ଯନ୍ତ୍ରୀ ରହୁନାହାନ୍ତି, ପିଅନ ଶୁଣୁଛନ୍ତି ଲୋକଙ୍କ ଅଭିଯୋଗ

ଭବାନୀପାଟଣା,୯।୧୧(ଉତ୍ତମ କୁମାର ଦାଶ): ଜନକେନ୍ଦ୍ରିକ ଶାସନ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ୫-ଟି ଅନ୍ତର୍ଗତ ମୋ ସରକାର ଭଳି ଏକ ଅଭିନବ ଓ ଗୁରୁତ୍ୱପୂର୍ଣ୍ଣ…

ନରମିଲେ ନେତାନ୍ୟାହୁ: ଯୁଦ୍ଧ ବନ୍ଦ

ଗାଜା,୯।୧୧: ଗାଜା ଷ୍ଟ୍ରିପରେ ଲଗାତାର ଆକ୍ରମଣ ଭିତରେ ଇସ୍ରାଏଲ ଓ ପାଲେଷ୍ଟାଇନ ମଧ୍ୟରେ କିଛି ଦିନ ପାଇଁ ଯୁଦ୍ଧ ବିରତି ନିଷ୍ପତ୍ତି ହୋଇଛି। ଏହି ସମୟରେ ହମାସ…

ବସୁଧୈବ କୁଟୁମ୍ବକମ୍‌

ବିଶ୍ୱରେ ସମସ୍ତଙ୍କ ମଧ୍ୟରେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ବ୍ୟବସ୍ଥା ସୃଷ୍ଟି ହେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ଦ୍ୱାରା ବସୁଧୈବ କୁଟୁମ୍ବକମ ଉଦ୍ଦେଶ୍ୟ ସଫଳ ହୋଇ ପାରିବ। ବିଶ୍ୱ ସ୍ବାଧୀନତା…

ପ୍ରିୟଙ୍କା-ଏନ୍‌ସିଡବ୍ଲ୍ୟୁ ମୁଖ୍ୟ ବାକ୍‌ଯୁଦ୍ଧ

ମୁମ୍ବାଇ,୯ା୧୧: ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ନାରୀଶିକ୍ଷାର ଗୁରୁତ୍ୱ ସମ୍ପର୍କିତ ନୀତୀଶ କୁମାରଙ୍କ ମନ୍ତବ୍ୟକୁ ନେଇ ଶିବସେନା (ୟୁବିଟି) ରାଜ୍ୟ ସଭା ସଦସ୍ୟା ପ୍ରିୟଙ୍କା ଚତୁର୍ବେଦୀ ଏବଂ ଏନ୍‌ସିଡବ୍ଲ୍ୟୁ…

ରୁଷୀୟ କଳାକାରଙ୍କୁ ୮ ବର୍ଷ ଜେଲ

ମସ୍କୋ,୯ା୧୧: ମସ୍କୋର ୟୁକ୍ରେନ୍‌ ଯୁଦ୍ଧକୁ ବିରୋଧ କରିଥିବା ଜଣେ ରୁଷୀୟ କଳାକାରଙ୍କୁ ବୁଧବାର ୮ ବର୍ଷ ଜେଲ ଦଣ୍ଡାଦେଶ ଦିଆଯାଇଛି। ୩୩ ବର୍ଷୀୟା ରୁଷୀୟ କଳାକାର ତଥା…

ଫେଲ୍‌ ମାରିଛି ମିଶନ ଉଦ୍ଧାର-୨: ଏବେ ବି ଦାଦନ ଖଟିବାକୁ ଯାଉଛନ୍ତି…

ଲାଠୋର,୯ା୧୧(ଭୁବନେଶ୍ୱର ବାରିକ):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକରୁ ପ୍ରତିବର୍ଷ ହଜାର ହଜାର ଶ୍ରମିକ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥାନ୍ତି। ଅନେକ ସେଠାରେ ନିର୍ଯାତନାର ଶିକାର ହୋଇଥାନ୍ତି।…

ସିରିଆରେ ଦ୍ୱିତୀୟ ଥର ଏୟାରଷ୍ଟ୍ରାଇକ କଲା ଆମେରିକା, ୯ମୃତ

ଡାମାସକସ,୯।୧୧: ଇସ୍ରାଏଲ-ହମାସ ମଧ୍ୟରେ ଯୁଦ୍ଧ ଥମି ନ ଥିବାବେଳେ ପୂର୍ବ ସିରିଆରେ ଆମେରିକାରେ ସୈନ୍ୟ ଆକ୍ରମଣ କରିଛନ୍ତି । ୟୁଏସର ଏୟାରଷ୍ଟ୍ରାଇକରେ ଇରାନ ସମର୍ଥିତ ଗୋଷ୍ଠୀର ୯…

ଆର୍‌ଏସ୍‌ପିର ସୁମିତ୍ରା ଭଟ୍ଟାଚାର୍ଯ୍ୟଙ୍କୁ ଉଇଙ୍ଗ୍‌ସ ଅଫ୍‌ ଷ୍ଟିଲ ସମ୍ମାନ

ରାଉରକେଲା,୯ା୧୧(ବିପ୍ଳବରଞ୍ଜନ ଦାଶ): ଆର୍‌ଏସ୍‌ପି ଯୋଗାଯୋଗ ଇଞ୍ଜିନିୟରଂ ବିଭାଗ ମହାପ୍ରବନ୍ଧକ ସୁଶ୍ରୀ ସୁମିତ୍ରା ଭଟ୍ଟାଚାର୍ଯ୍ୟ ଲିଙ୍ଗ ବିବିଧତା ବର୍ଗରେ ଆଏଏସଏର ଉଇଙ୍ଗସ ଅଫ ଷ୍ଟିଲ ସମ୍ମାନ ଲାଭ କରିଛନ୍ତି।…

ରାଉରକେଲାରେ ବୃଦ୍ଧି ହେଉଛି ଆବର୍ଜନାଜନିତ ପ୍ରଦୂଷଣ

ରାଉରକେଲା, ୯ା୧୧(ବିପ୍ଳବରଞ୍ଜନ ଦାଶ): ଦିନକୁ ଦିନ ସ୍ମାର୍ଟସିଟି ରାଉରକେଲାରେ ଜନବସତି ବଢି ଚାଲିଛି। ଜନସଂଖ୍ୟା ବୃଦ୍ଧି ସହ ଅଳିଆ ଆବର୍ଜନା ମାତ୍ରା ବି ବୃଦ୍ଧି ପାଇବାକୁ ଲାଗିଛି।…