ଭାରତ ସିରିଜ ବିଜୟୀ: ଅଷ୍ଟ୍ରେଲିଆକୁ ୨୦ ରନରେ ହରାଇଲା

ରାୟପୁର, ୧।୧୨: ରାୟପୁରର ଶହୀଦ ବୀର ନାରାୟଣ ସିଂ ଇଷ୍ଟରନ୍ୟାଶନାଲ ଷ୍ଟାଡିୟମରେ ଶୁକ୍ରବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଟି୨୦ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଛି।…

ଶିକ୍ଷକଙ୍କୁ ଅପହରଣ କରି ନିଜ ଝିଅ ସହ ବିବାହ କରାଇଲେ

ପାଟନା,୧ା୧୨: ନିକଟରେ ଗୌତମ କୁମାର ବିହାର ଲୋକ ସେବା ଆୟୋଗ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଶିକ୍ଷକ ନିଯୁକ୍ତି ପାଇଛନ୍ତି। ବୁଧବାର ୩-୪ ଜଣ ବ୍ୟକ୍ତି ତାଙ୍କ ସ୍କୁଲରେ…

୨୦ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ଇଡି ଅଧିକାରୀ

ଚେନ୍ନାଇ,୧।୧୨: ଲାଞ୍ଚ ନେବାବେଳେ ଧରା ପଡିଛନ୍ତି ଜଣେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର(ଇଡି) ଅଧିକାରୀ। ତାମିଲନାଡୁରେ କଥିତ ରୂପେ ଲାଞ୍ଚ ନେବାବେଳେ ଜଣେ ଇଡି ଅଧିକାରୀ ଧରାପଡିଛନ୍ତି। ତାମିଲନାଡୁର ସରକାରୀ…

ମୁକୁଳା ବୋର୍‌ଓ୍ବେଲରେ ପଡ଼ି ବୃଦ୍ଧା ମୃତ୍ୟୁ ମାମଲା ସୁବର୍ଣ୍ଣପୁର ଜିଲାପାଳଙ୍କୁ ଓଏଚ୍‌ଆର୍‌ସିଙ୍କ ନୋଟିସ

କଟକ,୧ା୧୨ (କାର୍ତ୍ତିକ ସାହୁ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକର ଖଲିଆପାଲି ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମର ବୃଦ୍ଧା ଦୁଃଖୀ ନେଗିଙ୍କ ବୋର୍‌ଓ୍ବେଲରେ ପଡ଼ି ମୃତ୍ୟୁ ମାମଲାରେ ଓଡ଼ିଶା…

ବିଲେଇ କାମୁଡିବାରୁ ଚାଲିଗଲା ଯୁବକଙ୍କ ଜୀବନ, ପରେ ପୁଅ ଚିନ୍ତାରେ ଜୀବନ ହାରିଦେଲେ ବାପା

କାନପୁର,୧।୧୨: ବିଲେଇ ପାଳିବା ପଡିଲା ମହଙ୍ଗା। ବିଲେଇ କାମୁଡିବାରୁ କାନପୁର ଦେହାତର ଜଣେ ଯୁବକଙ୍କର ଜୀବନ ଚାଲିଯାଇଛି। ଅକବରପୁର ଅଶୋକ ନଗରର ଅଜେମ ଘରେ ଗୋଟିଏ ବିଲେଇ…

କୋଟିପତି ସହକାରୀ ଯନ୍ତ୍ରୀ ଗିରଫ: ୧୬୮ ପ୍ରତିଶତ ଅଧିକ ଆୟବହିର୍ଭୂତ ସମ୍ପତ୍ତି ଠାବ

ଭୁବନେଶ୍ୱର,୧।୧୨(ସତ୍ୟଜିତ୍‌ ରାଉତ): ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ଭୁବନେଶ୍ୱର ସର୍କଲର ସହକାରୀ ଯନ୍ତ୍ରୀ (ଏଇ) ସୁନୀଲ କୁମାର ପାଢ଼ୀ ବିପୁଳ ଆୟବହିର୍ଭୂତ ସମ୍ପତ୍ତି…

ଓଡ଼ିଶା: ଆଜିର ଫଟୋ (୧ ଡିସେମ୍ବର , ୨୦୨୩ )

ଭୁବନେଶ୍ୱରରେ ଆୟୋଜିତ ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ସ ଏବଂ ଗାଇଡ୍ ଦ୍ୱାରା ରୋଭର ରେଞ୍ଜର ଫେଷ୍ଟର ସମାରୋହ ଉତ୍ତରାଖଣ୍ଡ ଟନେଲ ଦୁର୍ଘଟଣାରୁ ଉଦ୍ଧାର ହୋଇଥିବା ଓଡିଆ କର୍ମଚାରୀମାନେ…

୨ରୁ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର, ୧।୧୨(ଅସମାପିକା ସାହୁ):  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ଆରମ୍ଭ ହେବ। ଏହା ୧୨ ତାରିଖ ପର୍ଯ୍ୟନ୍ତ…

ବଦଳିଲା ମିଜୋରାମ ବିଧାନସଭା ନିର୍ବାଚନ ଫଳାଫଳର ତାରିଖ, ନୂଆ ତାରିଖ ଘୋଷଣା କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧।୧୨: ଆଉ ଦିନକ ପରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବ। କିଏ ବାଜିମାତ୍‌ କଲା ଆଉ କିଏ ଧରାଶାୟୀ ହେଲା ଜଣାପଡିବ। ନଭେମ୍ବର ୩୦ରେ ତେଲଙ୍ଗାନା…

ଝାରସୁଗୁଡ଼ା ଜିଲା ଲଖନପୁରଠାରେ ପ୍ରତିଷ୍ଠା ହେବ ଆଇଟିଆଇ: ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୨(ଅନିଲ ଦାସ): ଝାରସୁଗୁଡ଼ା ଜିଲାର ଲଖନପୁରଠାରେ ଏକ ଆଇଟିଆଇ ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହାକୁ ଅନୁମୋଦନ କରିବା ସହ ଏଥିପାଇଁ ୨୪ କୋଟି…