ଭାରତ- ଦକ୍ଷିଣ ଆଫ୍ରିକା ତୃତୀୟ ଦିନିକିଆ: ରଜତ ପାଟିଦାରଙ୍କୁ ମିଳିଲା ଡେବ୍ୟୁ ସୁଯୋଗ, ଭାରତର ବ୍ୟାଟିଂ ଜାରି

ପାର୍ଲ,୨୧।୧୨: ତୃତୀୟ ଦିନିକିଆରେ ଦକ୍ଷିଣ ଆଫ୍ରିକାର ଅଧିନାୟକ ଆଡେନ ମାର୍କ୍ରାମ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଭାରତ ବ୍ୟାଟିଂ କରିବାକୁ ପଡିଆକୁ…

ବିଏସ୍‌କେଓ୍ବାଇର କଳେବର ବୃଦ୍ଧି, ସହଭାଗୀ ହେଲେ ୮୧୬ ଘରୋଇ ସୁପର ସ୍ପେଶିଆଲିଟି ହସ୍ପିଟାଲ

ଭୁବନେଶ୍ୱର,୨୧ା୧୨: ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଦିଗରେ ଓ ସରକାରଙ୍କ ଅନନ୍ୟ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍‌.କେ.ଓ୍ବାଇ )ଅଭୂତପୂର୍ବ ସଫଳତା ହାସଲ କରିଛି। ଏହି ଯୋଜନାରେ ସହଭାଗୀ…

Sahara Refund: ଏବେ ସାହାରା ରିଫଣ୍ଡ ପୋର୍ଟାଲରେ ୧୯,୯୯୯ ଟଙ୍କା ଯାଏ କରିପାରିବେ କ୍ଲେମ୍‌, ତୁରନ୍ତ ଏଭଳି କରନ୍ତୁ ଆବେଦନ

ନୂଆଦିଲ୍ଲୀ,୨୧।୧୨: ସାହାରା ଇଣ୍ଡିଆରେ ଫସିଥିବା ଟଙ୍କାକୁ ଫେରି ପାଇବାକୁ ଚାହିଁ ରହିଥିବା କୋଟି କୋଟି ଲୋକଙ୍କ ଲାଗି ଖୁସି ଖବର। ଏବେଠାରୁ ନିବେଶକମାନେ ରିଫଣ୍ଡ ପୋର୍ଟାଲରୁ ୧୯,୯୯୯…

କାଲିଠୁ କମିବ ଶୀତ, ବଢ଼ିବ କୁହୁଡ଼ି

ଭୁବନେଶ୍ୱର,୨୧ା୧୨: ଆସନ୍ତାକାଲିଠାରୁ ରାଜ୍ୟରେ ଶୀତ କମିବ। କୁହୁଡ଼ି ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ୨୩ ଓ ୨୪ ତାରିଖ ସକାଳେ କୁହୁଡ଼ିର…

‘ଚିନ୍ତା କର ନାହିଁ, ସେ ବ୍ୟାଟିଂ କରିବେ’; ରୋହିତଙ୍କ ପ୍ରଶଂସକଙ୍କୁ ଏଭଳି ଜବାବ ଦେଲେ ଆକାଶ ଅମ୍ବାନୀ

ଦୁବାଇ,୨୧।୧୨: ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ପଦରୁ ରୋହିତ ଶର୍ମାଙ୍କୁ ହଟାଇ ଦିଆଯାଇଛି। ଏନେଇ ଘୋଷଣା ହେବା ପରେ ପ୍ରଶଂସକମାନେ ନିରାଶ ହୋଇଛନ୍ତି। ଆଇପିଏଲ୍‌ର ଅକ୍ସନ ସମୟରେ ମଧ୍ୟ…

ଲୋକ ସଭାରୁ ଆଉ ୩ ଏମ୍‌ପି ନିଲମ୍ବିତ, ଏ ପର୍ଯ୍ୟନ୍ତ ୧୪୬ ଏମ୍‌ପିଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୧।୧୨: ଲୋକ ସଭାରୁ ଆଉ ୩ ଏମ୍‌ପିଙ୍କୁ ନିଲମ୍ବିତ କରାଯାଇଛି। ଲୋକ ସଭା ବାଚସ୍ପତି ଗୃହକୁ ଅବମାନନା କରିବାକୁ ନେଇ ଚଳିତ ଶୀତକାଳୀନ ଅଧିବେଶନରୁ କଂଗ୍ରେସ ଏମ୍‌ପି…

ରାଶିଫଳ: ଶୁକ୍ରବାର , ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପାରିବାରିକ ଜୀବନକୁ ସରସ କରିବ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା ଭିତରେ ପାଇବେ। କର୍ମକ୍ଷେତ୍ରରେ ଯେତେ…

ବାପାଙ୍କୁ ଧୋନୀ ଦେଇଥିଲେ ପ୍ରତିଶ୍ରୁତି, ଅକ୍ସନରେ ଆଦିବାସୀ ପରିବାରରୁ ଆସିଥିବା ରବିନଙ୍କୁ କିଣିବା ଲାଗି ଲଢ଼ିଲେ ଆଇପିଏଲ୍‌ର ଦୁଇ ଚାମ୍ପିୟନ୍‌ ଟିମ୍‌, ଶେଷରେ…

ରାଞ୍ଚି,୨୧।୧୨: ‘ରାଞ୍ଚିର ଗେଲ୍‌ ’ ନାମରେ ଖ୍ୟାତ ରବିନ୍‌ ମିଞ୍ଜଙ୍କ ବାପା ଫ୍ରାନ୍ସିସ୍‌ ଜାଭିୟର ମିଞ୍ଜ ସେନାର ଜଣେ ଅବସରପ୍ରାପ୍ତ ଅଧିକାରୀ। ୪୮ ବର୍ଷ ବୟସରେ ସେ…

ମନି ଲଣ୍ଡରିଂ ମାମଲା: ଜ୍ୟାକଲିନଙ୍କୁ ଆଶ୍ୱସ୍ତି, ଇଡିକୁ ନୋଟିସ ଜାରି କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୨୧।୧୨: ମନି ଲଣ୍ଡରିଂ ମାମଲାରେ ଫିଲ୍ମ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଣ୍ଡିଜଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ଇଡିକୁ ଏକ ନୋଟିସ ଜାରି କରିଛନ୍ତି। ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କ…

ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୧।୧୨: ଭାଜପା ଏମ୍‌ପି ବ୍ରିଜ୍‌ ଭୂଷଣ ସିଂଙ୍କ ନିକଟତମ ସଞ୍ଜୟ ସିଂ ଭାରତୀୟ କୁସ୍ତି ମହାସଂଘ (ଡବ୍ଲୁଏଫଆଇ)ର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସଞ୍ଜୟ ସିଂ ୨୦୦୮ରେ…