ନୂଆଦିଲ୍ଲୀ୧୨।୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ଟିମ୍ ଇଣ୍ଡିଆ ୫୧ ରନରେ ପରାଜୟ ବରଣ କରିଥିଲା। ଏହି ପରାଜୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସବୁଠାରୁ ନିରାଶ ହୋଇଥିଲେ।…
ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ନାବାଳିକା ବଳାତ୍କାର ମାମଲାର ବିଚାରକରି ଅତିରିକ୍ତ ଦୌରାଜଜ୍ ତଥା ସ୍ବତନ୍ତ୍ର ଜଜ୍ ଜଣେ ବୃଦ୍ଧଙ୍କୁ ଗୁରୁବାର ଆଜୀବନ କାରାଦଣ୍ଡ ସହ ୧୦,୦୦୦ ଟଙ୍କା…
ଭୁବନେଶ୍ୱର,୧୨।୧୨(ରବିନାରାୟଣ ଜେନା): ରାଜ୍ୟ ସରକାର ଖାଲିଥିବା ପଦ ପୂରଣକୁ ଗୁରୁତ୍ଵ ଦେଉଥିବାବେଳେ ରାଜସ୍ବ ବିଭାଗ ପକ୍ଷରୁ ତିନୋଟି ବର୍ଗର ୧୪୧୪ ପଦ ପୂରଣ ଲାଗି ଓଡ଼ିଶା ସବୋର୍ଡିନେଟ…
ଲୋଇସିଂହା,୧୨।୧୨(ସୁଶାନ୍ତ ବାରିକ): ପେଶା ତାଙ୍କର ଅଧ୍ୟାପନା, ନିଶା କଳା ସାଧନା କରିବା ା ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଅଧ୍ୟାପକ ଡ. ଲିଙ୍ଗରାଜ ମେହେର। ସେ ସମ୍ବଲପୁର…
ଭବାନୀପାଟଣା, ୧୨ା୧୨ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ବାଦିଲି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ପଡ଼ାର ଜଣେ…
ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ…
ଭୁବନେଶ୍ୱର,୧୧।୧୨: ଓଡ଼ିଶାର ଆଉଟସୋର୍ସିଂ କର୍ମଚାରୀମାନେ ତଥ୍ୟ ଗୋପନୀୟତା ଭଙ୍ଗ ହେବାର ଆଶଙ୍କା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ମନ୍ତବ୍ୟକୁ ତୀବ୍ର ବିରୋଧ କରିଛନ୍ତି। ଏହି…
ୟାଙ୍ଗୋନ୍,୧୧ା୧୨: ମ୍ୟାଁମାରରେ ଚାଲିଥିବା ଗୃହଯୁଦ୍ଧ ମଧ୍ୟରେ ସେନା ପକ୍ଷରୁ କରାଯାଇଥିବା ଏକ ଏୟାର ଷ୍ଟ୍ରାଇକ୍ରେ ଏକ ହସ୍ପିଟାଲ୍ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ହୋଇଯାଇଛି। ଆରାକାନ୍ ଆର୍ମି ବିଦ୍ରୋହୀ…
ଜିକେସିଏମରେ ଆୟୋଜିତ ୧୬ତମ ଭାରତ ମୁନି ଉତ୍ସବରେ ଅଂଶଗ୍ରହଣକାରୀମାନେ ନୃତ୍ୟ ପ୍ରଦର୍ଶନ
ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍ରେ ପରାସ୍ତ ହୋଇଛି।…