ନଭେମ୍ବର ୯-୧୦ରେ ପାଳନ ହେବ ମାଣ୍ଡିଆ ଦିବସ

କେନ୍ଦୁଝର, ୭।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ) ମାଣ୍ଡିଆ ଅତ୍ୟନ୍ତ ପୁଷ୍ଟିକର ହୋଇଥିବାରୁ ଏହାକୁ ଅଧିକ ଲୋକପ୍ରିୟ କରାଇବା ପାଇଁ କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ ଗୁରତ୍ୱାରୋପ କରିଛନ୍ତି…

ନିର୍ଦ୍ଦେଶ ପରେ ଉପବାଚସ୍ପତି ପଦରୁ ବୁଧବାର ଇସ୍ତଫା ଦେଇପାରନ୍ତି ରଜନୀକାନ୍ତ ସିଂ

ଭୁବନେଶ୍ୱର,୭ା୧୧(ଅନିଲ ଦାସ): ବିଜେଡିର ବରିଷ୍ଠ ନେତା ରଜନୀକାନ୍ତ ସିଂ ଓଡ଼ିଶା ବିଧାନସଭାର ଉପବାଚସ୍ପତି ପଦରୁ ଇସ୍ତଫା ଦେବେ। ସେ ବୁଧବାର ବାଚସ୍ପତିଙ୍କୁ ଭେଟି ବିଧିବଦ୍ଧ ଭାବେ ନିଜର…

ବଳାତ୍କାରୀ ଘନିଆ ଗିରଫ

ଭୁବନେଶ୍ୱର,୭।୧୧: ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅଞ୍ଚଳରେ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇ ହତ୍ୟା କରାଯାଇଛି। ଏପରି ଛାତିଥରା ଘଟଣାର ଅଭିଯୁକ୍ତ ଘନିଆଙ୍କୁ ପୋଲିସ ମଙ୍ଗଳବାର ଗିରଫ…

ଅନୁଭବ କାହା ଉଦ୍ଦେଶ୍ୟରେ ଲେଖିଲେ ‘ଡିଅର ମିଷ୍ଟର ରେକର୍ଡିଂ…’; ଫେସବୁକ୍‌ ପୋଷ୍ଟକୁ ନେଇ ଚର୍ଚ୍ଚା ବଢ଼ିଲା…

ଭୁବନେଶ୍ୱର: ଓଲିଉଡରେ ଚାଲିଥିବା ବିବାଦ ମଧ୍ୟରେ ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ଏକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଚର୍ଚ୍ଚା ଜୋର ଧରିଛି। ସେ ଉକ୍ତ ପୋଷ୍ଟଟିକୁ କାହା…

କେନ୍ଦ୍ରମନ୍ତ୍ରୀଙ୍କ କାର୍‌ ଦୁର୍ଘଟଣା

ନରସିଂହପୁର,୭।୧୧: କେନ୍ଦ୍ରମନ୍ତ୍ରୀ ପହ୍ଲାଦ ପଟେଲ୍‌ଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ମଧ୍ୟପ୍ରଦେଶର ନରସିଂହପୁର ନିକଟରେ ଦୁର୍ଘଟଣା ଘଟିଛି। ରଙ୍ଗ୍‌ ରୁଟ୍‌ରେ ଆସି ବାଇକ୍‌ ଧକ୍କା ଦେବାରୁ ଏପରି ଦୁର୍ଘଟଣା…

ସେମିଫାଇନାଲରେ ଭାରତ-ଆଫଗାନିସ୍ତାନ ହେବ କି ଭେଟ ?…

ମୁମ୍ବାଇ,୭।୧୧ : ଆଫଗାନିସ୍ତାନ ଅଷ୍ଟ୍ରେଲିଆ ବିରୋଧରେ ଭଲ ପ୍ରଦର୍ଶନ କରିଛି। ପଏଣ୍ଟ ଟେବୁଲରେ ଭାରତ ଶୀର୍ଷରେ ୧୬ ପଏଣ୍ଟ ସହିତ ରହି ସେମିଫାଇନାଲ ପାଇଁ ଟିକେଟ ପାଇସାରିଛି।…

ବାମ ହାତରେ ତୁଳସୀଙ୍କୁ ଜଳ ଅର୍ପଣ କରି ଟ୍ରୋଲ ହେଉଛନ୍ତି ବିଗ୍‌ବି

ବମ୍ବେ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବେଶ ଆକ୍ଟିଭ୍‌। ପ୍ରତିଦିନ ସେ ନିଜର କିଛି ଫଟୋ ନଚେତ ଭିଡିଓ ଶେୟାର କରି ପ୍ରଶଂସକଙ୍କ ସହ…

ପଞ୍ଚଭୂତରେ ଲୀନ ହେଲେ ମହେଶ୍ୱର ମହାନ୍ତି

ପୁରୀ,୭।୧୧: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ପୁରୀର ପୂର୍ବତନ ବିଧାୟକ ମହେଶ୍ୱର ମହାନ୍ତିଙ୍କ ମଙ୍ଗଳବାର ଭୋରରେ ପରଲୋକ ଘଟିଛି। ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ପାର୍ଥିବ ଶରୀରର…

ପ୍ରଧାନମନ୍ତ୍ରୀଙ୍କ ଏହି ଘୋଷଣା ବିରୋଧରେ ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହେବାକୁ ଯୋଜନା କରୁଛି କଂଗ୍ରେସ, ଜାଣନ୍ତୁ…

ନୂଆଦିଲ୍ଲୀ, ୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଘୋଷଣା ବିରୋଧରେ ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହୋଇ ଅଭିଯୋଗ କରିବାକୁ ଯୋଜନା କରୁଛି କଂଗ୍ରେସ। ଉକ୍ତ ଯୋଜନା ଉପରେ…

ଅଷ୍ଟ୍ରେଲିଆ ବିପକ୍ଷରେ ଶତକ ମାରି ଇତିହାସ ରଚିଲେ ଏହି ବ୍ୟାଟ୍ସମ୍ୟାନ୍‌

ମୁମ୍ବାଇ,୭।୧୧: କ୍ରିକେଟ ବିଶ୍ୱକପ୍‌ ୨୦୨୩ରେ ଆଫଗାନିସ୍ତାନ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ରେ ଇବ୍ରାହିମ୍‌ ଜାଦ୍‌ରାନ୍‌ ଇତିହାସ ରଚିଛନ୍ତି। ସେ ୧୨୧ ବଲ୍‌ରେ ନିଜ ଶତକ ପୂରଣ…