ଜଳକଷ୍ଟ ଭୋଗୁଛନ୍ତି ସୋଲବନ୍ଦୀ ଗ୍ରାମବାସୀ

କୋରେଇ,୧୯ା୧(ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ଅସନଝର ପଞ୍ଚାୟତ ସୋଲବନ୍ଦୀ(ଟିକରସାହି)ଗ୍ରାମରେ ଦୀର୍ଘବର୍ଷ ହେବ ଜଳକଷ୍ଟ ଲାଗି ରହିଛି। ଫଳରେ ପିଇବା ପାଣି ପାଇଁ ଶତାଧିକ…

ଆଜି କଳିଙ୍ଗରେ କୋଲକାତା ଡର୍ବି

ଭୁବନେଶ୍ୱର,୧୯ା୧(ସରୋଜ ଜେନା): ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ଖେଳାଯିବ କୋଲକାତା ଡର୍ବି। ଦୁଇ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ମୋହନବାଗାନ ସୁପର ଜାଏଣ୍ଟ୍ସ ଓ ଇଷ୍ଟ ବେଙ୍ଗଲ ଏଫ୍‌ସି। ଏହି…

ବଢୁଛି ହାତୀ-ମଣିଷ ଲଢ଼େଇ

ଯାଜପୁର,୧୯ା୧(ହର୍ଷବର୍ଦ୍ଧନ ବେହେରା): ହାତୀ ଚଲାପଥ (ଏଲିଫ୍ୟାଣ୍ଟ କରିଡର) ଏବଂ ହାତୀ ସଂରକ୍ଷିତ ଅଞ୍ଚଳ (ଏଲିଫ୍ୟାଣ୍ଟ ରିଜର୍ଭ) ଯୋଜନା କଟକ ଫରେଷ୍ଟ ଡିଭିଜନ ଅଞ୍ଚଳରେ ଲକ୍ଷ୍ୟଚ୍ୟୁତ ହୋଇଛି। ସେହିପରି…

ପୂର୍ବତନ ବିଚାରପତିଙ୍କୁ ଖରାପ ସିଟ୍‌ ଦେବା ପଡିଲା ମହଙ୍ଗା: ୨୩ ଲକ୍ଷ ଟଙ୍କା ଜୋରିମନା ଦେବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୯।୧: ବିମାନ ଯାତ୍ରା ସମୟରେ ପୂର୍ବତନ ବିଚାରପତିଙ୍କୁ ଖରାପ ସିଟ୍‌ ଦେବା ଏୟାର ଇଣ୍ଡିଆ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବିମାନ କମ୍ପାନୀକୁ ପୂର୍ବତନ ବିଚାରପତିଙ୍କୁ ୨୩…

ସ୍ଥାପତ୍ୟ ଆଲୋକରେ ଝଲସୁଛି ନେତାଜୀ ସଂଗ୍ରହାଳୟ

କଟକ,୧୯ା୧(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତା ୨୩ ତାରିଖରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳନ କରାଯିବ। ଏଥିପାଇଁ ଚଳଚଳଞ୍ଚଳ ହୋଇଛି କଟକ ଓଡ଼ିଆ ବଜାରସ୍ଥିତ ନେତାଜୀ ସଂଗ୍ରହାଳୟ।…

ଆଜିଠୁ ଓଡ଼ିଶା ବନାମ ଜମ୍ମୁ-କଶ୍ମୀର

ଭୁବନେଶ୍ୱର, ୧୯।୧ (ତପନ ସ୍ବାଇଁ): ଚଳିତ ରଣଜୀ ଟ୍ରଫି ସିଜନରେ ଓଡ଼ିଶା ଏହାର ତୃତୀୟ ମ୍ୟାଚ ଶୁକ୍ରବାରଠାରୁ ଜମ୍ମୁ-କଶ୍ମୀର ବିପକ୍ଷରେ ଖେଳିବ। କଟକସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଏହି…

ଏପ୍ରିଲ ୩୦ ସୁଦ୍ଧା ସରିବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି

କଟକ,୧୯ା୧ (କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ ଆସନ୍ତା ଏପ୍ରିଲ ୩୦ ତାରିଖ ସୁଦ୍ଧା ଶେଷ ହେବ ବୋଲି ଆମିକସ୍‌କ୍ୟୁରି ହାଇକୋର୍ଟରେ ଗୁରୁବାର ରିପୋର୍ଟ ଦାଖଲ…

କମୁଛି ତାପମାତ୍ରା, ବନ୍ୟପ୍ରାଣୀ ପ୍ରଭାବିତ

ଭୁବନେଶ୍ୱର,୧୯।୧(ଅସମାପିକା ସାହୁ): ଚଳିତ ମାସରେ ଶିମିଳିପାଳ ଅଭୟାରଣ୍ୟର ବାର୍‌ହା କାମୁଡ଼ା ଅଞ୍ଚଳରେ ଦୁଇଥର ତାପମାତ୍ରା ଶୂନ ଡିଗ୍ରୀ ସେଲସିୟସକୁ ଖସିଛି। କିଛିଦିନ ହେଲା ବ୍ୟାଘ୍ର ପ୍ରକଳ୍ପର ଅନ୍ୟାନ୍ୟ…

ରେଙ୍ଗଳ ସରପଞ୍ଚ ପଦ ଅସିଦ୍ଧ ଘୋଷିତ

ପିପିଲି,୧୯ା୧(ଦୁର୍ଗାମାଧବ ମିଶ୍ର): ଡେଲାଙ୍ଗ ବ୍ଲକ ରେଙ୍ଗଳ ସରପଞ୍ଚ ପଦବୀକୁ ନିର୍ବାଚନ ଟ୍ରିବ୍ୟୁନାଲ ତଥା ପିପିଲି ସିଭିଲ ଜଜ୍‌ ଜୁନିୟର ଡିଭିଜନ ସଂଗ୍ରାମ କୁମାର ମିଶ୍ର ଗୁରୁବାର ଅସିଦ୍ଧ…

ଲକ୍ଷ୍ୟ ପଥରେ ନୀରଜ

ଟୋକିଓ ଅଲିମ୍ପିକ୍‌ ଜାଭେଲିନ୍‌ ଥ୍ରୋ ଚାମ୍ପିୟନ ନୀରଜ ଚୋପ୍ରା ଗତ ସିଜନରେ ତାଙ୍କ ପ୍ରଦର୍ଶନକୁ ନେଇ ସନ୍ତୁଷ୍ଟ ନୁହନ୍ତି। ଗତବର୍ଷ ସେ ବିଶ୍ୱ ଚାମ୍ପିୟନ ହେବା ସହ…