ପୁଣି ପ୍ରାର୍ଥୀ ହେବା ନେଇ ଆଶଙ୍କାରେ ୩ ବିଧାୟକ

ବ୍ରହ୍ମପୁର,୨୧ା୧୧(ନରସିଂହ ସାହୁ): ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ ମଣ୍ଡଳୀ ମଧ୍ୟରୁ ୨୦୧୯ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଜେଡିରୁ ୧୨ ବିଧାୟକ ନିର୍ବାଚିତ ହୋଇଥିଲେ।…

ସମ୍ବଲପୁର-ବନାରସ ଟ୍ରେନ୍‌ ବିଶାଖାପାଟଣାକୁ ସମ୍ପ୍ରସାରିତ

ସମ୍ବଲପୁର,୨୧ା୧୧(ପ୍ରମୋଦ ବହିଦାର):କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର…

‘କ୍ଲାଇମେଟ୍‌ ଚେଞ୍ଜ: ଦି ପାଥ୍‌ ଆହେଡ୍‌’-ଅରଣ୍ୟ ମାନବ ଯାଦବ ପାୟେଙ୍ଗ

ସାରା ବିଶ୍ୱ ପାଇଁ ଜଳବାୟୁ ପରିବର୍ତ୍ତନ ଏବେ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କର ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ…

ଡିସେମ୍ବର ୨୬ରେ ପ୍ରତାପ ଜେନାଙ୍କ ପରବର୍ତ୍ତୀ ଶୁଣାଣି

ନିଶ୍ଚିନ୍ତକୋଇଲି,୨୧।୧୧ (ଅଶୋକ କୁମାର ମହାପାତ୍ର):ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ହାଇକୋର୍ଟ ହସ୍ତକ୍ଷେପ କରିବା ପରେ ସାଲେପୁର ଜେଏମ୍‌ଏଫ୍‌ସି(ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ) ମାହାଙ୍ଗା ବିଧାୟକ…

କୋଭିଡ ଭ୍ୟାକ୍ସିନ ଯୋଗୁ ବଢୁଛିକି ଯୁବବର୍ଗଙ୍କ ମୃତ୍ୟୁ ହାର, ଜବାବ ଦେଲା ଆଇସିଏମଆର

ନୂଆଦିଲ୍ଲୀ,୨୧।୧୧: କୋଭିଡ -୧୯ ମହାମାରୀ ପରେ ସରକାର ଲୋକଙ୍କ ଜୀବନ ରକ୍ଷା ପାଇଁ ଏକ ବଡ଼ ଧରଣର ଟୀକାକରଣ ଅଭିଯାନ ଆରମ୍ଭ କରିଥିଲେ। ଦେଶର ଲୋକଙ୍କୁ ୨…

ଆଜି ଅଁଳାନବମୀ, ସାକ୍ଷୀଗୋପାଳ ଚଳଚଞ୍ଚଳ:ଓଡ଼ିଆଣୀ ବେଶରେ ଦର୍ଶନ ଦେବେ ଶ୍ରୀରାଧା

ସାକ୍ଷୀଗୋପାଳ, ୨୧ା୧୧ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ):କାର୍ତ୍ତିକ ମାସ ଶୁକ୍ଳପକ୍ଷ ନବମୀ ତିଥି ମଙ୍ଗଳବାର ସାକ୍ଷୀଗୋପାଳ ମନ୍ଦିରରେ ପାଳନ ହେବ ଅଁଳାନବମୀ। ଏହି ଅବସରରେ ବର୍ଷକୁ ଗୋଟିଏ…

ଫାର୍ମାସିଷ୍ଟ ଭରସାରେ ସ୍ବାସ୍ଥ୍ୟକେନ୍ଦ୍ର

ଖଜୁରିପଡ଼ା,୨୧ା୧୧(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ ବାରିକୁମ୍ପା ମେଡ଼ିକାଲରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇଯାଇଛି। ଲୋକଙ୍କୁ ମିଳୁଛି ଦିନ ବେଳା ଡାକ୍ତର ବିହୀନ ଚିକିତ୍ସା ସୁବିଧା। ରାତିରେ ମିଳୁଛି…

ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହେବେ ସାଲୁଗା ପ୍ରଧାନ

ଭୁବନେଶ୍ୱର,୨୧ା୧୧(ଅନିଲ ଦାସ):ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ଉପବାଚସ୍ପତି ପ୍ରାର୍ଥୀ ହୋଇଛନ୍ତି। ଉପବାଚସ୍ପତି ନିର୍ବାଚନ ପାଇଁ ସେ ସୋମବାର ପୂର୍ବାହ୍ନରେ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର…

ଆଜିଠୁ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୨୧ା୧୧(ଅନିଲ ଦାସ):ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଏଥିରେ ମୋଟ୍‌ ୩୦ଟି କାର୍ଯ୍ୟକାରୀ…

ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ: ପୁଣି ମିଳିବ କି ସୁଯୋଗ

ନୂଆଦିଲ୍ଲୀ,୨୧।୧୧: ଭାରତୀୟ ଦଳର କୋଚ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ରାହୁଲ ଦ୍ରାବିଡ ୨୦୨୧ରେ ଟିମ ଇଣ୍ଡିଆର କୋଚ ପଦର ଦାୟିତ୍ୱ ଗ୍ରହଣ କରିଥିଲେ। କିନ୍ତୁ…