ଟାଟା ମୋଟର୍ସର ଅଲ୍‌ ନ୍ୟୁ ଏସ୍‌ସିଭି ରେଞ୍ଜର ଅନାବରଣ

ଭୁବନେଶ୍ୱର,୬।୧୨(ଅଭୟ ଦାଶ):ଭାରତର ସର୍ବବୃହତ୍‌ ବାଣିଜି୍ୟକ ଯାନ ଉପତ୍ାଦନକାରୀ ‘ଟାଟା ମୋଟର୍ସ’ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏସ୍‌ସିଭି (ସ୍ମଲ କମର୍ସିଆଲ ଭେଇକିଲ…

ହାତ ନ ଥିବା ପ୍ରଥମ ଏସୀୟ ଡ୍ରାଇଭିଂ ଲାଇସେନ୍ସଧାରୀ

ଥିରୁଭାନନ୍ତପୁରମ୍‌: ସ୍ବପ୍ନ ସାକାର କରିବାକୁ ଲୋକେ ବହୁ ପ୍ରକାରର କଷ୍ଟ କରିଥାନ୍ତି। ଚାରି ଚକିଆ ଯାନ ଚଳାଇ କାମ କରିବାକୁ ସ୍ବପ୍ନ ରଖିଥିବା ଜଣେ ଭିନ୍ନକ୍ଷମ ୬…

ମହେଞ୍ଜୋଦାରୋରୁ ତମ୍ବାମୁଦ୍ରା ଠାବ

ଇସ୍‌ଲାମାବାଦ୍‌:ପାକିସ୍ତାନରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ନିକଟରେ ୨ହଜାର ବର୍ଷ ପୁରୁଣା ଏକ ଜିନିଷ ଠାବ କରିଛନ୍ତି। ପାକିସ୍ତାନ ଅନ୍ତର୍ଗତ ମହେଞ୍ଜୋଦାରୋ ଅଞ୍ଚଳରେ ଥିବା ଐତିହାସିକ ସ୍ଥଳରେ ନିର୍ମିତ ଏକ ବୌଦ୍ଧ…

ଦେଶର ପୋଲିସ ଫୋର୍ସରେ ୧୧.୭୫% ମହିଳା

ନୂଆଦିଲ୍ଲୀ,୬ା୧୨(ପି.ଟି.):ଦେଶର ପୋଲିସ୍‌ ଫୋର୍ସରେ ମହିଳା କର୍ମଚାରୀଙ୍କ ସଂଖ୍ୟା ୩୩ ପ୍ରତିଶତକୁ ବୃଦ୍ଧି କରିବା ପାଇଁ କେନ୍ଦ୍ର ସରକାରଙ୍କ କ୍ରମାଗତ ଉଦ୍ୟମ ସତ୍ତ୍ୱେ ଏବେ ମାତ୍ର ୧୧.୭୫ ପ୍ରତିଶତ…

ଭାରତର ମୁଣ୍ଡ ପିଛା ଅଙ୍ଗାରକାମ୍ଳ ଉତ୍ସର୍ଜନ ବୈଶ୍ୱିକ ହାରାହାରିର ଅଧାରୁ କମ୍‌

ଦୁବାଇ,୬ା୧୨(ପି.ଟି.):ଭାରତର ମୁଣ୍ଡପିଛା ଅଙ୍ଗାରକାମ୍ଳ ଉତ୍ସର୍ଜନ ୨୦୨୨ରେ ୫ ପ୍ରତିଶତ ବୃଦ୍ଧି ପାଇ ୨ ଟନ୍‌ରେ ପହଞ୍ଚତ୍ଥିଲେ ମଧ୍ୟ ଏହା ବୈଶ୍ୱିକ ହାରାହାରିର ୫୦ ପ୍ରତିଶତରୁ କମ୍‌ ରହିଛି।…

୨୦୧୧-୨୦ରେ ଭାରତ ଅଧିକ ଉତ୍ତପ୍ତ, ଆର୍ଦ୍ର

ଦୁବାଇ,୬ା୧୨(ପି.ଟି.):ଜଳବାୟୁ ପରିବର୍ତ୍ତନର ପ୍ରଭାବ ଯୋଗୁ ୨୦୧୧ରୁ ୨୦୨୦ ଦଶନ୍ଧିରେ ଭାରତ ଅଧିକ ଉତ୍ତପ୍ତ ଓ ଆର୍ଦ୍ର ରହିଥିଲା ବୋଲି ବିଶ୍ୱ ପାଣିପାଗ ସଂଗଠନ (ଡବ୍ଲ୍ୟୁଏମ୍‌ଓ)ର ନୂଆ ରିପୋର୍ଟରେ…

କୋଲକାତା ଯୁବକଙ୍କୁ ବାହାହେବାକୁ ପହଞ୍ଚତ୍ଲେ ପାକିସ୍ତାନୀ ଯୁବତୀ

ଚଣ୍ଡିଗଡ଼,୬ା୧୨:କୋଲକାତାର ଜଣେ ଯୁବକଙ୍କୁ ବିବାହ କରିବା ପାଇଁ ପାକିସ୍ତାନର ଜଣେ ଯୁବତୀ ଓ୍ବାଘା-ଅଟ୍ଟାରି ଅନ୍ତର୍ଜାତୀୟ ସୀମା ଅତିକ୍ରମ କରି ଭାରତରେ ପହଞ୍ଚତ୍ଛନ୍ତି। ଜାନୁୟାରୀରେ ସେମାନଙ୍କ ବିବାହ ହେବ।…

ଓଡ଼ିଶାର ୪ ଶିକ୍ଷାଧିକାରୀଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୭।୧୨ (ଅସମାପିକା ସାହୁ):ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ଶୈକ୍ଷିକ ଯୋଜନା ଓ ପ୍ରଶାସନ ଅନୁଷ୍ଠାନ (ଏନ୍‌ଆଇଇପିଏ) ଦ୍ୱାରା ନୂଆଦିଲ୍ଲୀର ଡ. ଆମ୍ବେଡକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ ଆୟୋଜିତ…

ଆଦିମ ଅଧିବାସୀ ଜୁଆଙ୍ଗଙ୍କ ଜୀବନଧାରା

ବଣପାହାଡ଼ ଘେରା କେନ୍ଦୁଝର ଜିଲାରେ ୪୬ ଜାତିର ଅଧିବାସୀଙ୍କୁ ଆଦିବାସୀ ତାଲିକା ଭୁକ୍ତ କରାଯାଇଛି। ସେଥିମଧ୍ୟରୁ ୧୬ ଆଦିମ ଅଧିବାସୀଙ୍କ ଜୀବନଶୈଳୀରେ ଆଜି ବି ସ୍ବତନ୍ତ୍ରତା ରହିଛି।…

ଚାଷୀଙ୍କୁ ଭୟ ମେଘୁଆ ପାଗ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ଅମଳ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଅନ୍ୟପଟେ ଧାନ ସଂଗ୍ରହ ପ୍ରକ୍ରିୟାକୁ ମଙ୍ଗଳବାର ୧୫ ଦିନ ପୂରିଛି। ଧାନ ସଂଗ୍ରହ ପାଇଁ…