ନୂଆଦିଲ୍ଲୀ,୩୦।୧୨: ବାବର ଖାଲସା ଇଣ୍ଟରନ୍ୟାସନାଲ (ବି.କେ.ଆଇ) ନେତା ତଥା ଗ୍ୟାଙ୍ଗଷ୍ଟର ଲଖବୀର ସିଂ ଲାଣ୍ଡାଙ୍କୁ ଭାରତ ସରକାର ଆତଙ୍କବାଦୀ ଘୋଷଣା କରିଛନ୍ତି। ବେଆଇନ କାର୍ଯ୍ୟକଳାପ ଅଧିନିୟମ ଅନୁଯାୟୀ…
ନୂଆଦିଲ୍ଲୀ,୩୦ା୧୨: ଏଲ୍’ଓରିଅଲ ବିଉଟି ଏମ୍ପାୟାରର ଉତ୍ତରାଧିକାରୀ ଫ୍ରାନ୍କୋଇସ୍ ବେଟେନ୍କୋର୍ଟ ମେୟେର୍ସ ବିଶ୍ୱର ପ୍ରଥମ ମହିଳା, ଯାହାଙ୍କ ସମ୍ପତ୍ତି ୧୦୦ ବିଲିୟନ ଡଲାରରୁ ଅଧିକ। ବ୍ଲୁମ୍ବର୍ଗ ବିଲିଅନେୟାର୍ସ ସୂଚକାଙ୍କ…
ରାଞ୍ଚତ୍,୩୦ା୧୨(ପି.ଟି.): ଝାଡ଼ଖଣ୍ଡର ଆଦିବାସୀ ଏବଂ ଦଳିତମାନେ ୫୦ ବର୍ଷ ବୟସରେ ପହଞ୍ଚତ୍ଲେ ପେନ୍ସନ୍ ସୁବିଧା ପାଇବାକୁ ଯୋଗ୍ୟ ବିବେଚିତ ହେବେ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଶୁକ୍ରବାର ସେମାନଙ୍କ ପାଇଁ…
ନୂଆଦିଲ୍ଲୀ,୩୦।୧୨: ଆନ୍ତର୍ଜାତୀୟ ବ୍ୟାଙ୍କଗୁଡ଼ିକ ଆଉ ଭାରତୀୟ ଧନୀ ବ୍ୟକ୍ତିଙ୍କ ଟଙ୍କା ପସନ୍ଦ କରୁ ନାହାଁନ୍ତି। ଆରବିଆଇର ନୂତନ ନିୟମ ବିଦେଶରେ ଅଧିକ ଟଙ୍କା ପଠାଇବା ପାଇଁ ଭାରତୀୟ…
ଭୁବନେଶ୍ୱର, ୩୦।୧୨ (ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଚାଲିଥିବା ଅଲ୍ଟିମେଟ ଖୋ ଖୋ ସିଜନ-୨ର ଅନୁଷ୍ଠିତ ୨ଟି ମ୍ୟାଚରେ ଗୁଜରାଟ ଜାଏଣ୍ଟ୍ସ ଓ…
ନୂଆଦିଲ୍ଲୀ,୩୦ା୧୨: ଅଯୋଧ୍ୟା ରାମମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବ ଜାନୁୟାରୀ ୨୨ରେ ଅନୁଷ୍ଠିତ ହେବାକୁ ଥିବାବେଳେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ…
ବେଜିଂ,୩୦।୧୨(ପି.ଟି.): ଚାଇନାର ନୌସେନା କମାଣ୍ଡର ଜେନେରାଲ ଡଙ୍ଗ୍ ଜୁନ୍ଙ୍କୁ ଶୁକ୍ରବାର ଦେଶର ନୂଆ ପ୍ରତିରକ୍ଷା ମନ୍ତ୍ରୀ ନିଯୁକ୍ତ କରାଯାଇଛି। ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଜେନେରାଲ ଲି ଶାଙ୍ଗ୍ଫୁ କୌଣସି…
ଭୁବନେଶ୍ୱର, ୩୦ା୧୨ (ବିଜୟ ରଣା): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମସ୍ଥିତ ଜିମ୍ନାଷ୍ଟିକ୍ସ ସେଣ୍ଟରରେ ଚାଲିଥିବା ଜାତୀୟ ଜୁନିୟର ଜିମ୍ନାଷ୍ଟିକ୍ସ ଚାମ୍ପିୟନଶିପ୍ର ଶୁକ୍ରବାର ଥିଲା ଦ୍ୱିତୀୟ ଦିବସ। ମହିଳା ଦଳଗତ…
କିଭ୍,୩୦ା୧୨: ୟୁକ୍ରେନ୍ ଉପରେ ରୁଷିଆ ୨୨ ମାସ ହେଲା ଆକ୍ରମଣ ଜାରି ରଖିଥିବାବେଳେ ଶୁକ୍ରବାର ଆକାଶମାର୍ଗରୁ ସର୍ବବୃହତ୍ ଆକ୍ରମଣ କରିଛି। ୟୁକ୍ରେନ୍କୁ ଟାର୍ଗେଟ କରି ରୁଷିଆ ୧୨୨ଟି…