ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ ପଦ…

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ ଅର୍ଜୁନ…

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଲାଗି…

ବିଦ୍ୟୁତ୍ ଜରିମାନା ମାମଲା ବଢୁଛି : ଲୋକ ଅଦାଲତରେ ୨୨୨ ମାମଲା ଫଇସଲା

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟରେ ଶନିବାର ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୨୨ଟି ମାମଲାରେ ଶୁଣାଣି ହୋଇ ୨୨୭ ମାମଲାର…

ଭାରତ ଉପରୁ ଟାରିଫ୍‌ ହଟାଯାଉ

ଓ୍ବାଶିଂଟନ,୧୪ା୧୨: ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲଗାଯିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜାତୀୟ ଏମର୍ଜେନ୍ସି ଘୋଷଣା ବୋଲି ଆମେରିକା ହଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର ୩…

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫ ଜଣ…

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ ଆର୍ଥତ୍କ…

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ ଛତିଶଗଡ଼ରେ…

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ ଘର…