ଦେଶରେ ଆଫଗାନ ଦୂତାବାସର ପରିଚାଳନା ବନ୍ଦ

ନୂଆଦିଲ୍ଲୀ,୨୯।୯: ଭାରତରେ ଥିବା ଆଫଗାନିସ୍ତାନ ଦୂତାବାସ ଏହାର କାର୍ଯ୍ୟ ବନ୍ଦ କରିବାକୁ ଏକ ଚିଠି ଜାରି କରିଥିବା ଜଣାଯାଇଛି ଏବଂ ଏହାର ସତ୍ୟତା ଉପରେ ନୂଆଦିଲ୍ଲୀ ଅନୁସନ୍ଧାନ…

୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୯।୯: ଉତ୍ତର-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର…

ମଧ୍ୟପ୍ରଦେଶରେ ଅଧିକ ଏମ୍‌ପିଙ୍କ ଉପରେ ବାଜି ଲଗାଇପାରେ ଭାଜପା, ତୃତୀୟ ତାଲିକା ପାଇଁ ଏହି ନାଁ ଉପରେ ଚର୍ଚ୍ଚା

ଭୋପାଳ,୨୯।୯: ମଧ୍ୟପ୍ରଦେଶରେ ନିର୍ବାଚନରେ ଭାରତୀୟ ଜନତା ଦଳର ଆଉ କିଛି ଏମ୍‌ପିଙ୍କୁ ମଧ୍ୟ ନିର୍ବାଚନ ମଇଦାନକୁ ଓହ୍ଲାଯାଇପାରେ ବୋଲି କୁହାଯାଉଛି। ଭାଜପା ତୃତୀୟ ତାଲିକାରେ ଏହି ନାମ…

ହିନ୍ଦୁଙ୍କ ବିରୋଧରେ ବଢୁଥିବା ଘୃଣାକୁ ନେଇ ଉଦବେଗ ପ୍ରକାଶ କଲେ ଭାରତୀୟ-ଆମେରିକୀୟ

ଓ୍ବାଶିଂଟନ,୨୯।୯: କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଭାରତ ଉପରେ ଅଭିଯୋଗ କରିବା ପରେ ବିବାଦ ବଢିବାରେ ଲାଗିଛି। ହିନ୍ଦୁମାନଙ୍କୁ କ୍ରମାଗତ ଭାବରେ କାନାଡାରେ ଧମକ ଦିଆଯାଉଛି। ଏଭଳି…

ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତବନ୍ତ ସିଂଙ୍କ ନାଁରେ ମାମଲା, ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଧମକ ଦେଇଥିବା ଅଭିଯୋଗ

ଅହମ୍ମଦାବାଦ,୨୯।୯: ଆଇସିସି ବିଶ୍ୱକପ୍‌ ୨୦୨୩ରେ ଭାରତ ବନାମ ପାକିସ୍ତାନ ମ୍ୟାଚ ପୂର୍ବରୁ ଧମକ ଦେବା ମାମଲାରେ ଗୁରୁପତବନ୍ତ ସିଂ ପନ୍ନୁଙ୍କ ବିରୋଧରେ ଏଫଆଇଆର୍‌ ଦାଖଲ କରାଯାଇଛି।

୧୧ ୟୁକ୍ରେନ ଡ୍ରୋନ୍‌ ଖସାଇଲା ରୁଷିଆ

ମସ୍କୋ,୨୯ା୯: ରୁଷିଆ- ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ଦୀର୍ଘଦିନ ବିତିଯାଇଥିଲେ ମଧ୍ୟ ଥମିବାର ନାଁ ନେଉନି। ପରସ୍ପର ପରସ୍ପର ପ୍ରତି ଆକ୍ରମଣ ପ୍ରତି ଆକ୍ରମଣ ଜାରି…

ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଅଗ୍ନିକାଣ୍ଡ

କଟକ, ୨୯।୯: କଟକ ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଦୋକାନରେ ଥିବା ଲୁଗାପଟା ସମ୍ପୂର୍ଣ୍ଣ ଜଳିଯାଇଛି। ଏଥିରେ କିଏ…

ରତ୍ନଭଣ୍ଡାର ମାମଲା: ଆଜି ଆସିବ ରାୟ

କଟକ ୨୯।୯: ହାଇକୋର୍ଟ ଶୁକ୍ରବାର ରତ୍ନଭଣ୍ଡାର ମାମଲାର ରାୟ ଶୁଣାଇବେ । ଗତ ୨୬ ତାରିଖରେ ସମସ୍ତ ପକ୍ଷଙ୍କୁ ଶୁଣିବା ପରେ କୋର୍ଟ ରାୟ ସଂରକ୍ଷିତ ରଖିଥିଲେ…

ମୁଖ୍ୟମନ୍ତ୍ରୀ ଦୌଡରେ ସାମିଲ ହେବେ କି ବସୁନ୍ଧରା

ଜୟପୁର,୨୯।୯: ରାଜସ୍ଥାନରେ ଚଳିତ ବର୍ଷ ନଭେମ୍ବରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏବେ ଏହାକୁ ନେଇ ସାରା ରାଜ୍ୟରେ ରାଜନୀତି ହୋଇଛି ସରଗରମ।ଏକ ଘରୋଇ ଟେଲିଭିଜନ ଚ୍ୟାନେଲ…

ମିଳିଲା ଚନ୍ଦନଙ୍କ ମୃତଦେହ : କୁନି ଝିଅର ମିଳୁନି ପତ୍ତା 

ଭଦ୍ରକ/ଭଣ୍ଡାରୀପୋଖରୀ(ସନାତନ ରାଉତ/ରବିନାରାୟଣ ଖିଲାର),୨୯।୯: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ପଞ୍ଚାୟତ ପରମାନନ୍ଦପୁର ଗ୍ରାମର ଚନ୍ଦନ ସାହୁ(୩୦) ନିଜ ଅଢ଼େଇ ବର୍ଷର ଝିଅକୁ ଧରି ବୈତରଣୀ…