କାର୍ଯ୍ୟାଳୟରେ ତାଲା, ଅନୁକମ୍ପା ରାଶି ନ ପାଇ ଫେରିଲେ ମତ୍ସ୍ୟଜୀବୀ

ଅସ୍ତରଙ୍ଗ,୩।୧୨(ମମତା ଜେନା)ବର୍ତ୍ତମାନ ଅଲିଭ ରିଡ୍‌ଲେ କଇଁଛଙ୍କ ପ୍ରଜନନ ସମୟ ଚାଲିଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ସମୁଦ୍ରରୁ ମାଛ ମାରିବା ନିଷେଦ୍ଧ କରାଯାଇଛି। ଏହି ସମୟ ଭିତରେ ପାରମ୍ପରିକ…

ମଣ୍ଡି ଖୋଲିନି, ଧାନ ବ୍ୟବସାୟୀ ସକ୍ରିୟ

ସୋନପୁର,୩।୧୨(ମୃତ୍ୟୁଞ୍ଜୟ ଶତପଥୀ)ଅଧିକ ଧାନ ଉତ୍ପାଦନ ପାଇଁ ପ୍ରସିଦ୍ଧି ଥିବା ସୁବର୍ଣ୍ଣପୁର ଜିଲାରେ ଖରିଫ ଧାନ ପ୍ରାୟତଃ ୭୦ ପ୍ରତିଶତ ଅମଳ ହୋଇ ସାରିଲାଣି। ହୀରାକୁଦ କେନାଲ ପାଣି…

ଆଜି ଆସିବ ୪ ରାଜ୍ୟର ନିର୍ବାଚନ ଫଳାଫଳ: କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଗଣତି

ନୂଆଦିଲ୍ଲୀ,୩।୧୨: ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ ଏବଂ ତେଲଙ୍ଗାନା ବିଧାନସଭା ନିର୍ବାଚନର ଫଳାଫଳ ରବିବାର ଆସିବ। ଏନେଇ ସକାଳ ୮ଟାରୁ ଭୋଟଗଣତି ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା…

ସୁଆଁ ଚାଷ କରି ଦୃଷ୍ଟାନ୍ତ ସାଜିଛନ୍ତି ସରିତା

ସୁନ୍ଦରଗଡ,୩ା୧୨(ଜୟ ନାରାୟଣ ମେଣ୍ଡୁଳି)ଆବହମାନ କାଳରୁ ପୁଷ୍ଟିଶସ୍ୟ ବା ମିଲେଟ୍ସ ମଣିଷ ସଭ୍ୟତାର ମୁଖ୍ୟ ଓ ପ୍ରଥମ ଖାଦ୍ୟ ଥିଲା। ପ୍ରାମାଣିକ ତଥ୍ୟ ଅନୁସାରେ ମିଲେଟ୍ସ ଚାଷ ଧାନ…

ଉଦ୍‌ଘାଟନ ସରିଛି, କାର୍ଯ୍ୟକାରୀ ହେଉନି

ସମ୍ବଲପୁର,୩ା୧୨ (ଭବାନୀ ଶଙ୍କର ଭୋଇ)ରାସ୍ତାଘାଟରେ ବଜାର ବସିବା କାରଣରୁ ସମ୍ବଲପୁରର ସର୍ବପୁରାତନ ଗୋଳବଜାର ସଙ୍କୁଚିତ ହୋଇଯାଇଛି। ଏଥିପାଇଁ ଟ୍ରାଫିକ ସମସ୍ୟା ଏଠାକାର ନିତିଦିନିଆ ସମସ୍ୟା ଭାବେ ଉଭା…

ଭୋଜି ଖାଇବାକୁ ଆସି ରୁଟି ତିଆରି କଲେ ଅତିଥି, ଭିଡିଓ ଦେଖିଲେ…

ସମୟ ବଦଳିବା ସହିତ ପାର୍ଟି ଏବଂ ବିବାହରେ ଚାଲିଥିବା ରୀତିନୀତିରେ ଅନେକ ପରିବର୍ତ୍ତନ ଆସିଛି। ଦିନ ଥିଲା ଯେତେବେଳେ ପାର୍ଟି ବିବାହ କିମ୍ବା ଅନ୍ୟାନ୍ୟ କାର୍ଯ୍ୟକୁ ଆସୁଥିବା…

ପ୍ରକଳ୍ପ ଅଛି, ମିଳୁନି ପାଣି: ବସୁଧା ଯୋଜନାରୁ ଗ୍ରାମବାସୀ ବଞ୍ଚିତ

କାଲିମେଳା, ୩ା୧୨(ଜୀବନକୃଷ୍ଣ ଦାସ)ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଲରାଇ ପଞ୍ଚାୟତ ତେଲରାଇ ଗ୍ରାମରେ ପ୍ରକଳ୍ପ ଅଛି, କିନ୍ତୁ ପାଣି ମିଳୁନି। ଏହି ଗ୍ରାମରେ ଆଦିବାସୀ ସମ୍ପ୍ରଦାୟର ପ୍ରାୟ…

ଅବିଭକ୍ତ କୋରାପୁଟ ଜିଲାରେ ହାଇ ଆଲର୍ଟ

ଜୟପୁର,୩ା୧୨(ପବନ ପାଣିଗ୍ରାହୀ)ମାଓବାଦୀମାନେ ଶନିବାରଠାରୁ ପିଏଲ୍‌ଜିଏ ସପ୍ତାହ ପାଳନ କରୁଛନ୍ତି। ଏଥିପାଇଁ ଅବିଭକ୍ତ କୋରାପୁଟ ଜିଲାରେ ହାଇ ଆଲର୍ଟ ଜାରି କରାଯାଇଛି ା ଛତିଶଗଡ- ଆନ୍ଧ୍ର- ଓଡ଼ିଶାରେ ସୁରକ୍ଷା…

ଆବାସ ନିର୍ମାଣରେ ରାସ୍ତା ବାଧକ

ଦଶମନ୍ତପୁର,୩ା୧୨ (ଅରବିନ୍ଦ ନାୟକ)କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତର ଲୋରେଶ ଗ୍ରାମରେ ଏଯାଏ କାହାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଆବାସ ଯୋଜନାରେ ଆବାସ ମିଳିନାହିଁ।…

ଭିନ୍ନ ଏକ ଗିରିଗୋବର୍ଦ୍ଧନ: ବୀରଖମ୍ବ ପାହାଡ଼

ପୁରାଣରେ ବର୍ଣ୍ଣିତ ରହିଛି ଦ୍ବାପରଯୁଗରେ ଭଗବାନ ଶ୍ରୀକୃଷ୍ଣ ଗୋପପୁରବାସୀଙ୍କୁ ଦେବରାଜ ଇନ୍ଦ୍ରଙ୍କ ବଦଳରେ ଗିରିଗୋବର୍ଦ୍ଧନ ପାହାଡ଼କୁ ପୂଜାର୍ଚ୍ଚନା କରିବା ପାଇଁ ପରାମର୍ଶ ଦେଇଥିଲେ। ଏହାକୁ ମାନି ଗୋପପୁରବାସୀ…