ଡିସେମ୍ବର ୩୦ରେ ଭାରତ ବନ୍ଦ ଡାକରା

ଜାମସେଦପୁର,୨୭ା୧୨: ଆସନ୍ତା ଡିସେମ୍ବର ୩୦ରେ ସରନା ଧର୍ମକୁ ସ୍ବୀକୃତି ପ୍ରଦାନ ଦାବିରେ ଆଦିବାସୀ ସେଙ୍ଗେଲ ଅଭିଯାନ (ଏଏସ୍‌ଏ) ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ସରନା ଧର୍ମାବଲମ୍ବୀମାନେ…

ସେଞ୍ଚୁରିୟନରେ ରାହୁଲଙ୍କ ନିଆରା ରେକର୍ଡ, ପ୍ରଥମ ବିଦେଶୀ ଖେଳାଳି ଭାବେ ହାସଲ କଲେ ଏହି ସଫଳତା

ସେଞ୍ଚୁରିୟନ୍‌,୨୭ା୧୨: ଭାରତୀୟ ଦଳର ଉଇକେଟ କିପର ବ୍ୟାଟର ଲୋକେଶ ରାହୁଲ ଏକ ନିଆରା ରେକର୍ଡ ନିଜ ନାମରେ କରିଛନ୍ତି। ପ୍ରଥମ ବିଦେଶୀ ଖେଳାଳି ଭାବରେ ସେ ସେଞ୍ଚୁରିୟନରେ…

ବିବାହର ୧୪ ବର୍ଷ ପରେ ସ୍ବାମୀଙ୍କଠାରୁ ଅଲଗା ହେଲେ ଏହି ଅଭିନେତ୍ରୀ

ବଲିଉଡର ‘ଖଲାସ ଗର୍ଲ’ ଅର୍ଥାତ୍‌ ଇଶା କୋପିକର ତାଙ୍କ ସ୍ବାମୀ ଟିମି ନାରଙ୍ଗଙ୍କଠାରୁ ଅଲଗା ହୋଇଯାଇଛନ୍ତି। ବିବାହର ୧୪ ବର୍ଷ ପରେ ଏହି ଦମ୍ପତି ଛାଡପତ୍ର ନେଇଛନ୍ତି।…

ନିଶାଠୁ ଦୂରେଇ ରହିବାକୁ ଅଭିନେତା ସାତ୍ୟକିଙ୍କ ନିବେଦନ

ଭୁବନେଶ୍ୱର,୨୭।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ଜଣେ ଭାଇ ହିସାବରେ, ଜଣେ ସାଙ୍ଗ ହିସାବରେ, ମଣିଷ ହିସାବରେ ସମସ୍ତଙ୍କୁ ଅନୁରୋଧ କେହି ତମାଖୁ ଖାଆନ୍ତୁ ନାହିଁ। ସିଗାରେଟ ପିଅନ୍ତୁ ନାହିଁ। ଏଭଳି…

IND vs SA 1st: ଏଲ୍‌ଗାରଙ୍କ ଶତକରେ ଦକ୍ଷିଣ ଆଫ୍ରିକା ଅଗ୍ରଣୀ

ସେଞ୍ଚୁରିୟନ୍‌,୨୭ା୧୨: ଡିନ୍‌ ଏଲଗାରଙ୍କ ଶତକ ବଳରେ ଭାରତ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଦୃଢ଼ ସ୍ଥିତିରେ ଦକ୍ଷିଣ ଆଫ୍ରିକା। ଭାରତର ପ୍ରଥମ ଇନିଂସ ସ୍କୋର ୨୪୫ ରନ୍‌…

ଓଜେଏସ୍‌ ରେଜଲ୍ଟ ପ୍ରକାଶ: ସୁଶ୍ରୀତା ଟପ୍ପର

ଭୁବନେଶ୍ୱର,୨୭ା୧୨: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ(ଓଜେଏସ୍‌) ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ସୁଶ୍ରୀତା ମିଶ୍ର ଟପ୍ପର ହୋଇଛନ୍ତି।…

ରାମ ମନ୍ଦିର ନିର୍ମାଣ ପାଇଁ ୪ ଲକ୍ଷ ଟଙ୍କା ଦାନ କଲେ ଭିକାରି

ଅଯୋଧ୍ୟା,୨୭।୧୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଦେଶ ତଥା ବିଶ୍ୱରୁ ସହାୟତା ଗ୍ରହଣ କରାଯାଉଛି। ଲୋକମାନେ ପବିତ୍ର କାର୍ଯ୍ୟ ପାଇଁ ସେମାନଙ୍କର ସାମର୍ଥ୍ୟ ଅନୁଯାୟୀ ଟଙ୍କା…

ଅଯୋଧ୍ୟା ରେଳ ଷ୍ଟେଶନ ନାଁ ହେଲା ପରିବର୍ତ୍ତନ

ଅଯୋଧ୍ୟା,୨୭।୧୨: ଅଯୋଧ୍ୟା ରେଳ ଷ୍ଟେଶନର ନାମ ଅଯୋଧ୍ୟା ଧାମ ଜଙ୍କସନରେ ପରିବର୍ତ୍ତନ କରାଯାଇଛି। ଅଯୋଧ୍ୟାର ଭାଜପା ଏମ୍‌ପି ଲାଲୁ ସିଂଙ୍କ ବୁଧବାର ଏକ୍ସରେ ପୋଷ୍ଟ କରି ଏହି…

ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବରଗଡ଼,୨୭ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ତଲାକଟା ଗ୍ରାମରେ ଗତ ୨୦୧୯ ଜୁଲାଇ ୩୦ରେ ଛେଳିମାଂସ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ରାୟ ପ୍ରକାଶ…

ଚିଟ୍‌ଫଣ୍ଡ ମାମଲାରେ ଯେଉଁ ଆଇପିଏସ୍‌ଙ୍କ ଘରେ ଚଢ଼ାଉ କରିଥିଲା ସିବିଆଇ, ମମତା ତାଙ୍କୁ କଲେ ଡିଜିପି

କୋଲକାତା,୨୭।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟ ପୋଲିସର ନୂଆ ମହାନିର୍ଦ୍ଦେଶକ(ଡିଜିପି) ଭାବେ ଆଇପିଏସ୍‌ ରାଜୀବ କୁମାରଙ୍କୁ ଦାୟିତ୍ୱ ଦେଇଛନ୍ତି। ବୁଧବାର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି…