ଜ୍ଞାନବାପି ମାମଲା: ହିନ୍ଦୁ ପକ୍ଷଙ୍କ ସପକ୍ଷରେ ରାୟ ଦେଲେ ସୁପ୍ରିମକୋର୍ଟ

ବାରାଣସୀ,୧୬।୧: ବହୁଚର୍ଚ୍ଚିତ ବାରାଣସୀର ଜ୍ଞାନବାପି ମସ୍‌ଜିଦ୍‌ ମାମଲାରେ ସୁପ୍ରିମକୋର୍ଟ ମଙ୍ଗଳବାର ବଡ଼ ରାୟ ଦେଇଛନ୍ତି। ମସଜିଦ୍‌ ପରିସରରେ ଥିବା ସିଲ୍‌ ଅଞ୍ଚଳକୁ ସଫା କରିବା ଲାଗି ହିନ୍ଦୁ…

ପୋଲତଳୁ ନାବାଳକଙ୍କ ମୃତଦେହ ଜବତ: ହତ୍ୟା ସନ୍ଦେହ

ଯୋଡ଼ା,୧୬ା୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଥାନା ଅଧୀନ କୋହ୍ଲହୁଣ୍ଡୁଳା ଗ୍ରାମରେ ଥିବା ଏକ ପୋଲତଳୁ ମଙ୍ଗଳବାର ପୋଲିସ ଜଣେ ନାବାଳକଙ୍କ କ୍ଷତବିକ୍ଷତ ମୃତଦେହ ଜବତ କରିଛି।…

କର୍ମଚାରୀମାନେ ଦିଅନ୍ତୁ ସ୍ବତଃ ପ୍ରବୃତ୍ତ ଇସ୍ତଫା! ଦୁର୍ଗମ ପାହାଡିଆ ଇଲାକାକୁ ଶିଫ୍ଟ ହୋଇଗଲା କମ୍ପାନୀ, ତା’ପରେ…

ଶିଆନ,୧୬।୧: କର୍ମଚାରୀଙ୍କୁ କମ୍ପାନୀରୁ ବାହାର କରିବା ପାଇଁ ଅଧିକାଂଶ ସ୍ଥାନରେ ସେମାନଙ୍କ କାମରେ ଭୁଲ ବାହାର କରାଯାଇଥାଏ କିମ୍ବା ଅନ୍ୟ କୌଣସି ଉପାୟରେ ହଇରାଣ କରାଯାଏ ଯାହାଦ୍ୱାରା…

୨୨ ତାରିଖରେ ଓଡ଼ିଶା ଛୁଟି ଘୋଷଣା ଦାବି

ଭୁବନେଶ୍ୱର,୧୬।୧: ରାଜ୍ୟ ସରକାର ଆସନ୍ତା ୨୨ ତାରିଖକୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରନ୍ତୁ। ଏହାସହ ସେ ଦିନ ରାଜ୍ୟରେ ସମସ୍ତ…

ବିବାହ କରିବେ ଟେଲି ପରଦାର ନାଗିନ୍‌, ଜାଣନ୍ତୁ ଭାବି ସ୍ବାମୀ କିଏ?

ବମ୍ବେ: ବିବାହ କରିବାକୁ ଯାଉଛନ୍ତି ଟେଲି ପରଦାର ଲୋକପ୍ରିୟ ଅଭିନେତ୍ରୀ ସୁରଭି ଚନ୍ଦନା। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ସେ ଏନେଇ ପ୍ରଶଂସକଙ୍କୁ ଜଣାଇଛନ୍ତି। ପ୍ରେମିକ…

କଳା ପଲସରରେ ଆସି ଟଙ୍କା ବ୍ୟାଗ୍‌ ଛଡାଇନେଲେ 

ପାଟଣା,୧୬।୧: କେନ୍ଦୁଝର ଜିଲା ତୁରୁମୁଙ୍ଗା ବଜାରରେ କଳା ପଲସର ଆତଙ୍କ  ଦେଖିବାକୁ ମିଳିଛି। ଦିନ ଦ୍ବିପହରରେ ତୁରୁମୁଙ୍ଗା ବଜାରରୁ ଟଙ୍କା ବ୍ୟାଗ ଲୁଟିନେଇଛନ୍ତି ଦୁର୍ବୃତ୍ତ। ଲୁଟେରାଙ୍କୁ ଧରିବାକୁ…

ଗର୍ଭଯନ୍ତ୍ରଣା କମ୍‌ କରିବା ପାଇଁ ୫ଘଣ୍ଟା ଧରି ଭଜନ ଗାଇଲେ ମହିଳା, ସ୍ବାମୀ ବଜାଇଲେ ଗିଟାର, ଜନ୍ମ କଲେ ଶିଶୁ

ସିଏଟଲ,୧୬।୧: ମା’ ହେବା ସବୁ ନାରୀ ପାଇଁ ଏକ ସୁନ୍ଦର ଅନୁଭବ। କିନ୍ତୁ ଏହି ସୁଖଦ ମୂହୂର୍ତ୍ତ ପାଇବା ପାଇଁ ନାରୀକୁ ୧୦ମାସ କାଳ ଗର୍ଭ ଯନ୍ତ୍ରଣା…

ଅଯୋଧ୍ୟା ଯିବେ କୋହଲି, ମିଳିଲା ନିମନ୍ତ୍ରଣ

ନୂଆଦିଲ୍ଲୀ,୧୬।୧: ଅଯୋଧ୍ୟାରେ ପ୍ରସ୍ତାବିତ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କୁ ନିମନ୍ତ୍ରଣ ମିଳିଛି। ଏହାପୂର୍ବରୁ ସୋମବାର ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର…

ଶୁବମନ ଗିଲଙ୍କ ସହ ହେଉନାହିଁ ନ୍ୟାୟ, ପାକିସ୍ତାନରେ ଉଠିଲା ସ୍ବର

ନୂଆଦିଲ୍ଲୀ,୧୬।୧: ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟି -୨୦ ମ୍ୟାଚରୁ ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲଙ୍କୁ ବାହାରର ରାସ୍ତା ଦେଖାଯାଇଥିବା ନେଇ ପ୍ରଶ୍ନ ଉଠିଛି। ଗିଲଙ୍କ ସ୍ଥାନରେ ଯଶସ୍ବୀ…

ସୁନ୍ଦରକାଣ୍ଡ ପାଠ କଲେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୬।୧: ଆମ ଆଦମୀ ପାର୍ଟି (ଏଏପି) ର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମଙ୍ଗଳବାର ରୋହିଣୀ ଅଞ୍ଚଳରେ ସୁନ୍ଦରକାଣ୍ଡ ପାଠ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।…