ଆମେରିକା ସେନା ଏୟାରବେସ ଉପରେ ପାଲେଷ୍ଟାଇନ ସମର୍ଥକଙ୍କ ଆକ୍ରମଣ

ଅଦାନା,୬।୧୧: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ଶେଷ ହେବାର କୌଣସି ସଙ୍କେତ ଦେଖା ଯାଉନାହିଁ। କ୍ରମାଗତ ଭାବରେ ପରସ୍ପର ଉପରେ ରକେଟ ଗୁଳି ଚଳାଯାଉଛି।…

ମହିଳାଙ୍କଠାରୁ କୁନି ଶିଶୁଙ୍କୁ ନେଇ ଖେଳାଇବାକୁ ଲାଗିଲେ ପ୍ରଧାନମନ୍ତ୍ରୀ ମୋଦି: ଦେଖନ୍ତୁ ଭାଇରାଲ୍‌ ଭିଡିଓ

ଭୋପାଳ,୬।୧୧: ମଧ୍ୟପ୍ରଦେଶର ସିଓନି ଜିଲାରେ ନିର୍ବାଚନ ମଞ୍ଚରେ ବିରୋଧୀ ଦଳମାନଙ୍କୁ ଟାର୍ଗେଟ୍‌ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଏକ ଭିନ୍ନ ରୂପ ଦେଖିବାକୁ ମିଳିଥିଲା। ଏଠାରେ…

ଆୟୋସ ମାଲେଟ ମାଛ ଉପରେ ଗବେଷଣା

ବ୍ରହ୍ମପୁର,୬ା୧୧(ତନୁଶ୍ରୀ ନାହାକ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପ୍ରାଣୀବିଜ୍ଞାନ ବିଭାଗ ପକ୍ଷରୁ ଚିହ୍ନଟ କରାଯାଇଥିବା ନୂତନ ପ୍ରଜାତିର ଆୟୋସ ମାଲେଟ୍‌ ମାଛ ଉପରେ ଗବେଷଣା ଜାରି ରହିଛି। ପଶ୍ଚିମ ଓଡ଼ିଶାର…

ଏ ସ୍ମଲ ଷ୍ଟେପ୍‌’ ଡକ୍ୟୁମେଣ୍ଟାରି ଜାତୀୟ ପୁରସ୍କାର ପାଇଁ ମନୋନୀତ

କୋରାପୁଟ,୬ା୧୧(ଅମିତାଭ ବେହେରା): ଜାତୀୟତୀୟ ସ୍ତରରେ ଏକ ପ୍ରତିଷ୍ଠିତ ଅନୁଷ୍ଠାନ ଦ୍ୱାରା ‘କମ୍ୟୁନିଟି ମିଡିଆ ଚାଲେଞ୍ଜ-୨୦୨୩’ ଶୀର୍ଷକରେ ଆୟୋଜିତ ଡକ୍ୟୁମେଣ୍ଟାରି ଚଳଚ୍ଚିତ୍ର ପ୍ରତିଯୋଗିତାରେ ଓଡିଆ ଝିଅ ଝରଣା କାଦ୍ରାକା…

ଜାଣନ୍ତି ହମାସ୍‌ ଉପରେ ଭାରତ କାହିଁକି ଲଗାଉନାହିଁ ପ୍ରତିବନ୍ଧକ

ଜେରୁଜେଲମ୍‌/ନୂଆଦିଲ୍ଲୀ,୬ା୧୧: ଅକ୍ଟୋବର ୭ରେ ଇସ୍ରାଏଲ ବିରୋଧରେ ହୋଇଥିବା ଆକ୍ରମଣ ପରଠାରୁ ପାଲେଷ୍ଟାଇନ୍‌ର ଆତଙ୍କବାଦୀ ସଂଗଠନ ହମାସ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବିଶ୍ୱବ୍ୟାପୀ ଦାବି ହୋଇଆସୁଛି। ତେବେ ଭାରତୀୟ…

ଲକ୍ଷ୍ମଣ ରେଖା ଅତିକ୍ରମ ନ କରନ୍ତୁ ଅଖିଳେଶ, କଂଗ୍ରେସର ଚେତାବନୀ…

ଭୋପାଳ,୬।୧୧ : ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଏସପି ମୁଖ୍ୟ ଅଖିଳେଶ ଯାଦବ କଂଗ୍ରେସକୁ କ୍ରମାଗତ ଟାର୍ଗେଟ କରୁଛନ୍ତି। ଇଣ୍ଡିଆ ମିଳିତ ମଞ୍ଚରେ ସମାଜବାଦି ପାର୍ଟି ସହ ରାଜ୍ୟରେ…

୮୦ହଜାର ସରକାରୀ କର୍ମଚାରୀଙ୍କୁ ମିଳିବ ଦିପାବଳୀ ବୋନସ

ନୂଆଦିଲ୍ଲୀ,୬।୧୧: ଦିପାବଳୀ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବୋନସ ଦେବାକୁ ଦିଲ୍ଲୀ ସରକାର ଘୋଷଣା କରିଛନ୍ତି। ସୋମବାର ଏକ ସାମ୍ବାଦିକ ସମ୍ମିଳନୀରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ୮୦…

ବିଶ୍ୱ ଚାମ୍ପିୟନର ପରାଜୟ ନେଇ କ୍ରିକେଟ ବୋର୍ଡକୁ ନିଲମ୍ବିତ କଲେ ସରକାର…

କଲମ୍ବୋ,୬।୧୧ : ବିଶ୍ୱକପ ୨୦୨୩ରେ ଶ୍ରୀଲଙ୍କାର ଖରାପ ପ୍ରଦର୍ଶନର ପ୍ରଭାବ ଦୃଶ୍ୟମାନ ହେବାକୁ ଲାଗିଲାଣି। ଶ୍ରୀଲଙ୍କା ସରକାର ସମଗ୍ର କ୍ରିକେଟ ବୋର୍ଡକୁ ନିଲମ୍ବିତ କରିଛନ୍ତି। ସୋମବାର ଶ୍ରୀଲଙ୍କାର…

ଭାରତ ବିଶ୍ୱ ଚାମ୍ପିୟନ୍‌ ଆଶା ହେବ କି ଧୂଳିସାତ୍‌: ଲିଗ୍‌ ଷ୍ଟେଜ୍‌ରେ ଟପ୍‌ରେ ରହିବା ଦଳ ପାଇଁ ଅଶୁଭ

ନୂଆଦିଲ୍ଲୀ,୬।୧୧: ୨୦୨୩ ଦିନିକିଆ ବିଶ୍ୱକପରେ ଟିମ ଇଣ୍ଡିଆ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ କରିଛି। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଗୋଟିଏ ବି ମ୍ୟାଚ ହାରିନାହିଁ। ଭାରତ ଏକପାଖିଆ…

କମଲ ହାସନଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ସାଉଥ୍‌ ସୁପରଷ୍ଟାର କମଲ ହାସନ ଆଜି ୬୮ ବର୍ଷରେ ପଦାର୍ପଣ କରିଛନ୍ତି। ଏକାଧାରାରେ ଭାରତୀୟ ଅଭିନେତା, ନିର୍ଦ୍ଦେଶକ, ସ୍କ୍ରିନ ରାଇଟର୍‌, ଗାୟକ ତଥା ରାଜନେତା କମଲ ହାସନ…