀପା

କଟକ,୨୪ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ରାଷ୍ଟ୍ରପତି ପୁରସ୍କାର ପାଇବେ କଟକରେ ରହୁଥିବା କିନ୍ନର ଦୀପା ସାହୁ। ଆସନ୍ତା ୩୦ରେ ଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଦୀପା ପୁରସ୍କୃତ ହେବେ…

ଭିକ୍ଷାବୃତ୍ତି କରି ଅଲାରନାଥଙ୍କୁ ରୁପା ଢାଳ ପ୍ରଦାନ

ବ୍ରହ୍ମଗିରି,୨୪ା୧୧(ସ୍ବାଧିନ ଚମ୍ପତ୍ତିରାୟ): ଜଣେ ମହିଳା ଭିକ୍ଷା ବୃତ୍ତି କରି ନିଜର ପେଟ ପୋଷିବା ସହିତ ବଳକା ଅର୍ଥକୁ ଏକ ମହାନ କାର୍ଯ୍ୟରେ ବିନିଯୋଗ କରି ଉଦାହରଣ ପାଲଟିଛନ୍ତି।…

ରାଜ୍ୟ ବାହାରକୁ କର୍ମ ଅନ୍ବେଷଣରେ ଯାଇଛନ୍ତି ୪୦ ହଜାର ଶ୍ରମିକ

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ):ରାଜ୍ୟରୁ ୪୦୦୮୮ ଜଣ ଶ୍ରମିକ ବାହାର ରାଜ୍ୟ ତଥା ଦେଶକୁ ଦାଦନ ଖଟିବାକୁ ଯାଇଛନ୍ତି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଲିଖିତ ପ୍ରଶ୍ନରେ ବିଧାନସଭାରେ…

୨ ବର୍ଷରେ ବିକ୍ରି ହେଲାଣି ୬୬ ହଜାର ଇଲେକ୍ଟ୍ରିକ ଯାନ

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ):ଓଡିଶା ବୈଦ୍ୟୁତିକ ଯାନ ନୀତି-୨୦୨୧ ଲାଗୁ ହେବା ପରଠାରୁ ୨୦୨୩ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୬୬ ହଜାର ୪୬୭ ଟି ଦୁଇ ଚକିଆ,…

ଖର୍ଚ୍ଚ ହୋଇ ପାରୁନି ବିଧାୟକ, ଏମ୍‌ପି ଆଞ୍ଚଳିକ ଉନ୍ନୟନ ପାଣ୍ଠି

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ):ରାଜ୍ୟରେ ବିଧାୟକ ଓ ଏମପି ଆଞ୍ଚଳିକ ଉନ୍ନୟନ ପାଣ୍ଠିକୁ ଖର୍ଚ୍ଚ ହୋଇ ପାରୁ ନାହିଁ। ଦୀର୍ଘ ବର୍ଷ ଧରି ବହୁ କୋଟି ଟଙ୍କା ପଡ଼ି ରହୁଛି।…