ଗୋପପୁରରେ ଭୟାବହ ଅଗ୍ନିକାଣ୍ଡ: ଘର ସହ ୧୩ ଛେଳି, ୩ ଗୋରୁ ଜୀବନ୍ତ ଦଗ୍ଧ

ନିଶ୍ଚିନ୍ତକୋଇଲି,୪ା୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବଡ଼କ୍ଷୀର ପଞ୍ଚାୟତ ଗୋପପୁର ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ଦୁଇ…

ପାକିସ୍ତାନ ସେନା ଏବେ କରିବେ ଚାଷ…

ଇସଲାମାବାଦ,୪।୧ : ରାଜନୀତିରେ ନିଜର ସମ୍ପୃକ୍ତି ରଖିଥିବା ପାକିସ୍ତାନୀ ସେନା ବର୍ତ୍ତମାନ ଚାଷ ପାଇଁ ପ୍ରସ୍ତୁତ ହେଉଛି। ପଞ୍ଜାବର ଚୋଲିସ୍ତାନରେ ଚାଷ ପାଇଁ ସେନା ପକ୍ଷରୁ ଯୋଜନା…

ବିଏସ୍‌କେୱାଇ ନବୀନ କାର୍ଡ ପାଇଁ ୬ରୁ ପଞ୍ଜୀକରଣ, ମେ ୧ରୁ ମିଳିବ ସୁବିଧା

ନୟାଗଡ଼,୪।୧(ଲୋକନାଥ ମିଶ୍ର): ରାଜ୍ୟ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ର ପରିସରକୁ ସମ୍ପ୍ରସାରିତ କରି ବିଏସ୍‌କେୱାଇ ନବୀନ ଓଡ଼ିଶା କାର୍ଡ ଯୋଜନାରେ ଗ୍ରାମୀଣ ପରିବାରକୁ ସାମିଲ କରିବାକୁ…

ବିପକ୍ଷ ବ୍ୟାଟର୍‌ଙ୍କୁ କଲେ ଆଉଟ୍‌, ଖୁସି ହେବା ପରିବର୍ତ୍ତେ ପାଭିଲିୟନ୍‌ ଆଡ଼କୁ ଦୌଡିଯାଇ ତାଙ୍କ ପିଠି ଥାପୁଡାଇଲେ ଭାରତୀୟ ଖେଳାଳି

କେପଟାଉନ,୪।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଶେଷ ମ୍ୟାଚ କେପଟାଉନରେ ଖେଳାଯାଉଛି। ଏହି ମ୍ୟାଚ ଦକ୍ଷିଣ ଆଫ୍ରିକା…

ଟାଇମ୍ସ ସ୍କୋୟାରରେ ପ୍ରଦର୍ଶିତ ହେଲା ଚଳଚ୍ଚିତ୍ର ‘ଡିଅର ପୁରୁଷ’

ଭୁବନେଶ୍ୱର,୪।୧(ଶର୍ମିଷ୍ଠା ପାଣିଗ୍ରାହୀ): ଆମେରିକା ନ୍ୟୁୟର୍କସ୍ଥିତ ଟାଇମ୍ସ ସ୍କୋୟାରରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଭାବେ ପ୍ରଦର୍ଶିତ ହୋଇଛି ‘ଡିଅର ପୁରୁଷ’ର ଟ୍ରେଲର। ସମାଜରେ ନାରୀ ଓ ପୁରୁଷର ସମ୍ପର୍କ…

ରାଜଧାନୀରେ ସାଇବର ଠକେଇ ୧୫୦% ବୃଦ୍ଧି

ଭୁବନେଶ୍ୱର,୪।୧(ସତ୍ୟଜିତ୍‌ ରାଉତ): ଡିଜିଟାଲ୍‌ ଯୁଗରେ ସାଇବର ଅପରାଧ ବଡ଼ ସମସ୍ୟା ସୃଷ୍ଟି କରିଛି। ବିଭିନ୍ନ କୌଶଳ ଆପଣାଇ ସାଇବର ଅପରାଧୀମାନେ ସାଧାରଣ ଲୋକଙ୍କୁ ଜାଲରେ ଫସାଇ ଟଙ୍କା…

ଅଲୋଡ଼ା ରେକର୍ଡର ନିକଟତର ହେଲେ କୋହଲି

କେପଟାଉନ,୪।୧: କେପଟାଉନରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚରେ ବିରାଟ କୋହଲି ଦ୍ୱିତୀୟ ଇନିଂସରେ ୪୬ ରନ ସ୍କୋର କରିବା ପରେ ଆଉଟ…

ପ୍ରତି ଓ୍ବାର୍ଡରେ ଆମିଷ ହାଟ ନିର୍ମାଣ ପ୍ରହସନ

ଭୁବନେଶ୍ୱର, ୪।୧(ବନ୍ଦନା ସେଠୀ): ରାଜଧାନୀ ରାସ୍ତାକଡ଼ରେ ବ୍ୟବସାୟ କରୁଥିବା ମାଂସ ବ୍ୟବସାୟୀଙ୍କୁ ଥଇଥାନ କରାଯିବ। ପ୍ରତି ଓ୍ବାର୍ଡରେ ମାଂସ ମାର୍କେଟ ନିର୍ମାଣ ହେବା ସହ ଆମିଷ ବ୍ୟବସାୟକୁ…

ପୁରୀରୁ ଅଯୋଧ୍ୟାକୁ ଟ୍ରେନ୍‌ ଚଳାଚଳ କରାଯାଉ

ପୁରୀ, ୪ା୧(ଅଜିତ୍‌ ମହାନ୍ତି): ଶ୍ରୀଜଗନ୍ନାଥ ଧାମ ପୁରୀ ଏବଂ ପ୍ରଭୁ ଶ୍ରୀରାମଙ୍କ ପବିତ୍ର ଜନ୍ମଭୂମି ଅଯୋଧ୍ୟା ମଧ୍ୟରେ ନୂଆ ଟ୍ରେନ ଚଳାଚଳ ପାଇଁ ପୁରୀ ବିକାଶ ପରିଷଦ…

ଚିଲିକାରେ ପକ୍ଷୀ ଗଣନା ଆଜି, ସାମିଲ୍‌ ହେବେ ୨୧ ଟିମ୍‌

ବାଲୁଗାଁ, ୪ା୧(ସଂଗ୍ରାମ ପାଇକରାୟ): ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଆନୁକୂଲ୍ୟରେ ଗୁରୁବାର ଚିଲିକାରେ ପକ୍ଷୀଗଣନା କାର୍ଯ୍ୟ ହେବ। ଏଥିପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଏହି ପରିପ୍ରେକ୍ଷୀରେ ବୁଧବାର…