ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅଣଦେଖା, ପୁଣି ଚାଲିଲା କ୍ଷମତା ଲଢ଼େଇ…

ବେଙ୍ଗାଲୁରୁ,୪।୧୧ : ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) ମହାସଚିବ ରଣଦୀପ ସୁରଜେୱାଲା ଦଳର ବିଧାୟକ, ନେତା ଓ ମନ୍ତ୍ରୀମାନଙ୍କୁ ଚେତାବନୀ ଦେଇଛନ୍ତି କର୍ନାଟକରେ କ୍ୟାବିନେଟ ପୁନର୍ଗଠନ…

ହମାସ୍‌ ମୁଖ୍ୟଙ୍କ ଘରେ କ୍ଷେପଣାସ୍ତ୍ର ମାଡ଼

ଜେରୁଜେଲମ୍‌,୪ା୧୧: ଇସ୍ରାଏଲ୍‌ ପ୍ରତିରକ୍ଷା ବାହିନୀ (ଆଇଡିଏଫ୍‌) ଶନିବାର ଗାଜାରେ ପାଲେଷ୍ଟାଇନ ଆତଙ୍କବାଦୀ ଗୋଷ୍ଠୀର ରାଜନୈତିକ ମୁଖ୍ୟ ଇସ୍‌ମାଇଲ୍‌ ହନିୟେଙ୍କ ଘରେ କ୍ଷେପଣାସ୍ତ୍ର ମାଡ଼ କରିଛି। ତେବେ ଆକ୍ରମଣ…

ଇସ୍ରୋ ଅଧ୍ୟକ୍ଷ ହେବାକୁ ବାଧା ଦେଇଥିଲେ ସିଭନ, ଅଭିଯୋଗ ଆଣିଲେ ସୋମନାଥ…

ହାଇଦ୍ରାବାଦ,୪।୧୧ : ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ର ଅଧ୍ୟକ୍ଷ ଏସ ସୋମନାଥଙ୍କ ଦ୍ୱାରା ପ୍ରକାଶିତ ଏକ ଅଭିଯୋଗ ଆଲୋଡ଼ନ ସୃଷ୍ଟି କରିଛି। ସେ ତାଙ୍କ…

୨୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୪/୧୧: ନଭେମ୍ବର ୨୧ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବିଧାନସଭା ପରିଚାଳନା…

ବିବାହର ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ଅନ୍ତସତ୍ତ୍ୱା କରିଥିଲେ ଯୁବକ: ଏବେ ୨୦ ବର୍ଷ ଭୋଗିବେ ଜେଲ୍‌ଦଣ୍ଡ

କେନ୍ଦୁଝର,୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ୍‌ଟ୍ରାକ୍‌ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଜଣେ ନାବାଳିକା ବଳାତ୍କାରୀଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହିତ…

ଚଳିତ ମାସ ୨୮ ତାରିଖରେ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୪।୧୧: ଅନେକ ଚର୍ଚ୍ଚା ଓ ଆଲୋଚନା ମଧ୍ୟରେ ଚଳିତ ମାସ ୨୮ ତାରିଖରେ ରତ୍ନଭଣ୍ଡାରର ଲେଜର ସ୍କାନିଂ କରିବାକୁ ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବସିଥିବା…

ରନଓ୍ବେରେ ଚେତକ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ, ଜଣେ ମୃତ…

କୋଚି,୪।୧୧: ଶନିବାର କେରଳର କୋଚିସ୍ଥିତ ନାଭାଲ ଏୟାର ଷ୍ଟେଶନ ଆଇଏନଏସ ଗରୁଡର ରନୱେରେ ଏକ ଚେତକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ନିୟମିତ ଟ୍ରେନିଂ ଡ୍ରିଲ…

୧୨ ପଞ୍ଚାୟତରେ ୧୧୯ ପ୍ରକଳ୍ପ ପାଇଁ ୬ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

କୋରୁକୋଣ୍ଡା,୪ା୧୧(ଅବିନାଶ ବେହେରା): ମାଲକାନଗରି ଜିଲା କୋରୁକୋଣ୍ଡା ବ୍ଲକ ସଦର ଖେଳପଡ଼ିଆଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁଚିନ୍ତାଧାରାକୁ ନେଇ ଶନିବାର ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ୧୨ଟି…

ଇଂଲଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୨୮୭ ରନ…

ଅହମଦାବାଦ,୪।୧୧: ଗୁଜରାଟର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପ ୨୦୨୩ର ୩୬ତମ ମ୍ୟାଚ ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଛି। ଇଂଲଣ୍ଡ ଅଧିନାୟକ ଜୋସ ବଟଲର…

ଭୁବନେଶ୍ୱର ଏବଂ ଝାରସୁଗୁଡ଼ା ବିମାନ ବନ୍ଦରରୁ କୋଲକାତା ଏବଂ ଜୟପୁରକୁ ବିମାନ ଉଡ଼ାଣ କରିବ

ଭୁବନେଶ୍ୱର,୪/୧୧: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ କୋଲକାତା ଏବଂ ବେଙ୍ଗାଲୁରୁକୁ ବିମାନସେବା ଚଳିତ ମାସରେ ଆରମ୍ଭ ହେବ ବୋଲି ଇଣ୍ଡିଗୋ ଏୟାର ଲାଇନ୍ସ ସୂତ୍ରରୁ…