‘ଭାଜପା କେବଳ ଗୌମୂତ୍ର ରାଜ୍ୟରୁ ନିର୍ଵାଚନ ଜିତି ପାରିବ’, ଡିଏମକେ ଏମପିଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ, ୫ା୧୨: ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ରେ ଭାଜପାର ବିଜୟକୁ କଟାକ୍ଷ କରି ଡିଏମକେ ଏମପି ଡିଏନବି ସେନ୍ଥିଲ କୁମାର ବିବାଦୀୟ ବୟାନ ଦେଇଛନ୍ତି। ମଙ୍ଗଳବାର ଲୋକ…

ବୋହୂରାଣୀଙ୍କୁ ଅନ୍‌ଫଲୋ କଲେ ବିଗ୍‌ବି, ପୁଅଙ୍କ ସହ ଛାଡ଼ପତ୍ରକୁ ନେଇ ଚର୍ଚ୍ଚା ବଢ଼ିଲା…

ବମ୍ବେ: ବିଗ୍‌ବି ଅମିତାଭ ବଚ୍ଚନଙ୍କ ଘରେ ସବୁକିଛି ଠିକ୍‌ ଚାଲିନାହିଁ। କିଛି ଦିନ ଧରି ପୂଅ ତଥା ଅଭିଷେକ ବଚ୍ଚନ ଏବଂ ବୋହୂ ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କରେ…

ଭେଣ୍ଟିଲେଟରରେ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ସାଜିଦ ମିର, ପାକିସ୍ତାନରେ ଦିଆଯାଇଛି ବିଷ!

ନୂଆଦିଲ୍ଲୀ,୫।୧୨: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ସାଜିଦ ମିର ଜୀବନମରଣ ସହ ସଂଘର୍ଷ କରୁଛନ୍ତି। ଲଶ୍କର-ଏ-ତୋଏବାର ଏହି ଆତଙ୍କବାଦୀଙ୍କୁ ପାକିସ୍ତାନରେ ବିଷ ଦିଆଯାଇଛି। ସେ ସେଠାର ଏକ ଡାକ୍ତରଖାନାରେ…

୨ କୋଟି ମୂଳ ମୂଲ୍ୟ ଥିବା ଏହି ଖେଳାଳିଙ୍କ ଉପରେ ଲାଗିପାରେ ୧୦ କୋଟି ଟଙ୍କାର ନିଲାମ

ନୂଆଦିଲ୍ଲୀ,୫ା୧୨: ଆଇପିଏଲ ୨୦୨୪ ନିଲାମୀ ଡିସେମ୍ବର ୧୯ ତାରିଖରେ ଦୁବାଇରେ ହେବାକୁ ଯାଉଛି। ବର୍ତ୍ତମାନ ଏହି ତାରିଖ ଆସିବାକୁ କିଛି ଦିନ ରହିଛି। କିନ୍ତୁ ଏହା ପୂର୍ବରୁ…

ରୋହିତଙ୍କ ପରେ କିଏ ହେବ ଟିମ୍‌ ଇଣ୍ଡିଆର ଅଧିନାୟକ? ପୂର୍ବତନ କ୍ରିକେଟର କହିଲେ…

ନୂଆଦିଲ୍ଲୀ,୫।୧୨: ଆଗାମୀ ଦିନରେ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ ହେବାର ଆଶଙ୍କା ବଢ଼ିବାରେ ଲାଗିଛି। ଦିନିକିଆ ବିଶ୍ୱକପ୍‌ ପରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ଆଲୋଚନା ହେଉଛି।…

ବିଶ୍ୱର ଟପ୍‌ ୧୦୦ ଅସ୍ତ୍ରଶସ୍ତ୍ର ନିର୍ମାତା କମ୍ପାନୀ ତାଲିକାରେ ୩ଭାରତୀୟ କମ୍ପାନୀ

ନୂଆଦିଲ୍ଲୀ,୫।୧୨: ମେକ ଇନ ଇଣ୍ଡିଆ ଓ ଆତ୍ମ ନିର୍ଭର ହୋଇ ଭାରତ ବିଶ୍ୱରେ ନିଜର ଗୋଟିକ ପରେ ଗୋଟିଏ ଛାପ ଛାଡିଛି। ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରାୟାନ…

ଶିବରାଜଙ୍କ ବଡ଼ ବୟାନ: ମୁଖ୍ୟମନ୍ତ୍ରୀ ପଦ ଲାଗି ମୁଁ ଦାବିଦାର ନା ଥିଲି, ନା ଅଛି…

ଭୋପାଳ,୫।୧୨: ନିକଟରେ ଶେଷ ହୋଇଥିବା ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ବିଜୟ ପତାକା ଉଡ଼ାଇଛି ଭାଜପା। ଏବେ ରାଜ୍ୟର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ ସେ ନେଇ ମାନସମନ୍ଥନ…

ଏହି ବ୍ୟକ୍ତିଙ୍କୁ ଇଣ୍ଟରଭ୍ୟୁ ଦେବାରୁ ହାରିଗଲେ ଛତିଶଗଡ ମୁଖ୍ୟମନ୍ତ୍ରୀ ବଘେଲ, ପଞ୍ଜାବ ପୂର୍ବ ମୁଖ୍ୟମନ୍ତ୍ରୀ ଚନ୍ନିଙ୍କ ମଧ୍ୟ ହୋଇଥିଲା ସମଦଶା, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୫।୧୨: ଫାଇନାଲ ମ୍ୟାଚ ପୁର୍ବରୁ ସେମିଫାଇନାଲ ମ୍ୟାଚରେ ଫେଲ ମାରିଛି କଂଗ୍ରେସ। କଂଗ୍ରେସ ରାଜ୍ୟ କୁହାଯାଉଥିବା ଛତିଶଗଡରେ ଏଥରର ବିଧାନସଭା ନିର୍ବାଚନରେ ଦଳ ଧରାଶାୟୀ ହୋଇଛି। ଯାହାକୁ…

ଇତିହାସ ରଚିଲା ସେୟାର ବଜାରର, ପ୍ରଥମ ଥର ରେକର୍ଡ ଉଚ୍ଚ ସ୍ତରରେ ନିଫ୍ଟି, ସେନସେକ୍ସ

ମୁମ୍ବାଇ,୫।୧୨: ମଙ୍ଗଳବାର କ୍ରମାଗତ ଷଷ୍ଠ ଦିନ ପାଇଁ ଷ୍ଟକ୍ ମାର୍କେଟରେ ବୃଦ୍ଧି ଦେଖିବାକୁ ମିଳିଛି। ଦୁଇ ଭାରତୀୟ ଇଣ୍ଡେକ୍ସ ଏହି ସମୟରେ ନୂଆ ଉଚ୍ଚତା ଛୁଇଁଛନ୍ତି। ବିଏସଇ…

କେନ୍ଦୁଝର ଦେଇ ଦିଲ୍ଲୀ ଟ୍ରେନ ଚଳାଚଳ ଦାବି: ଦାବି ପୂରଣ ନ ହେଲେ ରେଳରୋକୋ

କେନ୍ଦୁଝର,୫।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ରେଳବାଇ ରାଜସ୍ବ ଆଦାୟ କ୍ଷେତ୍ରରେ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ହେଲେ ରେଳ ବିଭାଗ କେନ୍ଦୁଝର ଜିଲାକୁ ଟ୍ରେନ…