କୋଭିଡ୍‌ର ନୂଆ ଭାରିଆଣ୍ଟ ଜେଏନ୍‌.୧

ନୂଆଦିଲ୍ଲୀ,୮ା୧୧: କୋଭିଡ୍‌-୧୯ ଭୂତାଣୁର ସଦ୍ୟତମ ଭାରିଆଣ୍ଟ ‘ଜେଏନ୍‌.୧’ ଚିହ୍ନଟ ହୋଇଛି, ଯାହା ଅଧିକ ସଂକ୍ରାମକ ଏବଂ ଟିକାର ରୋଗ ପ୍ରତିରୋଧ ଶକ୍ତିକୁ ଅତିକ୍ରମ କରିପାରେ ବୋଲି ବୈଜ୍ଞାନିକମାନେ…

ଡିପ୍‌ଫେକ୍‌ ଆତଙ୍କ

ବିଜ୍ଞାନ ଓ ପ୍ରଯୁକ୍ତିର ଅଗ୍ରଗତି ଅନେକ ଦୁରୂହ କାର୍ଯ୍ୟକୁ ସହଜ କରିଦେଉଥିବାବେଳେ ଏହାର ଦୁରୁପଯୋଗ ସମଗ୍ର ମାନବଜାତି ପାଇଁ ଅଭିଶାପ ପାଲଟିଛି । ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ)…

୨୦୨୪ ପାଇଁ ସରକାରୀ ଛୁଟି ତାଲିକା ଘୋଷଣା: କର୍ମଚାରୀଙ୍କୁ ମିଳିବ ବର୍ଷକୁ ୩୦, ୬ ଇଚ୍ଛାଧୀନ ଛୁଟି

ଭୁବନେଶ୍ୱର,୭ା୧୧(ଅନିଲ ଦାସ): ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ତାଲିକା ଜାରି କରିଛନ୍ତି । ରାଜସ୍ବ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ମଙ୍ଗଳବାର…

ସଚିନ ତେନ୍ଦୁଲକରଙ୍କୁ ନିଜ ଶତକୀୟ ଇନିଂସର ଶ୍ରେୟ ଦେଲେ ଆଫଗାନିସ୍ତାନର ଏହି ବ୍ୟାଟ୍ସମ୍ୟାନ୍‌

ମୁମ୍ବାଇ,୧୧।୭: ଆଫଗାନିସ୍ତାନର ଓପନିଂ ବ୍ୟାଟ୍ସମ୍ୟାନ୍‌ ଇବ୍ରାହିମ୍‌ ଜାଦ୍‌ରାନ ମଙ୍ଗଳବାର ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିଛନ୍ତି। ସେ ବିଶ୍ୱକପ୍‌ ଇତିହାସରେ ଶତକ ମାରିଥିବା ପ୍ରଥମ ଆଫଗାନିସ୍ତାନ ବ୍ୟାଟ୍ସମ୍ୟାନ୍‌…

ମ୍ୟାକ୍ସଓ୍ବେଲଙ୍କ ଡବଲ ସେଞ୍ଚୁରୀ, ସେମିଫାଇନାଲରେ ଅଷ୍ଟ୍ରେଲିଆ…

ମୁମ୍ବାଇ,୭।୧୧ : ପ୍ରତିକୂଳ ପରିସ୍ଥିତିରେ ଖେଳାଯାଇଥିବା ଅପରାଜିତ ୨୦୧ ରନର ଗ୍ଲେନ ମ୍ୟାକ୍ସୱେଲଙ୍କ ତୋଫାନୀ ଇନିଂସ ମାଧ୍ୟମରେ ଅଷ୍ଟ୍ରେଲିଆ ଆଫଗାନିସ୍ତାନକୁ ପରାସ୍ତ କରି ଆଇସିସି କ୍ରିକେଟ ବିଶ୍ୱକପ…

ଏକା ଲଢ଼ିଲେ ମାକ୍ସଓ୍ବେଲ, ପାଦରେ ଆଘାତ ସତ୍ତ୍ୱେ ନିରବିଲାନି ବ୍ୟାଟ୍‌

ମୁମ୍ବାଇ,୧୧।୭: ଏକା ଲଢ଼ି ଦଳକୁ ଜିତାଇଲେ ଗ୍ଲେନ୍‌ ମାକ୍ସଓ୍ବେଲ। ମଙ୍ଗଳବାର ଆଫଗାନିସ୍ତାନ ବିପକ୍ଷରେ ଖେଳାଯାଉଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ସେ ୨୦୧ରନ୍‌ର ବିସ୍ଫୋରକ ଇନିଂସ ଖେଳି ଦଳକୁ ବିଜେତା…

ବିରାଟଙ୍କ ସଫଳତା ପଛରେ ଅଛନ୍ତି କିଏ ? କହିଲେ ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର…

ଇସଲାମାବାଦ,୭।୧୧ : ବିଶ୍ୱକପ ୨୦୨୩ ରେ ବିରାଟ କୋହଲିଙ୍କ ଉତ୍କୃଷ୍ଟ ପ୍ରଦର୍ଶନ ଜାରି ରହିଛି। ରବିବାର ଦିନ ବିଶ୍ୱକପ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ତାରକା ବ୍ୟାଟ୍ସମ୍ୟାନ…

ମାଥ୍ୟୁସଙ୍କ ସମର୍ଥନରେ ବାହାରିଲେ ଏହି ଭାରତୀୟ କ୍ରିକେଟର, ଶାକିବଙ୍କ ଅପିଲକୁ କହିଲେ ଲଜ୍ଜାଜନକ

ନୂଆଦିଲ୍ଲୀ,୭।୧୧: ବିଶ୍ୱକପ୍‌ ୨୦୨୩ର ଟାଇମ୍‌ ଆଉଟ୍‌ ବିବାଦକୁ ନେଇ ମୁହଁ ଖୋଲିଛନ୍ତି ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ କୈଫ। ଏହି ମାମଲାରେ ସେ ଶ୍ରୀଲଙ୍କା ଅଲରାଉଣ୍ଡର ଆଞ୍ଜେଲା…

ଶତକ ମାରିଥିବା ଖେଳାଳିଙ୍କୁ ଷ୍ଟ୍ରାଇକ୍‌ ଦେଲେନି

ମୁମ୍ବାଇ,୧୧।୭: ଶତକ ମାରିଥିବା ସତ୍ତ୍ୱେ ବ୍ୟାଟ୍ସମ୍ୟାନ୍‌ଙ୍କୁ ଷ୍ଟ୍ରାଇକ୍‌ ଦେଲେ ନାହିଁ ଆଫଗାନିସ୍ତାନ କ୍ରିକେଟର ରଶିଦ ଖାନ୍‌। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମଙ୍ଗଳବାର ଓ୍ବାନ୍‌ଖେଡେ ଷ୍ଟାଡିୟମରେ…