ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ: କୁଏଟ୍‌କୁ ହରାଇଲା ଭାରତ

କୁଏଟ,୧୬ା୧୧ ୨୦୨୬ ଫୁଟବଲ ବିଶ୍ୱକପ ପାଇଁ ଅନୁଷ୍ଠିତ ଦ୍ୱିତୀୟ ରାଉଣ୍ଡର ଯୋଗ୍ୟତା ପର୍ଯ୍ୟାୟରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ। କୁଏଟର ଅଲ ଅହମଦ ଜାବେର ଇଣ୍ଟରନ୍ୟାଶନାଲ…

ଜାଣନ୍ତି କି ସବୁ ଋତୁରେ କୁହୁଡ଼ି ନ ପଡ଼ି ଶୀତଦିନରେ କାହିଁକି ପଡ଼ିଥାଏ

ଆମେ ସମସ୍ତେ ଜାଣୁ ଯେ, ଶୀତଦିନେ କୁହୁଡି ଆସେ ଏବଂ ଏହା ସହର କିମ୍ବା ଗାଁକୁ ଆଚ୍ଛାଦିନ କରି ରଖିଥାଏ। କିନ୍ତୁ କେବେ ଭାବିଛନ୍ତି ଏହି କୁହୁଡ଼ି…

ଭଡ଼ା ଘରୁ ୫ ଛାତ୍ରଙ୍କୁ ଉଠାଇନେଲା ବେଙ୍ଗାଲୁରୁ ନାର୍କୋଟିକ୍ସ ଟିମ୍‌

ଜୟପୁର,୧୫ା୧୧ (ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ସହର ପାରବେଡାର ଏକ ଭଡ଼ା ଘରୁ ବୁଧବାର ବେଙ୍ଗାଲୁରୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଟିମ୍‌ ୫ ଜଣ ଛାତ୍ରଙ୍କୁ…

ବଙ୍ଗୋପସାଗର ଉପକୂଳରେ ଘୂର୍ଣ୍ଣିବଳୟ, ପାଣିପାଗ ବିଭାଗ ଜାରି କଲା ସତର୍କ ସୂଚନା

ନୂଆଦିଲ୍ଲୀ,୧୬।୧୧: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସୂଚନା ଦେଇଛି। ପାଣିପାଗ ବିଭାଗ କହିଛି ଯେ ବଙ୍ଗୋପସାଗରରେ ଥିବା ଚାପ ଶୁକ୍ରବାର ସୁଦ୍ଧା…

ଗାଜା ହସ୍ପିଟାଲ ଏମଆରଆଇ ୟୁନିଟରୁ ମିଳିଲା ଅସ୍ତ୍ରଶସ୍ତ୍ର, ଇସ୍ରାଏଲ ଜାରି କଲା ଭିଡିଓ

ଜେରୁଜେଲମ,୧୬।୧୧: ଗାଜାରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ଦାବି କରିଛି ଯେ ହମାସ ହସ୍ପିଟାଲରେ ଆତଙ୍କବାଦୀ କାର୍ଯ୍ୟକଳାପରେ ବ୍ୟବହୃତ ବିସ୍ଫୋରକ ଏବଂ ଅସ୍ତ୍ରଶସ୍ତ୍ର ବ୍ୟବହାର କରୁଥିଲେ। ଇସ୍ରାଏଲ…

ଜାପାନ ମାଷ୍ଟର୍ସ ଟେନିସରେ ଭାରତକୁ ଝଟକା

କୁମାମୋତୋ(ଜାପାନ),୧୬ା୧୧: ଭାରତର ଏଚ୍‌.ଏସ୍‌. ପ୍ରଣୟ ଜାପାନ ମାଷ୍ଟର୍ସ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ତାଙ୍କ ଦ୍ୱିତୀୟ ରାଉଣ୍ଡ ମ୍ୟାଚ ହାରିଯାଇଛନ୍ତି। ଏଥିସହିତ ପ୍ରତିଯୋଗିତାରେ ଭାରତର ଅଭିଯାନ ଶେଷ…

ଚର୍ଚ୍ଚାରେ ଅନୁଷ୍କାଙ୍କ ମହଙ୍ଗା କୋ-ଅର୍ଡ ସେଟ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ସେ ତାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର…

ଧାର ଟଙ୍କା ଫେରସ୍ତ ମାଗିବାରୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲେ

ଭବାନୀପାଟଣା,୧୬।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଭଙ୍ଗାବାରୀ ନିକଟରେ ଧାର ଟଙ୍କା ଫେରସ୍ତ ମାଗିବାକୁ ଯାଇ ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଦୁର୍ବୃତ୍ତ ଜଣକ…

ଷ୍ଟେଶନ ନିକଟରୁ ମିଳିଲା ୨ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ

କୋରାପୁଟ,୧୬।୧୧(ଅମିତାଭ ବେହେରା): କୋରାପୁଟ-କିରାଣ୍ଢୁଲ ରେଳଲାଇନର ଜରଟି ଷ୍ଟେଶନ ନିକଟ ରେଳଧାରଣା ପାଖରୁ ଗୁରୁବାର ସକାଳେ ୨ ଜଣ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ମିଳିଛି। ଗୋଟିଏ ମୃତଦେହର ଅଣ୍ଟାରୁ…