ମଙ୍ଗୁଳି ଛକରେ ଟ୍ରକ୍‌କୁ ପିଟିଲା କାର୍‌, ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର

ଚୌଦ୍ୱାର,୨୧।୧(ମାନସ କୁମାର ସାମଲ): ଓଡିଆ ସିନେଜଗତର ଲୋକପ୍ରିୟ ସିନେ ନିର୍ଦ୍ଦେଶକ ସୁଧାକର ବସନ୍ତ ଦୁର୍ଘଟଣାର ଶିକାର ହୋଇଛନ୍ତି। କଟକ ମଙ୍ଗୁଳିସ୍ଥିତ ବଜରଙ୍ଗୀ ଓ୍ବେ ବ୍ରିଜ୍‌ ନିକଟରେ ତାଙ୍କ…

୧୩ ନଥିପତ୍ର ଉଭାନ, ୮୬.୫ କୋଟିର ହିସାବ ମିଳୁନି

ଯାଜପୁର,୨୧ା୧(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର ଖଣି ଓ ଶିଳ୍ପ ସମୃଦ୍ଧ ତଥା ସର୍ବାଧିକ ରାଜସ୍ବ ଆଦାୟ ହେଉଥିବା ସୁକିନ୍ଦା ବ୍ଲକରେ ବ୍ୟାପକ ଦୁର୍ନୀତିର ଗନ୍ଧ ବାରି ହୋଇପଡ଼ିଛି। ୨୦୨୧-୨୨…

ଗଣମାଧ୍ୟମ, ସୋସିଆଲ ମିଡିଆକୁ ସତର୍କ କରାଇଲା କେନ୍ଦ୍ର; ରାମମନ୍ଦିରକୁ ନେଇ ବିଭ୍ରାନ୍ତ କରନାହିଁ

ନୂଆଦିଲ୍ଲୀ,୨୧।୧: ଅଯୋଧ୍ୟାରେ ଭବ୍ୟ ରାମମନ୍ଦିରର ପ୍ରାଣପ୍ରତିଷ୍ଠା ଉତ୍ସବ ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏହାକୁ ନେଇ ବିଭିନ୍ନ ଗଣମାଧ୍ୟମ ଓ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମରେ କେତେକ…

୩୮ ଡାକ୍ତର ବଦଳରେ ୮

ପଟ୍ଟାମୁଣ୍ଡାଇ,୨୧ା୧(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ନିର୍ବାଚନମଣ୍ଡଳୀକୁ ସୀମା ପୁନଃ ନିର୍ଦ୍ଧାରଣ ବେଳେ ଭାଗ ଭାଗ କରି ରାଜନଗର, କେନ୍ଦ୍ରାପଡ଼ା ଓ ଆଳି ବିଧାନସଭା ଆସନରେ ମିଶାଇ ଦିଆଯାଇଛି।…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ)କଟ୍‌ନୀ ଛଟ୍‌ନୀ ଓ ଅନ୍ୟ ସମସ୍ୟାକୁ ନେଇ କେନ୍ଦ୍ରାପଡ଼ା ଜିଲା କୃଷକ ସଙ୍ଗଠନ ଗତ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଗଣଧାରଣା ଦେଇଥିଲେ। ଖରିଫ ଧାନର ଅଭାବ…

ସଜେଇ ହେଉଛି ଫତେଗଡ଼ ଶ୍ରୀରାମ ମନ୍ଦିର

ନୟାଗଡ଼/ଭାପୁର,୨୧।୧(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ଅଯୋଧ୍ୟାରେ ରାମଲାଲା ମନ୍ଦିର ପ୍ରାଣ ପ୍ରତିଷ୍ଠା ଦିବସ ଜାନୁଆରୀ ୨୨ରେ ନୟାଗଡ଼ ଜିଲା ଭାପୁର ବ୍ଲକ ଅଧୀନ ଫତେଗଡ ଗିରି ଗୋବର୍ଦ୍ଧନ ପାହାଡ଼ର…

ସୋଏବଙ୍କ ତୃତୀୟ, ସନାଙ୍କ ଦ୍ୱିତୀୟ ବିବାହ, ଜାଣନ୍ତୁ ପ୍ରଥମେ କାହା ସହ ହୋଇଥିଲା ସୋଏବଙ୍କ ବିବାହ

କରାଚୀ,୨୦ା୧(ପି.ଟି.): ଭାରତୀୟ ଟେନିସ୍‌ ସୁପରଷ୍ଟାର ସାନିଆ ମିର୍ଜାଙ୍କ ସହ ୧୩ ବର୍ଷର ସମ୍ପର୍କ ଛିନ୍ନ କରି ତୃତୀୟ ଥର ବିବାହ କରିଛନ୍ତି ପାକିସ୍ତାନୀ କ୍ରିକେଟର ସୋଏବ ମଲିକ।…

ଭର୍ତ୍ତୃହରିଙ୍କ ଗତିବିଧିକୁ ନେଇ ଚର୍ଚ୍ଚା

କଟକ,୨୦ା୧(ଶିଳ୍ପା ପ୍ରିୟଦର୍ଶିନୀ)-ସାଧାରଣ ନିର୍ବାଚନ ପୂର୍ବରୁ କଟକ ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ଗତିବିଧିକୁ ନେଇ ଚର୍ଚ୍ଚା ଚାଲିଛି। ବିଜେଡିର ଏହି ବରିଷ୍ଠ ନେତା ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

ବନ୍ୟପ୍ରାଣୀ ବେପାରକୁ ଗ୍ରୀନ ସିଗନାଲ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର, ୨୦।୧(ଅସମାପିକା ସାହୁ)- ଆଇନଗତ ଉପାୟରେ ଏଣିକି ଭାରତୀୟ ବନ୍ୟପ୍ରାଣୀଙ୍କୁ କିଣା ବିକା କରି ହେବ। କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ତରଫରୁ…