ରାଶିଫଳ: ସୋମବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ଆଜି କୃତିକା ନକ୍ଷତ୍ରର ଅସୁବିଧା ନହେଲେ ମଧ୍ୟ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ବ୍ୟସ୍ତବିବ୍ରତ କରାଇବ। ଉପସ୍ଥିତି ବୁଦ୍ଧି ଓ କୈାଶଳପୂର୍ଣ୍ଣ ବ୍ୟବହାର…

ହାତୀ କି ଘୋଡା ନୁହେଁ ଭିନ୍ନ ଏକ ରାଜକୀୟ ଢଙ୍ଗରେ ପରିଣିତିଙ୍କୁ ବିବାହ କରିବାକୁ ଶୋଭାଯାତ୍ରାରେ ଆସିବେ ରାଘବ

ମୁମ୍ବାଇ: ବଲିଉଡ କୁଇନ ପରିଣିତି ଚୋପ୍ରା ଓ ରାଜନେତା ରାଘବ ଚଢା ବିବାହକୁ ନେଇ ଏବେ ଖୁବ ଚର୍ଚ୍ଚାରେ ରହୁଥିବା ବେଳେ ଆଉ ମାତ୍ର କିଛିଦିନ ମଧ୍ୟରେ…

ମୁଖ୍ୟମନ୍ତ୍ରୀ କେସିଆରଙ୍କୁ ପ୍ରଶଂସା, କଂଗ୍ରେସକୁ କଟାକ୍ଷ…ସିଡବ୍ଲୁସି ବୈଠକ ମଧ୍ୟରେ ହାଇଦ୍ରାବାଦରେ ଲାଗିଲା ଦଳ ବିରୋଧୀ ପୋଷ୍ଟର

ହାଇଦ୍ରାବାଦ,୧୭।୯: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ମଧ୍ୟରେ ହାଇଦ୍ରାବାଦରେ ଦଳକୁ ସମାଲୋଚନା କରୁଥିବା ଅନେକ ପୋଷ୍ଟର ଏବଂ ହୋର୍ଡିଂ ଲଗାାଯାଇଛି। ଏହି ବୈଠକ ପରେ ରବିବାର ଦଳ ଜାରି…

ପରିସ୍ରାଗାର ପାଲଟିଛି ମୃଣ୍ମୟ ମୂର୍ତ୍ତିଙ୍କ ଗୋଦାମ ଘର, କାର୍ଯ୍ୟାନୁଷ୍ଠାନ ଦାବି

କେନ୍ଦୁଝର,୧୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାପାଳଙ୍କ କାଯର୍‌ୟାଳୟ ପରିସରରେ ଥିବା ଶୌଚାଳୟରେ ବିଶ୍ୱକର୍ମା ଓ ଗଣେଶ ପୂଜା ପାଇଁ ବାହାରୁ ମୃଣ୍ମୟ ମୂର୍ତ୍ତି ଆଣି ବିକ୍ରି କରୁଥିବା ଜଣେ…

ଏସିଆନ୍‌ ଗେମ୍ସ ୨୦୨୩: ମହିଳା-ପୁରୁଷ କ୍ରିକେଟ୍‌ ଟିମ୍‌ରେ ପରିବର୍ତ୍ତନ

ନୂଆଦିଲ୍ଲୀ,୧୭।୯:ଏସିଆନ ଗେମ୍ସ ଲାଗି ପୁରୁଷ ଏବଂ ମହିଳା କ୍ରିକେଟ ଦଳରେ ଛୋଟ ପରିବର୍ତ୍ତନ କରିଛି ବିସିସିଆଇ। ସେପ୍ଟେମ୍ବର ୨୩ରୁ ଆୟୋଜିତ ହେବାକୁ ଥିବା ଏହି ଟୁର୍ନାମେଣ୍ଟ ଲାଗି…

୪୩ ପାଇଲଟଙ୍କ ବିରୋଧରେ କୋର୍ଟଙ୍କ ଦ୍ୱାରସ୍ଥ ହେଲା ଅକାଶା ଏୟାର

ନୂଆଦିଲ୍ଲୀ,୧୭।୯: ବେସରକାରୀ ବିମାନ କମ୍ପାନୀ ଅକାଶା ଏୟାର ଏହାର ୪୩ ପାଇଲଟ୍‌ଙ୍କ ବିରୋଧରେ କୋଟର୍ର୍ ଯିବାକୁ ନିଷ୍ପତ୍ତି ନେଇଛି। ନୋଟିସ ନ ଦେଇ କର୍ମଚାରୀମାନେ କମ୍ପାନୀ ଛାଡ଼ିଥିବାରୁ…

ଇପିଏଫ୍‌ଓକୁ ସୁଧ ହାର ଘୋଷଣା ନ କରିବାକୁ ନିର୍ଦ୍ଦେଶ !

ନୂଆଦିଲ୍ଲୀ,୧୭।୯: ପ୍ରତି ଆର୍ଥିକ ବର୍ଷ ଲାଗି କର୍ମଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍‌ଓ) ସୁଧ ହାର ନେଇ ଘୋଷଣା କରିଥାଏ। ହେଲେ ୨୦୨୩-୨୪ ଆର୍ଥିକ ବର୍ଷ ଲାଗି କେନ୍ଦ୍ରୀୟ…

ଭଉଣୀ ଗୀତାଙ୍କ ଶେଷଦର୍ଶନ କଲେ ନବୀନ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୭ା୯: ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ଶେଷଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଗୀତାଙ୍କ ଭାଇ ନବୀନ ପଟ୍ଟନାୟକ। ରବିବାର ଦିଲ୍ଲୀ ଯାଇ ଭଉଣୀ ଗୀତାଙ୍କ ଶେଷ ଦର୍ଶନ…

ଏସିଆ କପ୍‌ ଫାଇନାଲ୍‌: ଭାରତୀୟ ଦଳରେ ୫ ପରିବର୍ତ୍ତନ, ଓ୍ବାଶିଂଟନ୍‌ଙ୍କୁ ସୁଯୋଗ

କଲମ୍ବୋ,୧୭।୯: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଏସିଆ କପର ଫାଇନାଲ କଲମ୍ବୋର ଆର ପ୍ରେମାଦାସା ଷ୍ଟାଡିୟମରେ ଖୋଳଯାଉଛି। ଏଏସିଆ କପ ଫାଇନାଲରେ ଶ୍ରୀଲଙ୍କାର ଅଧିନାୟକ ଦାସୁନ ଶାନାକା…

ଆସିବ ‘ଜବ୍‌ ଉଇ ମେଟ୍‌’ ସିକୁଏଲ, ପୁଣି ଏକାଠି ନଜର ଆସିବେ ଶାହିଦ-କରିନା !

ବମ୍ବେ: ଇମ୍‌ତିଆଜ ଅଲ୍ଲିଙ୍କ ଚଳଚ୍ଚିତ୍ର ‘ଜବ ଉଇ ମେଟ୍‌’ ବଲିଉଡର ସୁପରହିଟ୍‌ ଫିଲ୍ମ ମଧ୍ୟରୁ ଅନ୍ୟତମ। ଏଥିରେ ଶାହିଦ କପୁର ଏବଂ କରିନା କପୁରଙ୍କ ଯୋଡ଼ି ଜବରଦସ୍ତ…