୧୦ କୁକୁଡ଼ା ଗିଳିଦେଲା ଅଜଗର

ଅନୁଗୋଳ, ୨୬।୯(ଅମିତ କୁମାର ସାମଲ):ଅନୁଗୋଳ ଜିଲା ବନ୍ତଳା ଥାନା ଧୋକୁଟା ଗ୍ରାମର ଜନକ ନାୟକଙ୍କ କୁକୁଡ଼ା ଫାର୍ମରେ ସୋମବାର ଏକ ଅଜଗର ପଶି ୧୪ କୁକୁଡ଼ା ମାରିବା…

ରାହୁଲଙ୍କ ଚିତ୍ରକଳାକୁ ପ୍ରଶଂସା କଲେ କିଙ୍ଗ୍‌ ଖାନ୍‌

ପାପଡ଼ାହାଣ୍ଡି,୨୬।୯(ସ୍ବପ୍ନଜିତ ପଟ୍ଟନାୟକ):ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ସଦର ମହକୁମା ନୂଆସାହିର ରାହୁଲ ପାତ୍ରଙ୍କ ଚିତ୍ରକଳା ଦେଖି ପ୍ରଶଂସା କରିଛନ୍ତ ବଲିଉଡ୍‌ ଅଭିନେତା ଶାହାରୁଖ ଖାନ୍‌। ରାହୁଲ ପ୍ରଧାନୀଗୁଡ଼ା କାଜୁମିଲଠାରେ…

ମନମୋହନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୯: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ମଙ୍ଗଳବାର ତାଙ୍କର ୯୧ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଦେଶ କୋଣ…

ଉଚ୍ଚଶିକ୍ଷା ପାଇଁ ଛୁଟି ନେଇପାରିବେ ଡାକ୍ତର

ଭୁବନେଶ୍ୱର, ୨୬ା୯(ଅସମାପିକା ସାହୁ):ଉଚ୍ଚଶିକ୍ଷା ନିମନ୍ତେ ଯିବାକୁ ଚାହୁଁଥିବା ଡାକ୍ତରଙ୍କୁ ଛୁଟି ମିଳିବ। କେତେଜଣ ପିଜି ଏବଂ ପୋଷ୍ଟ ପିଜି ଡାକ୍ତରଙ୍କ ଅଭିଯୋଗ ଶୁଣିବା ପରେ ରାଜ୍ୟ ସ୍ବାସ୍ଥ୍ୟ…

୧୭ ଜିଲାକୁ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୬।୯(ଅସମାପିକା ସାହୁ):ରାଜ୍ୟରେ ଏବେ କୌଣସି ପ୍ରକାର ଘୂର୍ଣ୍ଣିବଳୟର ପ୍ରଭାବ ନ ଥିବାବେଳେ ମୌସୁମୀ ଦୁର୍ବଳ ଅବସ୍ଥାରେ ରହିଛି। ଏପରିସ୍ଥିତିରେ ସୋମବାର ବାରିପଦାରେ ସର୍ବାଧିକ ୫୮ମିମି ବର୍ଷା…

ବର୍ଷା-ଅନୁଭବଙ୍କୁ କାଉନସେଲିଂ

କଟକ,୨୬ା୯(କାର୍ତ୍ତିକ ସାହୁ):ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ସୋମବାର କଟକ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହୋଇଛନ୍ତି। ଘରୋଇ ହିଂସା…

ବ୍ରାହ୍ମଣୀରେ ବହଳିଆ କଳାପାଣି

ତାଳଚେର,୨୬ା୯(ମନୋଜ ନନ୍ଦ):ଅନୁଗୋଳ ଜିଲା ତାଳଚେର ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ ନଦୀରେ ସୋମବାର ଅପରାହ୍ନଠାରୁ ହଠାତ୍‌ ବହଳିଆ କଳାପାଣି ପ୍ରବାହିତ ହେଉଥିବା ଦେଖିବାକୁ ମିଳିଥିଲା। ଏହି ଖବର…

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ପାଇଁ ଆଜିଠୁ ପ୍ରମାଣପତ୍ର ଦାଖଲ

ଭୁବନେଶ୍ୱର, ୨୬।୯(ଅସମାପିକା ସାହୁ):ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ର(ଡବ୍ଲ୍ୟୁଏସ୍‌ସି)ରେ ୨୦୨୩-୨୪ ବ୍ୟାଚ୍‌ରେ ନାମଲେଖା ପାଇଁ ଅନ୍‌ଲାଇନ ମାଧ୍ୟମରେ ସାର୍ଟିଫିକେଟ ଓ ଆବଶ୍ୟକ ବିଭିନ୍ନ ପ୍ରମାଣପତ୍ର…

ଯାଞ୍ଚବେଳେ ପୋଲିସକୁ ଗାଡ଼ି ମଡ଼ାଇବାକୁ ଉଦ୍ୟମ

ନନ୍ଦପୁର, ୨୬ା୯ (ଶଙ୍କର ପୂଜାରୀ):କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଛକୁଣ୍ଡ ପୋଲିସ ଏକ ଗଞ୍ଜେଇ ଗାଡ଼ିକୁ ପିଛା କରି ୧କୁଇଣ୍ଟାଲ ୪୨କେଜି ୨୦୦ ଗ୍ରାମ ଗଞ୍ଜେଇ ଜବତ…

କାମ ହୋଇନି, ୬ ପ୍ରକଳ୍ପ ନାଁରେ ୧୦ ଲକ୍ଷ ହଡ଼ପ

ରାଜନଗର, ୨୬ା୯ (ଭାସ୍କର ରାଉତରାୟ): ପଞ୍ଚାୟତିରାଜ ବ୍ୟବସ୍ଥାରେ ପଞ୍ଚାୟତଗୁଡ଼ିକର ଉନ୍ନତି ଓ ବିକାଶ ପାଇଁ କ୍ଷମତା ଅର୍ପଣ କରାଯାଇଛି। କରୋନା ମହାମାରୀ ସମୟରେ ସରପଞ୍ଚମାନଙ୍କୁ ଜିଲାପାଳଙ୍କ କ୍ଷମତା…