ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ସାଇନ୍‌ବୋର୍ଡ

ନିରାକାରପୁର,୧ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଯାତ୍ରୀମାନଙ୍କ ସୁବିଧା ପାଇଁ ରେଳ ବିଭାଗ ଷ୍ଟେଶନ ଉନ୍ନତିକରଣଠାରୁ ଆରମ୍ଭ କରି ଟ୍ରେନ୍‌ ଭିତରେ ଯାତ୍ରୀ କିଭଳି ସୁରକ୍ଷିତ ଓ ଆରାମରେ ଯାତାୟାତ…

ଆମେରିକାରେ ଭାରତୀୟ ଛାତ୍ରଙ୍କୁ ଛୁରାମାଡ଼

ଓ୍ବାଶିଂଟନ,୧ା୧୧:ଆମେରିକାର ଇଣ୍ଡିଆନା ରାଜ୍ୟ ଅନ୍ତର୍ଗତ ଭାଲପାରାଇସୋ ସହରରେ ଜଣେ ୨୪ ବର୍ଷୀୟ ଭାରତୀୟ ଛାତ୍ରଙ୍କୁ ଗୁଳିମାଡ଼ ହୋଇଛି। ଗୁରୁତର ବରୁଣଙ୍କୁ ଫୋର୍ଟ ଓ୍ବାନେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ଶିନ୍ଦେଙ୍କ ଘୋଷଣା: ମରାଠାଙ୍କୁ ମିଳିବ ସଂରକ୍ଷଣ

ମୁମ୍ବାଇ,୧ା୧୧:ମହାରାଷ୍ଟ୍ରର ଅନ୍ୟ ସମ୍ପ୍ରଦାୟଗୁଡ଼ିକୁ ମିଳୁଥିବା ସଂରକ୍ଷଣ ସୁବିଧାକୁ ଅପରିବର୍ତ୍ତିତ ରଖି ମରାଠାମାନଙ୍କୁ ସଂରକ୍ଷଣ ଯୋଗାଇଦେବା ଲାଗି ବୁଧବାର ସର୍ବଦଳୀୟ ବୈଠକରେ ସହମତି ହୋଇଥିବା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ…

ଅଲିଭ୍‌ ରିଡ୍‌ଲେଙ୍କ ମିଳନ ଋତୁ ଆରମ୍ଭ, ମେ’ ୩୧ ପର୍ଯ୍ୟନ୍ତ ଫିସିଂ ମନା

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବିରଳ ଅଲିଭ୍‌ ରିଡ୍‌ଲେଙ୍କ ମିଳନ ରୁତୁ ଆରମ୍ଭ ହୋଇଛି। ନୂଆ ଅତିଥିଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ।…

ସନ୍ତୋଷୀ ସାହୁ ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟର କୁଳସଚିବ

ଭୁବନେଶ୍ୱର,୧ା୧୧: ନବଗଠିତ ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟର କୁଳସଚିବ ଭାବେ ଓଏ୍‌ଏସ୍‌ ସନ୍ତୋଷୀ ସାହୁ ନିଯୁକ୍ତ ହୋଇଛନ୍ତି। ବୁଧବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ,…

ଓଡ଼ିଶା: ଆଜିର ଫଟୋ ( ନଭେମ୍ବର ୧, ୨୦୨୩ )

ଭୁବନେଶ୍ୱର ରବିନ୍ଦ୍ର ମଣ୍ଡପରେ ଉତ୍କଳ ନୃତ୍ୟ ଏବଂ ଅନୁସନ୍ଧାନ ଏକାଡେମୀ ଦ୍ୱାରା ୨୦ ତମ କୁମାର ଉତ୍ସବ     ଶପଥ ଗ୍ରହଣ ପରେ ମହାପ୍ରଭୁଙ୍କ ଦର୍ଶନ…

ଭାରତକୁ ହଟାଇ ପଏଣ୍ଟ ଟେବୁଲ୍‌ ଶୀର୍ଷରେ ଦକ୍ଷିଣ ଆଫ୍ରିକା

ପୁଣେ,୧।୧୧: ଦକ୍ଷିଣ ଆଫ୍ରିକା ନ୍ୟୁଜିଲାଣ୍ଡକୁ ୧୯୦ ରନ ବ୍ୟବଧାନରେ ପରାସ୍ତ କରିଛି। ଜିତିବା ପାଇଁ ନ୍ୟୁଜିଲାଣ୍ଡ ୩୫୮ ରନ ଲକ୍ଷ୍ୟ ଥିଲା, କିନ୍ତୁ କିୱି ଦଳ ମାତ୍ର…

ଓ୍ବାଙ୍ଖଡେ ଷ୍ଟାଡିୟମରେ ସ୍ଥାପନ ହେଲା ମାଷ୍ଟର ବ୍ଲାଷ୍ଟରଙ୍କ ପ୍ରତିମୂର୍ତ୍ତି

ମୁମ୍ବାଇ,୧।୧୧: କ୍ରିକେଟର ଭଗବାନ ସଚିନ ତେନ୍ଦୁଲକରଙ୍କ ଲାଗି ୧ ନଭେମ୍ବର ୨୦୨୩ ସ୍ମରଣୀୟ ହୋଇ ରହିବ। କାରଣ ଯେଉଁ ମଇଦାନରେ ସେ ୧୦ ବର୍ଷ ପୂର୍ବେ ନିଜର…

ପଢୁଥିବା ବେଳେ ଘରେ ପଶି ଛାତ୍ରଙ୍କ ଗଳା କାଟି ଛୁ ମାରିଲେ ଯୁବକ

ଖୋର୍ଦ୍ଧା,୧ା୧୧(ପ୍ରଭାତ ପାଣିଗ୍ରାହୀ): ରାଜଧାନୀ ଭୁବନେଶ୍ୱର ଉପକଣ୍ଠ ଜଟଣୀ ଥାନା ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ପରୀକ୍ଷା ଥିବାରୁ ଜଣେ ଛାତ୍ର ଘରେ ବସି…

‘ଆତଙ୍କବାଦୀଙ୍କୁ ଔଷଧ ହନୁମାନଙ୍କ ଗଦା’; ଇସ୍ରାଏଲର ପ୍ରଶଂସା କରି କହିଲେ ଯୋଗୀ ଆଦିତ୍ୟନାଥ

ନୂଆଦିଲ୍ଲୀ,୧/୧୧: ରାଜସ୍ଥାନରେ ଏକ ଜନସଭାକୁ ସମ୍ବୋଧିତ କରି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଇସ୍ରାଏଲ-ହମାସ ଯୁଦ୍ଧ ଉପରେ ବୟାନ ଦେଇଛନ୍ତି। ଆଦିତ୍ୟନାଥ କହିଛନ୍ତି, ଇସ୍ରାଏଲ ଯେପରି ହମାସର…