୧୭ଦିନ ଧରି ଟନେଲରେ ଫଶିଥିବା ପୁଅର କରୁଥିଲେ ଅପେକ୍ଷା, ଉଦ୍ଧାର ହେବା ପରେ ଆର ପାରିକୁ ଚାଲିଗଲେ ବାପା

ନୂଆଦିଲ୍ଲୀ,୨୯।୧୧: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ ବୁଧବାର ହସ୍ପିଟାଲରେ ଭର୍ତ୍ତି ଶ୍ରମିକଙ୍କ ସହ ସାକ୍ଷାତ କରି ସେମାନଙ୍କ ହାଲଚାଲ ପଚାରି ବୁଝିଛନ୍ତି। ଏଥିସହ ପ୍ରତିଟି ଶ୍ରମିକଙ୍କୁ…

ରାଶିଫଳ: ଗୁରୁବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ନ ରହିଲେ କ୍ଷତିରେ…

ପୋକ୍ସୋ ମାମଲାରେ ପୀଡିତା କୋର୍ଟରେ ହାଜର ହେବାକୁ ବାଧ୍ୟ ନୁହଁନ୍ତି: ହାଇକୋର୍ଟ…

ମୁମ୍ବାଇ,୨୯।୧୧ : ବମ୍ବେ ହାଇକୋର୍ଟ ସ୍ପଷ୍ଟ କରିଛନ୍ତି ଶିଶୁଙ୍କୁ ଯୌନ ଅପରାଧରୁ ସୁରକ୍ଷା (ପୋକ୍ସୋ ଆକ୍ଟ) ଅନୁଯାୟୀ ଅପରାଧର ଶିକାର ହୋଇଥିବା ଶିଶୁ କିମ୍ବା ତାଙ୍କ ଅଭିଭାବକ…

ମମତାଙ୍କୁ ଚ୍ୟାଲେଞ୍ଜ ଦେଲେ ଅମିତ ଶାହା

କୋଲକାତା,୨୯।୧୧: ପଶ୍ଚିମବଙ୍ଗର ଧର୍ମତଲାଠାରେ ବୁଧବାର ଆୟୋଜିତ ଏକ ଜନ ସମାବେଶରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରାଜ୍ୟ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିନ୍ଦା କରିଛନ୍ତି। ଅମିତ ଶାହା…

ବିଶ୍ୱକପ ଆଉ ନୁହେଁ, ରାହୁଲ କୋଚ ହେବା ନେଇ ପ୍ରଶଂସକଙ୍କ ମନ୍ତବ୍ୟ ପରେ ଗମ୍ଭୀରଙ୍କ ପ୍ରତିକ୍ରିୟା, ସୋସିଆଲ ମିଡିଆରେ ଭାଇରାଲ…

କୋଲକାତା,୨୯।୧୧ : ଇଣ୍ଡିଆନ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପୁନର୍ବାର ରାହୁଲ ଦ୍ରାବିଡଙ୍କୁ ଟିମ ଇଣ୍ଡିଆର କୋଚ ଭାବରେ ନିଯୁକ୍ତ କରିଛି। ବିଶ୍ୱକପ ୨୦୨୩ ପରେ ତାଙ୍କର…

ଅଶ୍ୱିନଙ୍କ ଭବିଷ୍ୟବାଣୀ: ୧୨-୧୩ କୋଟି ଟଙ୍କାରେ ବିକ୍ରି ହୋଇପାରନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୧୧: ଆଇପିଏଲ୍‌ ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆଇପିଏଲ ୨୦୨୩ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ରବିଚନ୍ଦ୍ରନ ଅଶ୍ୱିନ ତାଙ୍କର ଏକ ନୂତନ ଭିଡିଓରେ ଆଇପିଏଲ…

ଆସିଲା ଟିମ୍‌ ଇଣ୍ଡିଆର ନୂଆ କାର୍ଯ୍ୟସୂଚୀ

ନୂଆଦିଲ୍ଲୀ,୨୯।୧୧:ଭାରତୀୟ ଦଳ ୨୦୨୪ରେ ଶ୍ରୀଲଙ୍କା ଗସ୍ତ କରିବ। ସେଠାରେ ଦଳକୁ ୬ଟି ହ୍ବାଇଟ୍‌ ବଲ ମ୍ୟାଚ ଖେଳିବାକୁ ପଡିବ। ଏଥିରେ ୩ଟି ଦିନିକିଆଏବଂ ୩ ଟି-୨୦ ଅନ୍ତର୍ଜାତୀୟ…

Word Of The Year 2023: ଅକ୍ସଫୋର୍ଡ ଆଠଟି ଶବ୍ଦର ତାଲିକା ପ୍ରକାଶ କଲା, ସେସବୁର ଅର୍ଥ କ’ଣ ଜାଣନ୍ତୁ…

ଲଣ୍ଡନ,୨୯।୧୧ : ଅକ୍ସଫୋର୍ଡ ୟୁନିଭରସିଟି ପ୍ରେସ ସମ୍ମାନଜନକ ୱାର୍ଡ ଅଫ ଦି ଇୟର ପାଇଁ ଆଠଟି ଶବ୍ଦର ଏକ ସଂକ୍ଷିପ୍ତ ତାଲିକା ପ୍ରକାଶ କରିଛି। ଭାଷା ତଥ୍ୟର…

ମାଗଣାରେ ମିଳିବ ରାଶନ, ୫ ବର୍ଷ ଚାଲିବ ଗରିବ କଲ୍ୟାଣ ଅନ୍ନ ଯୋଜନା, ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଡ୍ରୋନ…

ନୂଆଦିଲ୍ଲୀ,୨୯।୧୧ : କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ବୁଧବାର ସରକାର ନେଇଥିବା ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି…

ବନ୍ଧୁକ ଦେଖାଇ ସୁନା ଦୋକାନୀଙ୍କ ଘରୁ ଲୁଟ

ହାଟଡିହୀ,୨୯।୧୧(ଶୁଭକାନ୍ତ ନାୟକ) କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ସୁନା ଦୋକାନୀ ଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟପାଟ ହୋଇଛି। ଥାନା ଅଧୀନ ଟୁକୁଣା…