ବ୍ରାହ୍ମଣୀ ଘେରିବନ୍ଧ ରାସ୍ତାରେ ଖାଲ, ଯାତାୟାତରେ ବାଧା

ପଟ୍ଟାମୁଣ୍ଡାଇ,୨୯ା୧(କଳ୍ପତରୁ ନାୟକ): ଜିଲା ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଧୀନରେ ଥିବା ପଟ୍ଟାମୁଣ୍ଡାଇ ବ୍ରାହ୍ମଣୀ ଘେରିବନ୍ଧ ବାଇପାସ୍‌ଠାରୁ ଇନ୍ଦୁପୁର ପର୍ଯ୍ୟନ୍ତ ସାଢେ ୧୭ କିମି ରାସ୍ତା ବିଭାଗୀୟ କର୍ତ୍ତୃପକ୍ଷ…

ନରସିଂହଙ୍କ ଘରେ କଲିକେଶଙ୍କ ମହାପ୍ରସାଦ ବଣ୍ଟନ

ବଲାଙ୍ଗୀର, ୨୯।୧(ବୀରେନ୍ଦ୍ର କୁମାର ଝାଙ୍କର): ରାଜନୀତରେ ପ୍ରତିଦ୍ୱନ୍ଦ୍ୱିତାରୁ ଆରମ୍ଭ ହୋଇଯାଏ ପରସ୍ପର ବିରୋଧୀ ମତ, ମନ୍ତବ୍ୟ। ଏଭଳି ପ୍ରତିଦ୍ୱନ୍ଦ୍ୱିତା, ମତ-ମନ୍ତବ୍ୟ ପିଢ଼ିପିଢ଼ି ଧରି ଲାଗି ରହିଲେ ସାଧାରଣରେ…

ଅଟିଜିମ୍‌ : କାରଣ, ପ୍ରତିକାର

ସମ୍ପୂର୍ଣ୍ଣ ଆରୋଗ୍ୟ ସମ୍ଭବ ନୁହେଁ ଅଟିଜିମ୍‌ ହେବାରେ ଜିନ୍‌ଗତ ପ୍ରଭାବକୁ ଅସ୍ବୀକାର କରାଯାଇପାରିବନି। ବରଂ ଜିନ୍‌ଗତ ଓ ପରିବେଶଗତ ମିଳିତ ପ୍ରଭାବ ଏଥିପାଇଁ ଦାୟୀ। ତେବେ ସନ୍ତାନଟି…

ଡାଇନୋସର୍‌ର ପୃଥିବୀ

ନିୟୁତ ନିୟୁତ ବର୍ଷ ତଳର କଥା; ଜନମାନବ ଶୂନ୍ୟ ଆଦିମ ପୃଥିବୀଟା ଥିଲା ନୀରବ ଓ ନିଷ୍ପନ୍ଦ। ଆଗ୍ନେୟଗିରିଗୁଡିକ ଅଗ୍ନି ଉଦ୍‌ଗିରଣ କରି ଦିଗ୍‌ବଳୟକୁ ଧୂମାୟିତ କରୁଥିଲେ…

ଆମେରିକାରେ ପ୍ରବେଶ କରୁଛନ୍ତି ଆତଙ୍କବାଦୀ ,ସୀମାରେ ବଡ଼ ଧରଣର ଆକ୍ରମଣ ଆଶଙ୍କା: ଟ୍ରମ୍ପଙ୍କ ଚେତାବନୀ…

ଓ୍ବାଶିଂଟନ,୨୯।୧ : ଆମେରିକାର ସୀମା ନିକଟରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇପାରେ ବୋଲି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଶଙ୍କା ବ୍ୟକ୍ତ କରିଛନ୍ତି। ଟ୍ରମ୍ପ…

ବରୀ ବିଜେଡି: ଆଶାୟୀଙ୍କ ଭିତରେ ଲଢ଼େଇ

ରସୁଲପୁର, ୨୯।୧(ରଞ୍ଜିତ ରାଉତ): ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସରୁ ପ୍ରାର୍ଥୀ ହେବା ପାଇଁ ଆଶାୟୀମାନେ କସରତ ଆରମ୍ଭ…

ଜୋର୍ଡାନରେ ଆମେରିକା ବେସ ଉପରେ ଡ୍ରୋନ ଆକ୍ରମଣରେ ୩ ସେନା ମୃତ

କଲମ୍ବିୟା,୨୯।୧: ଜୋର୍ଡାନରେ ଇରାନ ସମର୍ଥିତ ଆତଙ୍କବାଦୀଙ୍କ ଆକ୍ରମଣରେ ୩ଜଣ ଆମେରିକୀୟ ସେନା ନିହତ ହୋଇଥିବାବେଳେ ଅନେକେ ଆହତ ହୋଇଛନ୍ତି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏକ ବିବୃତ୍ତିରେ…

କେବଳ ଶଙ୍ଖଚିହ୍ନ, ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ: ପାଣ୍ଡିଆନ

ଭୁବନେଶ୍ୱର,୨୯ା୧(ଅସମାପିକା ସାହୁ): କେବଳ ଶଙ୍ଖଚିହ୍ନ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ। ନବୀନ ପଟ୍ଟନାୟକ ଆପଣଙ୍କ ପରିବାର ଓ ପିଲାମାନଙ୍କ ସ୍ବପ୍ନକୁ ସାକାର କରିବାକୁ ଦିନରାତି ଖଟୁଛନ୍ତି।…

ଆଜିଠୁ ଶ୍ରୀଜଗନ୍ନାଥ ବସ୍‌ରେ ପୁରୀ ଆସିବେ ଶ୍ରଦ୍ଧାଳୁ

ପୁରୀ,୨୯ା୧(ଅଜିତ୍‌ ମହାନ୍ତି): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଥିଲେ। ଏହାପରେ ଏହି ମହତ୍ତ୍ୱାକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର…

ପୁଣି ବଢ଼ିଲା ବିଏସ୍‌କେୱାଇ ନବୀନ କାର୍ଡ ଆବେଦନ ଅବଧି

ଭୁବନେଶ୍ୱର, ୨୯।୧(ଅସମାପିକା ସାହୁ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ନବୀନ କାର୍ଡ ପାଇଁ ଆବେଦନ ଅବଧିକୁ ପୁଣି ବୃଦ୍ଧି କରାଯାଇଛି। ଗ୍ରାମାଞ୍ଚଳର ପ୍ରତ୍ୟେକ ଯୋଗ୍ୟବ୍ୟକ୍ତି ଯେପରି…