ଭୁବନେଶ୍ୱର,୨୯।୧୧: ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର (ଜେଏସ୍ପି)କୁ ନିକଟରେ ଆଉ ଏକ ଜାତୀୟ ସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଭିନ୍ନକ୍ଷମଙ୍କ ପୁନଃ ଥଇଥାନ ଏବଂ ସଶକ୍ତୀକରଣ…
ଭୁବନେଶ୍ୱର,୨୯।୧୧(ଅଭୟ ଦାଶ): ପତଞ୍ଜଳି ଯୋଗପୀଠ(ଟ୍ରଷ୍ଟ) ଏବଂ ଇଣ୍ଡିଆନ ଆର୍ମି ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ବୁଝାମଣାପତ୍ର(ଏମ୍ଓୟୁ) ଭାରତୀୟ ସେନା ଏବଂ…
ନୂଆଦିଲ୍ଲୀ,୨୯ା୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଦିଲ୍ଲୀ ଠିକଣା ଥିବା ନୂଆ ଭୋଟର କାର୍ଡ ପାଇଛନ୍ତି। ଦିଲ୍ଲୀର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ପି. କ୍ରିଷ୍ଣମୂର୍ତ୍ତି ରାଷ୍ଟ୍ରପତି…
ଶ୍ରୀନଗର,୨୯ା୧୧: ବିଶ୍ୱକପ୍ କ୍ରିକେଟ ଫାଇନାଲ ମ୍ୟାଚ୍ରେ ଭାରତର ପରାଜୟକୁ ନେଇ ଉତ୍ସବ ମନାଇବା ସହ ଭାରତ ବିରୋଧୀ ଓ ପାକିସ୍ତାନ ସପକ୍ଷରେ ସ୍ଲୋଗାନ ଦେଇଥିବା ଜମ୍ମୁ-କଶ୍ମୀରର ୭…
ନୂଆଦିଲ୍ଲୀ,୨୯ା୧୧(ପି.ଟି.): ମଣିପୁର ଜାତିଆଣ ହିଂସାରେ ପ୍ରାଣ ହରାଇଥିବା ଲୋକଙ୍କ ମୃତଦେହ ଶବାଗାରରେ ପଡ଼ିରହିଥିବାରୁ ସେଗୁଡ଼ିକର ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର…
ଅଗ୍ରଣୀ ତୈଳ ଉତ୍ପାଦନକାରୀ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଚଳିତ ବର୍ଷ କପ୍୨୮ର ଆୟୋଜନ କରୁଛି। ଦୁବାଇରେ ଗୁରୁବାର ଆରମ୍ଭ ହେବାକୁ ଥିବା ବୈଶ୍ୱିକ ଜଳବାୟୁ ସମ୍ମିଳନୀରେ…
ଭୁବନେଶ୍ୱର,୨୯ା୧୧: ଉତ୍ତରକାଶୀ ସୁଡ଼ଙ୍ଗ ମଧ୍ୟରୁ ୪୧ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ୫ ଓଡ଼ିଆ ରହିଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଜିଲା ବଡ଼କୁଦରର ଧୀରେନ…
ଗୁଆହାଟୀ,୨୮ା୧୧: ଗ୍ଲେନ୍ ମ୍ୟାକ୍ସଓ୍ବେଲଙ୍କ ଦମଦାର ଶତକ ବଳରେ ଭାରତ ବିପକ୍ଷ ତୃତୀୟ ଟି୨୦ ମ୍ୟାଚକୁ ୫ ଉଇକେଟରେ ଜିତି ନେଇଛି ଅଷ୍ଟ୍ରେଲିଆ। ଓପନର ଋତୁରାଜ ଗାଏକ୍ୱାଡଙ୍କ ପ୍ରଥମ…
ଅହମ୍ମଦବାଦ,୨୮।୧୧: ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ହେଉଥିବା ଛୋଟ ଛୋଟ ଝଗଡା ଯଦି ଆଇନ ଅନୁସାରେ କ୍ରୁରତା ରୂପ ଧାରଣ କରାଯାଏ ବୋଲି ମାନି ନିଆଯାଏ ତେବେ ସବୁ ବିବାହ…