ଅଣ୍ଡିରା ଜନ୍ମ ହୋଇ ମାଈ ହୁଏ

ନୂଆଦିଲ୍ଲୀ: ବିଶ୍ୱରେ ବିଭିନ୍ନ ପ୍ରକାରର ଜୀବଜନ୍ତୁ ଅଛନ୍ତି। ତା’ ମଧ୍ୟରୁ ଅନେକ ବେଶ୍‌ ଅଜଣା। ତେବେ ରିବନ ଇଲ ବିଶ୍ୱର ସବୁଠୁ ଅଜବ ଜୀବ । ଯିଏ…

୨୨ରେ ଖୋଲିବ ଟିଟିଏଲ୍‌ର ଆଇପିଓ

ଭୁବନେଶ୍ୱର,୨୧ା୧୧: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଟାଟା ଗ୍ରୁପର ସହଯୋଗୀ ସଂସ୍ଥା ଟାଟା ଟେକ୍ନୋଲୋଜି ଲିମିଟେଡ୍‌ (ଟିଟିଏଲ୍‌)ର ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଚଳିତ ବର୍ଷ ନଭେମ୍ବର…

୨୪ ବର୍ଷରେ ଏହି ମାଇଲଖୁଣ୍ଟ ହାସଲ କଲେ ଏମ୍‌ବାପେ: ମେସି, ରୋନାଲ୍ଡୋଙ୍କୁ ପଛରେ ପକାଇଲେ

ପ୍ୟାରିସ୍‌,୨୧ା୧୧: ଫୁଟବଲ ତାରକା କିଲିଆନ୍‌ ଏମ୍‌ବାପେ ଆଉ ଏକ ରେକର୍ଡ ନିଜ ନାମରେ କରିଛନ୍ତି। ସୁପରଷ୍ଟାର ଲିଓନେଲ ମେସି ଓ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସେ ପଛରେ ଛାଡିଛନ୍ତି।…

କାନାରା ବ୍ୟାଙ୍କର ପ୍ରତିଷ୍ଠାତାଙ୍କ ଦିବସ

ଭୁବନେଶ୍ୱର,୨୧ା୧୧ (ଅଭୟ ଦାଶ): କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ବ୍ୟାଙ୍କର ପ୍ରତିଷ୍ଠାତାଙ୍କ ୧୧୮ତମ ଦିବସ ନିକଟରେ ପାଳିତ ହୋଇଯାଇଛି। ଏପରିକି ବ୍ୟାଙ୍କର ଅଞ୍ଚଳ ମୁଖ୍ୟ ଜଗଦୀଶ…

ମୀନକେତନଙ୍କୁ ଲାଇଫ୍‌ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ

ଭୁବନେଶ୍ୱର,୨୧ା୧୧(ଅନୁରାଧା ମହାରଣା): ସମଗ୍ର ଓଡ଼ିଶା ଏବଂ ଭାରତରେ ନେଚେରୋପାଥି ଚିକିସତ୍ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଅନ୍ତର୍ଜାତୀୟ ନେଚେରୋପାଥି ସଙ୍ଗଠନ ତଥା ୱାଲଡେନ ଉଡ୍‌ସ ଫାଉଣ୍ଡେଶନ ପକ୍ଷରୁ ହେଲ୍‌ଥଭିଲେର…

ସେପ୍ଟେମ୍ବରରେ ୧୭.୨୧ ଲକ୍ଷ ନୂତନ ସଦସ୍ୟ

ଭୁବନେଶ୍ୱର,୨୧ା୧୧ :ଦେଶର ଜଣାଶୁଣା ତଥା ଲୋକପ୍ରିୟ ଅନୁଷ୍ଠାନ କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ (ଇପିଏଫଓ) ରେ ଚଳିତ ବର୍ଷ ସେପ୍ଟେମ୍ବରରେ ମୋଟ ୧୭.୨୧ ଲକ୍ଷ ନୂତନ ସଦସ୍ୟ ସାମିଲ…

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର,୨୧ା୧୧: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର…

ଓଟିଟି ଡେବ୍ୟୁ କରିବେ ଜ୍ୟାକ୍‌ଲିନ

ମୁମ୍ବାଇ: ଅନେକ କଳାକାର ବର୍ତ୍ତମାନ ସମୟରେ ଡିଜିଟାଲ ପ୍ଲାଟଫର୍ମ ଆଡ଼େ ମୁହଁାଉଛନ୍ତି। ଏହି ରେସ୍‌ରେ ଅଭିନେତ୍ରୀ ଜ୍ୟାକ୍‌ଲିନ ଫର୍ନାଣ୍ଡିଜ୍‌ ମଧ୍ୟ ବାଦ୍‌ ପଡ଼ି ନାହାନ୍ତି। ସେ ଖୁବ୍‌ଶୀଘ୍ର…

ଆଫଗାନିସ୍ତାନରେ ପୁଣି ଭୂକମ୍ପ ଝଟ୍‌କା

କାବୁଲ,୨୧।୧୧:ଆଫଗାନିସ୍ତାନରେ ପୁଣି ଥରେ ଭୂମିକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୧…

ପ୍ରାଣୀଙ୍କ ପାଇଁ ଛାଡ଼ିଲେ ୬୦ ଲକ୍ଷର ଚାକିରି

ୱାଶିଂଟନ: ବହୁତ ଲୋକ ନିଜ ଘରେ ଗୃହପାଳିତ ପ୍ରାଣୀ(ପେଟ୍‌)ଙ୍କୁ ରଖିଥାନ୍ତି। ସେମାନେ ପ୍ରାଣୀଙ୍କୁ ଏତେ ଭଲ ପାଆନ୍ତି ଯେ, ତାଙ୍କ ପାଇଁ ସବୁ କିଛି କରିବାକୁ ପ୍ରସ୍ତୁତ ଥା’ନ୍ତି।…